ଅକ୍ଟୋବର ୧୫ରେ ଓସିଏସ୍ ପ୍ରିଲିମ୍ ପରୀକ୍ଷା 

ବାସ୍ତବ ବ୍ୟୁରୋ: ଘୋଷଣା ହେଲା ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମ୍ ପରୀକ୍ଷା ତାରିଖ । ଆସନ୍ତା ଅକ୍ଟୋବର ୧୫ ତାରିଖରେ ପ୍ରିଲିମ୍ ପରୀକ୍ଷା ଦେବେ ଓଡିଶା ସିଭିଲ୍ ସର୍ଭିସ ଆଶାୟୀ । ଏନେଇ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ତେବେ ଏ ସମ୍ପର୍କିତ ବିସ୍ତୃତ ତଥ୍ୟ ଆଗାମୀ ଦିନରେ ୱେବସାଇଟ୍ ଜରିଆରେ ଓପିଏସସି ଜଣାଇଦେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ତା ସହିତ ପରୀକ୍ଷାର ସମ୍ପୂର୍ଣ୍ଣ ସୂଚୀ ମଧ୍ୟ ଆଗାମୀ ଦିନରେ ଜଣାପଡିବ ବୋଲି ଓଡିଶା ଲୋକସେବା ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେୟାର କରନ୍ତୁ

Next Post

ଏଲପିଜି ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କାର ସବସିଡି; ସବସିଡିକୁ କ୍ୟାବିନେଟର ମଞ୍ଜୁରୀ...

Tue Aug 29 , 2023
ବାସ୍ତବ ବ୍ୟୁରୋ: ଆଗକୁ ନିର୍ବାଚନ ଥିବାରୁ ଖାଉଟିଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ଉଜ୍ଜଳା ଯୋଜନା ଆଧାରରେ ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏନେଇ ଆଜି କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଚଳିତ ମାସ ଅଗଷ୍ଟ ପହିଲାରୁ ପେଟ୍ରୋଲିୟନ କମ୍ପାନୀ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୧୦୦ ଟଙ୍କା ହ୍ରାସ କରିଥିଲେ । ତେବେ […]

You May Like

Pin It on Pinterest