କେନ୍ଦୁଝରରେ ୧୮ ଦିନରେ ୧୩ ଶିଶୁଙ୍କ ମୃତ୍ୟୁ ଘଟଣାରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ତଦନ୍ତ ନିର୍ଦ୍ଦେଶ…

ଭୁବନେଶ୍ୱର ୧୮/୦୯: ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, କେନ୍ଦୁଝରରେ ଶିଶୁ ମୃତ୍ୟୁ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଶିଶୁମାନଙ୍କର ଓଜନ କମ ଥିବାରୁ ମୃତ୍ୟୁ ହୋଇଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ ଏନେଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ନବ ଦାସ କହିଛନ୍ତି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଫୁଲବାଣୀ-ବିଜେପିର କାର୍ଯ୍ୟକାରିଣୀ ବୈଠକ ଓ ମିଶ୍ରଣ ପର୍ବ ଅନୁଷ୍ଠିତ...

Mon Sep 19 , 2022
ପି.ଏନ୍.କହଁର(ଫୁଲବାଣୀ) ୧୮/୦୯: ଫୁଲବାଣୀର ମାଷ୍ଟ୍ରପଡାରେ ଥିବା ପାରିଜାତ କଲ୍ୟାଣ ମଣ୍ଡପରେ,ବିଜେପି ନଗର ମଣ୍ଡଳ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁ ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ସାଂସଦ ମହା ମେଘବାହାନ ଐର ଖାରବେଳ ସ୍ୱାଇଁ, ଫୁଲବାଣୀ ପୌରପରିଷଦ ଅଧ୍ୟକ୍ଷା ସ୍ମିତାରଣୀ ମହାନ୍ତି ଏବଂ ବିଜେପି ନଗର ସଭାପତି ସୁଶାନ୍ତ କୁମାର ମହାନ୍ତି […]

You May Like

Pin It on Pinterest