ବ୍ରହ୍ମପୁର ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିଵଶଙ୍କର ଦାଶ (ପିଣ୍ଟୁ)ଙ୍କ ସାମ୍ବାଦିକ ସମ୍ମିଳନୀ

ବ୍ରହ୍ମପୁର: ବ୍ରହ୍ମପୁର ସହର ପାଇଁ ନିର୍ବାଚନୀ ସଙ୍କଳ୍ପପତ୍ର ଉନ୍ମୋଚନ କଲେ ଶ୍ରୀଯୁକ୍ତ ଶିଵଶଙ୍କର ଦାଶ। ସହର ଓ ସହରବାସୀ ଙ୍କ ସମସ୍ୟା ଉପରେ ଆଲୋକପାତ କରି କ୍ଷୋଭ ପ୍ରକାଶ କରିବା ସହିତ ସେ’ ବିଜୟ ହାସଲ କଲେ ସହରର ପ୍ରତ୍ୟେକ ଅଞ୍ଚଳ ବୁଲିବେ ଓ ଲୋକଙ୍କ ସହିତ ସିଧା ଆଲୋଚନା କରି ସମସ୍ୟାର ସମାଧାନ କରିବେ ବୋଲି ଜଣାଇଛନ୍ତି ଶ୍ରୀଯୁକ୍ତ ଦାଶ।

ବ୍ରହ୍ମପୁର ବିଧାନସଭା କ୍ଷେତ୍ରର ବିଜେପି ପ୍ରାର୍ଥୀ କେ.ଅନୀଲ କୁମାର ତାଙ୍କ ନାମାଙ୍କନପତ୍ର ଦାଖଲ ସମୟରେ ମିଥ୍ୟା ସତ୍ୟପାଠ ଦାଖଲ କରି ତଥ୍ୟ ଲୁଚାଇବା ବିଷୟରେ ଅଭିଯୋଗ ଆଣିଛନ୍ତି ଶ୍ରୀଯୁକ୍ତ ଦାଶ। ଏହି ଖବର ଚର୍ଚ୍ଚାବହେବା ପରେ ବିଜେପି ମହଲକୁ ଏକ ଶକ୍ତ ଝଟକା ଲାଗିଥିବା ବିଶ୍ୱସ୍ଥ ସୂତ୍ରରୁ ସୂଚନା ମିଳିଛି ।

ସେୟାର କରନ୍ତୁ

Next Post

ଦ୍ଵିତୀୟ ପର୍ଯ୍ୟାୟ ଇଭିଏମ୍ ରାଣ୍ଡୋମାଇଜେସନ୍ ସମାପ୍ତ

Thu May 9 , 2024
ବରଗଡ଼(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲାରେ ଅବାଧ,ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ ଭାବେ ଏକକାଳୀନ ସାଧାରଣ ନିର୍ବାଚନ କରିବା ଲାଗି ଜିଲ୍ଲା ପ୍ରଶାସନ ବିଭିନ୍ନ କାର୍ଯ୍ୟକ୍ରମ ଜାରି ରଖିଛି।ଜିଲ୍ଲାପାଳ ଏବଂ ଜିଲ୍ଲା ନିର୍ବାଚନ ଅଧିକାରୀ ଆଦିତ୍ୟ ଗୋଏଲ ଙ୍କ ନେତୃତ୍ତ୍ୱରେ ବରଗଡ଼ ସଂସଦୀୟ କ୍ଷେତ୍ର ଏବଂ ୦୧- ପଦ୍ମପୁର,୦୨-ବିଜେପୁର,୦୩- ବରଗଡ଼,୦୪-ଅତାବିରା ଏବଂ ୦୫-ଭଟଲି,ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରତିଦ୍ୱନ୍ଦିତା କରୁଥିବା ସମସ୍ତ ପ୍ରାର୍ଥୀ,ସାଧାରଣ ପର୍ଯ୍ୟ ବେକ୍ଷକ ଏବଂ ସମସ୍ତ ରିଟର୍ଣ୍ଣିଙ୍ଗ ଅଧିକାରୀଙ୍କ ଉପସ୍ଥିତିରେ […]

You May Like

Pin It on Pinterest