ବାସ୍ତବବ୍ୟୁରୋ: ବିଧାନସଭାରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା
୨୦ଟି ପ୍ରମୁଖ ସ୍ଥାନରେ ମେଟ୍ରୋ ରେଳ ଷ୍ଟେସନ କରିବେ ସରକାର’
ମେଟ୍ରୋ ପ୍ରକଳ୍ପ ଲାଗି ୨୦୨୩-୨୪ରେ ୨୧୦ କୋଟି ମଞ୍ଜୁର ହୋଇଛି’
‘୨୦୨୪-୨୫ରେ ୧ ହଜାର କୋଟି ମଞ୍ଜୁର କରାଯାଇଛି’
୪ ବର୍ଷ ମଧ୍ୟରେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରକଳ୍ପ ସାରିବା ଲକ୍ଷ୍ୟ ରଖାଯାଇଛି ।
Wed Dec 11 , 2024
ଭୁବନେଶ୍ୱର(ବାସ୍ତବବ୍ୟୁରୋ): ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। ଆଜି ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ […]