ବାସ୍ତବ ବ୍ୟୁରୋ (ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ାର ବିକାଶ ପାଇଁ ୮.୫ କୋଟି ଟଙ୍କା ମୁଞ୍ଜୁର କରିଛନ୍ତି। ମଞ୍ଜୁର ହୋଇଥିବା ଟଙ୍କାରେ ବଳଦେବଜୀଉ ମନ୍ଦିର ଓ ବଡ଼ଦାଣ୍ଡର ବିକାଶ କାମ କରାଯିବ। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ମନ୍ଦିର ଟ୍ରଷ୍ଟ ଏବଂ ସେବାୟତମାନଙ୍କ ସହ ଆଲୋଚନା କରିଛନ୍ତି। ଆଧ୍ୟାତ୍ମିକ ପାର୍କ, ଐତିହ୍ୟ ପୁଷ୍କରିଣୀ ଓ ଡ୍ରେନେଜ ମରାମତି କାମ କରାଯିବ।
ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଆଯିହିଁ ଡାଉନ୍ ଲୋଡ୍ କରନ୍ତୁ…bastabtv APP ଆପଣଙ୍କ ସ୍ମାର୍ଟ ଫୋନ୍ ର ପ୍ଲେଷ୍ଟୋର ରୁ