ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରସ୍ତାବକ ରହିବେ ବିଜେଡିର ଏହି ଦୁଇ ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ।
Fri Jun 24 , 2022
ଭୁବନେଶ୍ୱର,୨୪/୦୬:ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଜୁନ ଶେଷ ଆଡ଼କୁ ଏହି ଲଘୁଚାପ ଓଡ଼ିଶା ନିକଟବର୍ତ୍ତୀ ହେବାର ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ ଅନୁଯାଇ,ଏହା ଉତ୍ତର-ପଶ୍ଚିମ ଦିଗରେ ମୁହାଁଇବ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧ରୁ ୭ ତାରିଖ ଭିତରେ ରାଜ୍ୟରେ ଭଲ ବର୍ଷା ହୋଇପାରେ ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ ବୋଲି, ଭୁବନେଶ୍ୱର […]