
ନମୋଗୁରୁ(ସୁବର୍ଣ୍ଣପୁର) ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଲ ନଦୀ ରୁ ୪ଟି ଟ୍ରାକ୍ଟର ଓ ଗୋଟିଏ ହାଇୱl କୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ତହସିଲଦାର ସୋନପୁର ଶ୍ରୀ ନଵୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୬୮୦୦୦ ହଜାର ଟଙ୍କା ଜୋରିମାନା ଆଦାୟ କରିଛନ୍ତି l ଏହି ଚଢ଼ାଉ ସମୟରେ ରାଜସ୍ବ ନିରୀକ୍ଷକ ସୁଧୀର କୁମାର ପାଣ୍ଡିଆ ତଥା ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l



