ବାସ୍ତବବ୍ୟୁରୋ:(ଭୁବନେଶ୍ୱର) ଆଜି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ପକ୍ଷରୁ ଏକ ସରକାରୀ ନିର୍ଦ୍ଦେଶ ଜାରି କରାଯାଇଛି। ଯେଉଁ ଲର୍ଣ୍ଣର୍ ଲାଇସେନ୍ସଧାରୀଙ୍କ ଡିଏଲ୍ ଡିସେମ୍ବର ୩୧ ତାରିଖ ସୁଦ୍ଧା ଶେଷ ହେବ, ସେମାନଙ୍କ ଲାଗି ୨୦୨୧ ମାର୍ଚ୍ଚ ୩୧ ଯାଏଁ ଏହାର ବୈଧତାକୁ ବଢ଼ାଇ ଦିଆଯାଇଛି।
ଏହି ସମୟ ଭିତରେ ସେମାନେ ଡିଏଲ୍ ପାଇଁ ଆବେଦନ କରିପାରିବେ ବୋଲି ଜଣାଯାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଭାରତ ସରକାର ଫିଟନେସ୍, ଅନୁମତି (ସମସ୍ତ ପ୍ରକାର), ଡ୍ରାଇଭିଂ ଲାଇସେନ୍ସ, ପଞ୍ଜୀକରଣ ପ୍ରମାଣପତ୍ର ଇତ୍ୟାଦିର ବୈଧତା ବୃଦ୍ଧି ପାଇଁ ଏକ ଆଡଭାଇଜାରି ଜାରି କରିଥିଲେ,ଯାହାଦ୍ୱାରା ଏପରି ପଦକ୍ଷେପ ନିଆଯାଇଛି |
Next Post
ଡାକ୍ତରଖାନାରୁ ଡିସଚାର୍ଜ ହେଲେ ସୁପରଷ୍ଟାର ରଜନୀକାନ୍ତ....
Sun Dec 27 , 2020
ବାସ୍ତବବ୍ୟୁରୋ:ସୁପରଷ୍ଟାର ରଜନୀକାନ୍ତ ଆଜି ଡାକ୍ତରଖାନାରୁ ଡିସଚାର୍ଜ ହୋଇଛନ୍ତି । ଦୁଇଦିନ ତଳେ ସେ ଡାକ୍ତରଖାନାରେ ଭର୍ତି ହୋଇଥିଲେ |ଗତ ୧୦ ଦିନ ହେବ ହାଇଦ୍ରାବାଦରେ ସେ ଏକ ଚଳଚ୍ଚିତ୍ର ସୁଟିଙ୍ଗ୍ରେ ବ୍ୟସ୍ତ ଥିଲେ। ସୁଟିଙ୍ଗ୍ ସେଟ୍ରେ ଦୁଇଜଣ ବ୍ୟକ୍ତି କୋଭିଡ୍-୧୯ ପଜିଟିଭ୍ ହେବା ପରେ, ଡିସେମ୍ବର ୨୨ ତାରିଖ ଦିନ ରଜନୀକାନ୍ତଙ୍କର ନମୁନା ପରୀକ୍ଷା କରାଯାଇଥିଲା ଓ ସେ ନେଗେଟିଭ୍ ବୋଲି ଜଣାପଡ଼ିଥିଲା।ରକ୍ତଚାପ ସ୍ଥିର ନରହିବାରୁ ତାଙ୍କୁ ହାଇଦ୍ରାବାଦସ୍ଥିତ ଆପୋଲୋ […]

You May Like
-
1 year ago
ଲୋକଙ୍କ ସାଥିରେ ରୁହ ନବୀନ ପଟ୍ଟନାୟକ…
-
5 years ago
ପ୍ରକାଶ ପାଇଲା ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି…
-
5 years ago
ଆଜିର ଖାସ୍ ଖବର
-
3 years ago
ବଜାଶାଲ ରେ ଦୁଲକିଲା କଲମପୁର କଳାହାଣ୍ଡି ଉତ୍ସବ ମଞ୍ଚ…


