ଆଜି ପୂର୍ବତଟ ରେଳପଥ କେନ୍ଦ୍ରୀୟ ଚିକିତ୍ସାଳୟ ଠାରେ ରେଳପଥର ଅଧିକାରୀ ସଙ୍ଘ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଅଛି I ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଏହି ରକ୍ତଦାନ ଶିବିରକୁ ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର ଓ ଅନ୍ୟ ବିଭାଗୀୟ ପ୍ରମୁଖ ଅଧିକାରୀ ମାନଙ୍କ ଉପସ୍ଥିତିରେ ଉଦ୍ଘାଟନ କରିଥିଲେ I ମଞ୍ଚେଶ୍ୱର ସ୍ଥିତ କେନ୍ଦ୍ରୀୟ ଚିକିତ୍ସାଳୟର ମେଡିକାଲ ଡ଼ାଇରେକ୍ଟର ଡ଼. (ଶ୍ରୀମତୀ) ଅରୁନ୍ଧତୀ ସେନାପତି ଏହି ରକ୍ତଦାନ ଶିବିରକୁ ପରିଚାଳନା କରିଥିଲେ I ଏହି ଶିବିରରେ ସମୁଦାୟ ୩୬ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା I
Next Post
ଆଜିର ରାଶିଫଳ
Sat Nov 9 , 2019
ମେଷ: କାର୍ଯ୍ୟ କ୍ଷେତ୍ରରେ କୌଣସି ପରିବର୍ତ୍ତନ ଆଣିପାରନ୍ତି। ପରିବାରର ବୟୋଜ୍ୟେଷ୍ଠଙ୍କ ପରାମର୍ଶରେ ବଡ଼ ପଦକ୍ଷେପ ନେବେ। ଦୂର ସ୍ଥାନକୁ ଭ୍ରମଣ ଯୋଗ ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରି ବୁଦ୍ଧିଜୀବୀମାନଙ୍କ ଦୃଷ୍ଟି ଆକର୍ଷଣ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ସଫଳତା ମିଳିବ। ଶୁଭରଙ୍ଗ: କ୍ରୀମ୍। ଶୁଭସ˚ଖ୍ୟା: ୮। ବୃଷ: ନିଜ କାର୍ଯ୍ୟରେ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଆର୍ଥିକ ମାମଲାରେ ହଇରାଣ ହୋଇପାରନ୍ତି। ଗପ-କବିତା ଆଦି […]

You May Like
-
9 months ago
୨୪ ଓ ୨୫ରେ ରାଜ୍ୟରେ ପୁଣି ବର୍ଷା
-
10 months ago
୩ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
-
4 years ago
ଆଜିର ଖାସ୍ ଖବର