କମିଲା ସୁନା ଦର….

ବାସ୍ତବ ବ୍ୟୁରୋ : ସୁନା କିଣିବାକୁ ଚାଁହୁଥିବା ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଦେଇଛି|ବିଶେଷ କରି ସୁନା ଦର ଉଚ୍ଚା ରହିବା ଯୋଗୁଁ ସୁନା ଗହଣା ପ୍ରତି ଲୋକଙ୍କ ମୋହ ତୁଟିବାରେ ଲାଗିଛି|ଯେଉଁଥିପାଇଁ ସୁନା ଆମଦାନୀ ମଧ୍ୟ କମିଯାଇଛି| ଯାହାକୁ ନଜରରେ ରଖି ସୁନା ଦର ଏବେ କମିଛି | ମଙ୍ଗଳବାର ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୧୦୧ ଟଙ୍କା କମିଯାଇଛି| ମଙ୍ଗଳବାର ଦିଲ୍ଲୀରେ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୩୯୨୧୩ ଟଙ୍କା ରହିଛି | ରୂପା ର ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି | ମଙ୍ଗଳବାର ରୂପା ୨୯ ଟଙ୍କା କମିଛି | ଦିଲ୍ଲୀରେ ଏକ କିଲୋଗ୍ରାମ ରୂପାର ମୂଲ୍ୟ ୨୯ ଟଙ୍କା କମି କିଲୋ ପିଛା ୪୭୫୮୩ ଟଙ୍କାରେ ପହଁଚିଯାଇଛି |

ସଠିକ୍ ଖବର ସଠିକ୍ ସମୟରେ ପାଇବା ପାଇଁ ଆଯିହିଁ ଡାଉନ୍ ଲୋଡ୍ କରନ୍ତୁ…bastabtv APP ଆପଣଙ୍କ ସ୍ମାର୍ଟ ଫୋନ୍ ର ପ୍ଲେଷ୍ଟୋର ରୁ

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ରାଶିଫଳ

Wed Nov 6 , 2019
ବାସ୍ତବ ବ୍ୟୁରୋ: ମେଷ: ଅଧିକ ଉତ୍ସାହିତ ରହିବେ। ନୂଆ କିଛି କରିବାର ଇଚ୍ଛା ମନରେ ଜାଗିଉଠିବ। ଜୀବନସାଥୀଙ୍କ ସହ ସମ୍ବନ୍ଧ ବଢ଼ିଆ ହେବ। ବ୍ୟବସାୟ, ପରିବହନ, ବାଣିଜ୍ୟ ଓ ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ଶୁଭରଙ୍ଗ: ଧଳା। ଶୁଭସ˚ଖ୍ୟା: ୪। ବୃଷ: କର୍ମକ୍ଷେତ୍ର, ପ୍ରକାଶନ, ପ୍ରଶାସନିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ସାମାନ୍ୟ ବଚସାରୁ ପ୍ରିୟ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। […]

You May Like

Pin It on Pinterest