ଚଢ଼ା ଦରରେ ସାର ବିକ୍ରି ହେଲେ କାର୍ଯ୍ୟାନୁଷ୍ଠାନ ସାର, କୃଷି ସାମଗ୍ରୀ ଯୋଗାଣରେ ଯାଞ୍ଚ୍ କଡ଼ାକଡ଼ି କରିବାକୁ କୃଷି ମନ୍ତ୍ରୀଙ୍କ ନିର୍ଦ୍ଦେଶ ।
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୯ରୁ ବର୍ଷା ସମ୍ଭାବନା, ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ SRC।
ଜାତୀୟ ଶିକ୍ଷା ନୀତି ଉପରେ ଆଲୋଚନା କରିବ ବିଜେଡି ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦାୟିତ୍ବ ନେଲେ ବିଷ୍ଣୁପଦ ସେଠୀ ।
କ୍ୱାରେଣ୍ଟାଇନରେ ଯିବେ ବୁର୍ଲାରେ ୭୦ ଡ଼କ୍ଟର ।
ସ୍ବାସ୍ଥ୍ୟ ବିଭାଗରେ ପଶିଲା କରୋନା, ବିତ୍ତ ଅଧିକାରୀଙ୍କ ସଂସ୍ପର୍ଶରେ ଆସି ୧୦ ପଜିଟିଭ୍ ।
ଅହମ୍ମଦାବାଦ : କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ, ୮ମୃତ ।
ମନୋଜ ସିହ୍ନା ଜାମ୍ମୁ କାଶ୍ମୀରର ନୂଆ ଉପ ରାଜ୍ୟପାଳ, ଗିରୀଶଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।
ଭାରତରେ ୧, ୯୬୪, ୫୩୭ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ୧୩୨୮୩୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ବାକି ୪୦୬୯୯ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୫୫୦୧ ରହିଛି ।
ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା, ରହସ୍ୟ ଉନ୍ମୋଚନ ହେଉ: ସୁପ୍ରିମ୍ କୋର୍ଟ ।
ଚୀନରେ କରୋନାରୁ ସୁସ୍ଥ ହୋଇଥିବା ୯୦ ପ୍ରତିଶତ ଆକ୍ରାନ୍ତଙ୍କ ଫୁସଫୁସ ନଷ୍ଟ!
