ବାସ୍ତବ ବ୍ୟୁରୋ: ଗୋଟିଏ ଦିନରେ ସୁନ୍ଦରଗଡ଼ରେ ୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସ୍କବ ଟାଇଫସରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ସୁନ୍ଦରଗଡ଼ରେ ସ୍କବ ଟାଇଫଓ ରୋଗୀଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଔଷଧ, ପ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ । ସେପଟେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡରେ ଆତଙ୍କ ଖେଳାଇଛି ସ୍କ୍ରବ […]

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଲା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟର ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ […]

ବିଜେଡିରେ ରହି ଦୀର୍ଘ ଦିନ ହେଲା ବିଜେଡିକୁ ଟାର୍ଗେଟ କରି ଚାଲିଥିବା ଦଳୀୟ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଉପସଭାପତି ପଦ ଚାଲିଯାଇଛି।  ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଦଳୀୟ ଉପସଭାପତି ପଦରୁ ହଟା ଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏନେଇ ଏକ ଆଦେଶନାମା ପ୍ରକାଶ ପାଇଛି। ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି।  ନିଜର ଆଲେଖ୍ୟ ଓ ବକ୍ତବ୍ୟ ପାଇଁ ଗତ କିଛି ଦିନ ଧରି ଚର୍ଚ୍ଚାରେ […]

ବାସ୍ତବ ବ୍ୟୁରୋ: ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଡେଙ୍ଗୁ । ଗତ ଶନିବାରଠୁ ସେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ବେଳେ ଆହୁରି ୨ ଦିନ ସେ ମେଡିକାଲରେ ରହିବେ ବୋଲି ଜଣାଯାଇଛି । ଧୀରେ ଧୀରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆସୁଥିବା ସୂଚନା ଦେଇଛନ୍ତି କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି। ନିଯୁକ୍ତି ନେଇ ଓସେପା ୱେବସାଇଟ୍‌ରେ ପ୍ରକାଶ ପାଇଲା ବିଜ୍ଞପ୍ତି। ଆଶାୟୀମାନେ ଆସନ୍ତା ୧୩ରୁ ଆବେଦନ କରିପାରିବେ ଆଶାୟୀ। ଆବେଦନ ପାଇଁ ଅକ୍ଟୋବର ୧୦ ଶେଷ ତାରିଖ ରହିଛି । ସଂପୂର୍ଣ୍ଣ ଅନଲାଇନରେ ହେବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା। କମ୍ପ୍ୟୁଟର ବେସଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଶିକ୍ଷକଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ […]

ବାସ୍ତବ ବ୍ୟୁରୋ: ଟସ୍ ଜିତିଲା ପାକିସ୍ତାନ, ପ୍ରଥମେ ବୋଲିଂ କରିବାକୁ ନେଲା ନିଷ୍ପତ୍ତି । ଆଜି ଏସିଆ କପ୍ ସୁପର-୪ ମୁକାବିଲାରେ ଭାରତ-ପାକିସ୍ତାନ ମୁହାଁମୁୁହିଁ ହେଉଛନ୍ତି । ଆଉ ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ବାବର ଆଜମ୍ । ଫଳରେ କ୍ରିକେଟ୍ ପ୍ରେମୀମାନେ ପ୍ରଥମେ ଭାରତର ବ୍ୟାଟିଂ ଦେଖିବାକୁ ପାଇବେ । ଆଜି ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ ହେଇଛି । ଦୀର୍ଘ […]

ବାସ୍ତବ ବ୍ୟୁରୋ: ଆଜି ଜି-୨୦ ଶିଖର ସମ୍ମିଳନୀକୁ ସାଙ୍ଗ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା ଭାର ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ହସ୍ତାନ୍ତର କରିଛନ୍ତି। ସମ୍ମିଳନୀର ଶେଷ ବକ୍ତବ୍ୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଗତକାଲି ଆମେ ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର’ ଅଧିବେଶନରେ ବ୍ୟାପକ ଆଲୋଚନା କରିଥିଲୁ। ଆଜି ଜି-୨୦ ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତର ଦୃଷ୍ଟିକୋଣକୁ ନେଇ ଆଶାବାଦୀ ଉଦ୍ୟମ […]

ବାସ୍ତବ ବ୍ୟୁରୋ: ଦିଲ୍ଲୀରେ ଆୟୋଜିତ G-୨୦ ଶିଖର ସମ୍ମିଳନୀରେ ଆଫ୍ରିକୀୟ ୟୁନିଅନକୁ ସ୍ଥାୟୀ ସଦସ୍ୟ ଭାବରେ G-୨୦ରେ ଅନ୍ତର୍ଭୁକ୍ତ କରାଯାଇଛି । G-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଆଫ୍ରିକୀୟ ୟୁନିଅନକୁ ସ୍ଥାୟୀ ସଦସ୍ୟ ଭାବେ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ସ୍ବାଗତ ଭାଷଣରେ କହିଛନ୍ତି ଯେ “ଆପଣଙ୍କ ସମସ୍ତଙ୍କ ସହମତିରେ ଏହି ସମ୍ମିଳନୀ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ ମୁଁ ଆଫ୍ରିକୀୟ ୟୁନିଅନର ଚେୟାରମ୍ୟାନଙ୍କୁ G-୨୦ ର […]

ବାସ୍ତବ ବ୍ୟୁରୋ: ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, […]

ଜି-୨୦ ସମ୍ମିଳନୀରେ ଭାଗ ନେବାକୁ ଆଜି ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ନୂଆଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ବାଇଡେନ ସିଧା ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦ୍ବିପାକ୍ଷିକ ଆଲୋଚନାରେ ଭାଗ ନେବା ପାଇଁ।  ନୂଆଦିଲ୍ଲୀରେ ରାଷ୍ଟ୍ରପତି ବାଇଡେନଙ୍କ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ବାହ୍ୟ ସ୍ତରରେ ଅର୍ଦ୍ଧସାମରିକ ବାହିନୀ ନିୟୋଜିତ ରହିବେ। ଦ୍ବିତୀୟ ସ୍ତରରେ ଭାରତର […]

Pin It on Pinterest