
ବାସ୍ତବକଥା: ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ସ୍ୱାସ୍ଥ୍ୟ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ।OMSA ଆନ୍ଦୋଳନରେ ସାମିଲ ଡାକ୍ତରଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶନାମା।OMHS କ୍ୟାଡର୍ ମେଡିକାଲ ଅଫିସରଙ୍କ ଦରମା ବନ୍ଦ ପାଇଁ କଡ଼ା ନିର୍ଦ୍ଦେଶ।
ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍ ପରେ କାର୍ଯ୍ୟରୁ ନିବୃତ୍ତ କରିବାକୁ ଚିଠି।ରାଜ୍ୟର ସବୁ ମେଡିକାଲ୍ କଲେଜ ଓ ହସ୍ପିଟାଲ୍, ସିଡିଏମ୍ ଓ ପିଏଚ୍ଓଙ୍କୁ ଚିଠି।ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏସନ (OMSA)ର ଧର୍ମଘଟ ଜାରି।
ହେଲେ ଡାକ୍ତରବି ନଛୋଡବନ୍ଦା,ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲିବ ବୋଲି କହିଲେ OMSAର ସାଧାରଣ ସଂପାଦକ କିଶୋର ଚନ୍ଦ୍ର ମିଶ୍ର।



