ବାସ୍ତବ ବ୍ୟୁରୋ-ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ଯେ, ଭୁବନେଶ୍ୱରରେ ସର୍ବାଧିକ ୪୬ ଜଣ କରୋନା ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥିରୁ ଏପର୍ଯ୍ୟନ୍ତ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୪ ଜଣ ସକ୍ରିୟ କରୋନା ରୋଗୀଙ୍କ ଚିକିତ୍ସା ଜାରି ରହିଛି ।
Next Post
ମହିଳାମାନଙ୍କ ପାଇଁ ଜାରି ହେଲା ହ୍ୱାଟସ୍ଆପ୍ ହେଲ୍ପଲାଇନ ନମ୍ବର
Thu Apr 16 , 2020
ବାସ୍ତବ ବ୍ୟୁରୋ-ଲକଡାଉନ୍ ସମୟରେ ମହିଳାମାନଙ୍କ ବିରୁଦ୍ଧରେ ବଢୁଥିବା ହିଂସା କୁ ରୋକିବା ପାଇଁ ରାଜ୍ୟ ମହିଳା ଆୟୋଗ ପକ୍ଷରୁ ହ୍ୱାଟସ୍ଆପ୍ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ଜାରି ହୋଇଥିବା ହ୍ୱାଟସ୍ଆପ୍ ନମ୍ବର ୮୭୬୩୫୪୩୦୧୩ । ଆଉ ଏକ ହ୍ୱାଟସ୍ଆପ୍ ନମ୍ବର ଗତକାଲି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ମଧ୍ୟ ହୋଇଛି । ଘରୋଇ ହିଂସାର ସମ୍ମୁଖୀନ ହେଉଥିବା ମହିଳା ହ୍ୱାଟସ୍ଆପ୍ ନମ୍ବର ୭୨୫୦୦୬୦୩୯ରେ ଅଭିଯୋଗ […]

You May Like
-
6 years ago
ଆଜିର ଖାସ୍ ଖବର
-
2 years ago
ନିୟୁ ଡ୍ରିମ୍ ଓ୍ବେଲଫେୟାର ପକ୍ଷରୁ ଜଳଦାନ କାର୍ଯ୍ୟକ୍ରମ…


