ପବିତ୍ର ଦୀପାବଳି ଅବସରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ମୋଦୀ

ବାସ୍ତବ ବ୍ୟୁରୋ (ନୂଆଦିଲ୍ଲୀ): ଦୀପାବଳି ଉପଲକ୍ଷେ ରବିବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ରାଷ୍ଟ୍ରପତି ଟୁଇଟ୍‌ କରିଛନ୍ତି: ଦୀପାବଳିର ପବିତ୍ର ବେଳାରେ ନାଗରିକମାନଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା। ଚାଲନ୍ତୁ, ଏଇ ଦିନରେ ସ୍ନେହ, ଯତ୍ନ ଏବଂ ଆଦାନପ୍ରଦାନ କରି ସ୍ୱଳ୍ପ ସୌଭାଗ୍ୟବାନ ଏବଂ ଅଭାବୀ ଲୋକମାନଙ୍କ ଜୀବନରେ ସୁଖ ଆଣିବାକୁ ଉଦ୍ୟମ କରିବା।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଉତ୍ସବ ପର୍ଯ୍ୟଟନ ବଢ଼ାଇବା ନିମନ୍ତେ କାମ କରିବା : ପ୍ରଧାନମନ୍ତ୍ରୀ ମୋଦୀ

Sun Oct 27 , 2019
ବାସ୍ତବ ବ୍ୟୁରୋ(ନୂଆଦିଲ୍ଲୀ) : ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌କି ବାତ୍‌’ ୫୮ତମ ସଂସ୍କରଣରେ ଦେଶବାସୀଙ୍କୁ ଦୀପାବଳି ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ ଉତ୍ସବ ପର୍ଯ୍ୟଟନ ବଢ଼ାଇବା ନିମନ୍ତେ କାମ କରିବାର ବାର୍ତ୍ତା ଦେଇଛନ୍ତି। ଆମ୍ଭମାନଙ୍କ ଜୀବନରେ ଉତ୍ସବ ନୂତନ ଉନ୍ମାଦନା ପ୍ରଜ୍ଜ୍ୱଳିତ କରେ। ପର୍ବପର୍ବାଣି ନିମନ୍ତେ ଆମେ ସ୍ଥାନୀୟ ଜିନିଷ କିଣି ବ୍ୟବହାର କରିବା। ସ୍ଥାନୀୟ କ୍ଷୁଦ୍ର ବ୍ୟବସାୟୀଙ୍କ ଠାରୁ କିଛି କିଣାକିଣି କରିବାକୁ ମୁଁ ସବୁବେଳେ ଲୋକମାନଙ୍କୁ କହେ। […]

You May Like

Pin It on Pinterest