ବାସ୍ତବବ୍ୟୁରୋ: ବାତ୍ୟା ସମୟରେ ବ୍ୟାଘାତ ହେବନି ଟେଲିକମ ସେବା ।ଏ ନେଇ ବଡ ସୂଚନା ଦେଲେ ଆଇଟି ମନ୍ତ୍ରୀ ।
ବାତ୍ୟା ସମୟରେ ବ୍ୟାଘାତ ହେବନି ଟେଲିକମ ସେବା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟର ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ।ସୂଚନା ମୁତାବକ, ବାତ୍ୟା ଦାନା ପାଇଁ ଟେଲିକମ ବିଭାଗ ବ୍ୟାପକ ପ୍ରସ୍ତୁତି କରିଛି ।
Fri Oct 25 , 2024
ବାସ୍ତବ ବ୍ୟୁରୋ: ମଧ୍ୟରାତ୍ରରେ ମାଡ଼ ହେଲା ବାତ୍ୟା ଦାନା। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିଲା ‘ଦାନା’ ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଭିତରକନିକା ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଅତିକ୍ରମ କଲା ସ୍ଥଳଭାଗ। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ବେଗରେ ବହିଥିଲା ପବନ। ଫଳରେ ଟଳିପଡ଼ିଥିଲା ଅନେକ ଗଛ। ଭାଙ୍ଗି ଯାଇଥିଲା ଚାଳ ଛପର ଘର। ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଏବେ ଏହା […]