ଚାନ୍ଦବାଲି ବ୍ଲକ ଜଳେଶ୍ୱରପୁର ପଞ୍ଚାୟତ ରେ କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ

ଦେବକାନ୍ତ ମହାନ୍ତି(ଚାନ୍ଦବାଲି) ୦୬/୧୦-ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଜଳେଶ୍ଵର ପୁର ପଞ୍ଚାୟତ ରେ କଂଗ୍ରେସ ର କାର୍ଯ କାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ ବୈଠକ ଟି ଜଳେଶ୍ବରପୁର ସରପଞ୍ଚ ଙ୍କ ପ୍ରତିନିଧି ଅଜୟ କୁମାର ଦାସ ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ନେତା ଦିଗମ୍ବର ଦାସ ଓ ବରିଷ୍ଠ ନେତା ଅମିୟ କୁମାର ମହାପାତ୍ର,ଶ୍ରୀଧର ସାହୁ, ବହୁ ଛାମୁଆ ନେତା ଓ କର୍ମୀ ମାନେ ଉପସ୍ଥିତ ରହି ଆଗାମି ପାଞ୍ଚାୟତ ନିର୍ବାଚନ ରେ କିପରି ଦଳକୁ ସୁଦୃଢ କରିହେବ ଓ ପଞ୍ଚାୟତ କୁ ଦଖଲ କରିହେବ ସେ ବିଷୟରେ ଆଲୋଚନା କରିବା ସହ କିପରି ଲୋକମାନଙ୍କୁ ସରକାରୀ ସହାୟତା ଯୋଗାଇ ହେବ ସେ ବିଷୟରେ ଆଲୋଚନା ମଧ୍ୟ କରିଥିଲେ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର

Thu Oct 7 , 2021
ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୪କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୯୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୬୫୯୪ଜଣ ସୁସ୍ଥ ହୋଇଛନ୍ତି ।  ଉତ୍ତର […]

You May Like

Pin It on Pinterest