
ବରଗଡ଼୦୧/୦୭(ନବୀନ କୁମାର ଦାଶ):ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଅମା ନୁଷିକ ଆକ୍ରମଣକୁ ଦୃଢ଼ନିନ୍ଦା କରି ବରଗଡ ଜିଲ୍ଲାରେ କାର୍ଯ୍ୟ ରତ ୪୨ ଜଣ ଓଏଏସ ଅଧି କାରୀ ଏବଂ ୨୨ ଜଣ ଓଆର ଏସ ଅଧିକାରୀଙ୍କୁ ମିଶାଇ ସମୁ ଦାୟ ୬୫ ଜଣ ଅଧିକାରୀ ଆଜି ଠାରୁ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସାମୁହିକ ଛୁଟିରେ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଆବେଦନ ପତ୍ର ପ୍ରଦାନ କରିଛନ୍ତି।
ଏହି ଅବସର ରେ ଜିଲ୍ଲାର ସମସ୍ତ ବରିଷ୍ଠ ଓଏଏସ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ତହସିଲଦାର ଉପସ୍ଥିତ ଥିଲେ।