ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ…

କୁନ୍ଦୁରା୭/୧୦ (ନି.ପ୍ର.):କୁନ୍ଦୁରା ବ୍ଳକ ସହକାରୀ ଯନ୍ତ୍ରୀ ଲମ୍ବୋଦର ନାୟକ ଭିଜିଲାନ୍ସ୍ ଜାଲରେ। ସୁଚନାମତେ ମନରେଗା ଯୋଜନାରେ ହୋଇଥିବା କାର୍ଯ୍ୟର ବକେୟା ବିଲ କରିଦେବା ବାବଦକୁ କୋଡ଼ିଏ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଜୟପୁର ଭିଜିଲାନ୍ସ ବିଭାଗ ।

କୁନ୍ଦୁରା ଅଞ୍ଚଳର ପ୍ରଫୁଲ୍ଲ କୁମାର ସ୍ବାଇଁ ନାମକ ଜଣେ ବ୍ୟକ୍ତିଙ୍କ ଠାରୁ କୋଡ଼ିଏ ହଜାର ଟଙ୍କା ନେଉଥିଲେ।ଠିକ୍ ସେହି ସମୟରେ ଜୟପୁର ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲା ।

ସେୟାର କରନ୍ତୁ

Next Post

ଜିଲ୍ଲାପାଳଙ୍କ ଅଧ୍ଯକ୍ଷତାରେ, ଗଜଲକ୍ଷ୍ମୀ ପୂଜା ପାଇଁ ଶାନ୍ତି କମିଟି ବୈଠକ...

Wed Oct 8 , 2025
କେନ୍ଦ୍ରାପଡ଼ା(ରାକେଶମହାନ୍ତି)୬/୧୦:କେନ୍ଦ୍ରାପଡ଼ାର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ନିମନ୍ତେ ଆଜି ପୂର୍ବାହ୍ନରେ କେନ୍ଦ୍ରାପଡ଼ା ମୁନିସିପାଲିଟି ଟାଉନ ହଲଠାରେ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ,କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜାକୁ ଭାଇଚାରାର ଅନନ୍ୟ ଉଦାହରଣ ରୂପେ ଶାନ୍ତି ଓ ଶୃଙ୍ଖଳା ସହିତ ପାଳନ କରିବା ନିମନ୍ତେ ସମସ୍ତ ପୂଜା କମିଟିର ସଭାପତି,ସମ୍ପାଦକ ଏବଂ କର୍ମକର୍ତ୍ତାକୁ ଅନୁରୋଧ କରିଛନ୍ତି।ଏହା ସହିତ ଆଇନ ପରିଧି ମଧ୍ୟରେ […]

You May Like

Pin It on Pinterest