ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ବିଧାୟକଙ୍କ ଦରମା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଘୋଷଣା ମୁତାବକ ଏବେ ପଶ୍ଚିମବଙ୍ଗର ବିଧାୟକମାନେ ୪୦ ହଜାର ଟଙ୍କା ମାସିକ ଅଧିକ ଦରମା ପାଇବେ । ହେଲେ ନିଜ ଦରମାର କୌଣସି ବୃଦ୍ଧି ହୋଇନଥିବା କଥା କହିଛନ୍ତି ମମତା ବାନାର୍ଜୀ । କାରଣ ଦୀର୍ଘବର୍ଷ ହେବ ମମତା ବାନାର୍ଜୀ ବିଧାୟକ କିମ୍ବା ମୁଖ୍ୟମନ୍ତ୍ରୀ ପଦରେ ଥିଲେ […]
ବାସ୍ତବ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା କାଲି ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । […]
ବାସ୍ତବ ବ୍ୟୁରୋ: ଆସାମର ଏକ ପ୍ଲାଷ୍ଟିକ ଗୋଡାଉନରେ ନିଆଁ ଲାଗିଯାଇଛି। ଫଳରେ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଆଜି ଏହି ଭୟଙ୍କର ଦୁର୍ଘଟଣା ଘଟିଛି। କାମରୁପ ମେଟ୍ରୋ ଜିଲ୍ଲାରେ ଥିବା ଜୋରବାତ ପ୍ଲାଷ୍ଟିକ ଗୋଡାଉନରେ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକଙ୍କଠୁ ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ପହଁଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କିନ୍ତୁ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ପୁଲିସ କହିଛି […]
ବାସ୍ତବ ବ୍ୟୁରୋ: ଆଜି ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଏହି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ରହିଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ସ୍ୱତନ୍ତ୍ର ଭୋଗରାଗ ଲାଗି କରାଯିବ। ବିଧି ଅନୁସାରେ ସାଗ, ତରକାରୀ, ପିଠା, ଝିଲି, […]
ବାସ୍ତବ ବ୍ୟୁରୋ: ଆଜି ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି । ଜଷ୍ଟିସ ଶିବଶଙ୍କର ମିଶ୍ର ୧୯୯୧ ମସିହାରୁ ଓକିଲାତି କ୍ୟାରିୟର ଆରମ୍ଭ କରିଥିବା ବେଳେ ଦୀର୍ଘ ୩୦ ବର୍ଷର […]
ବାସ୍ତବ ବ୍ୟୁରୋ: ୱାର୍ଲଡ ଅଫ୍ ଷ୍ଟାଟିଷ୍ଟିକ୍ସ ଏକ ରିପୋର୍ଟ ମୁତାବକ ଗ୍ଲୋବାଲ ଆର୍ଥିକ ସଂକଟ କାରଣରୁ ସାରା ବିଶ୍ୱରେ ବେରୋଜଗାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି କୋଭିଡ-୧୯ ମହମାରୀ ଓ ଋଷ-ୟୁକ୍ରେନ ଯୁଦ୍ଧ ପରେ ବିଶ୍ୱ ପାଇଁ ଆର୍ଥିକ ଚ୍ୟାଲେଞ୍ଜ ବୃଦ୍ଧି ପାଇଛି । ଅନେକ ଦେଶ ଏବେ ଆର୍ଥିକ ସଂକଟ ଦେଇ ଗତି କରିବ ବୋଲି ଅନୁମାନ ମଧ୍ୟ କରାଯାଉଛି । ସେହି ଦେଶମାନଙ୍କ […]
ବାସ୍ତବ ବ୍ୟୁରୋ: ଆଜି ଭାଦ୍ରବ- କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସାନ୍ନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ୧୦୮ କୁମ୍ଭ ଜଳ ସ୍ନାନ ପରେ ଜ୍ୱରରେ ପୀଡିତ ହୋଇଥିଲେ। ଅଣସର ଗୃହରେ ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କର ମସ୍ତକରୁ ରାହୁରେଖା ଓଲାଗି କରାଯାଇଥିଲା। ସେହିଦିନ ଠାରୁ ସେମାନେ ଆଉ ରାହୁରେଖା ପରିଧାନ କରିନଥିଲେ।ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁବର୍ଣ୍ଣର […]
ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଘାରିଛି ଚାଷୀଙ୍କ ଚିନ୍ତା । ମରୁଡି ପରିସ୍ଥିତି ନେଇ ଜରୁରୀକାଳୀନ ବୈଠକ ପରେ ଆଜି ମହାକାଳେଶ୍ୱରଙ୍କ ଶରଣରେ ଯାଇ ପୂଜାର୍ଚ୍ଚନା କରିଛନ୍ତି ଶିବରାଜ ସିଂ ଚୌହାନ । ମୁଖ୍ୟମନ୍ତ୍ରୀ ଚୌହାନ୍ କହିଛନ୍ତି, ଅଗଷ୍ଟ ମାସରେ ରାଜ୍ୟରେ ମରୁଡ଼ି ପରସ୍ଥିତି ଦେଖା ଦେଇଛି। ଫଲସ ପ୍ରତି ବିପଦ ଦେଖା ଦେଇଛି। ଭଲ ବର୍ଷା କରାଇ ଫସଲ ରକ୍ଷା କରିବା ଲାଗି ମୁଁ ମହାକାଳଙ୍କୁ ପ୍ରାର୍ଥନା କରିଛି। […]
ନବୀନ ଦାଶ(ବରଗଡ): ବରଗଡ ଜିଲ୍ଲା ଝିଲିମିଣ୍ଡା ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ଭୋଇ ସଭାପତିତ୍ବ କରିଥିଲେ। ସଭାରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଧର୍ମରାଜ ପ୍ରଧାନ ସଂଯୋଜନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବରଗଡର ବରିଷ୍ଠ ଓକିଲ ଅଚ୍ୟୁତାନନ୍ଦ ମହାପାତ୍ର ଯୋଗଦେଇ ଥିବା ବେଳେ ମୁଖ୍ୟ […]
ସଂଜୟ ଶତପଥୀ(କଟକ):୧।୯-ଦୀର୍ଘଦିନ ଧରି କଟକ ପୂର୍ବାଚଂଳ ବାସିନ୍ଦା ପୁରୀକୁ ଯିବା ନିମନ୍ତେ ଏସି ମୋ ବସ୍ ଚଳାଚଳ ପାଇଁ କରି ଆସୁଥିବା ଦାବି ଆଜି ବାସ୍ତବତାର ରୂପନେଇଛି । ଏହିଅବସରରେ ଆଜି (ଶୁକ୍ରବାର) ସକାଳ ୮ ଘଟିକା ୩୦ ମନିଟ୍ ସମୟରେ ମହାନଦୀବିହାର ମୋ ବସ ଷ୍ଟାଣ୍ଡରେ ପୁର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ଵାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ପତକା ଦେଖାଇ ଏହି ସେବାର ଶୁଭାରମ୍ଭ କରିଥିଲେ । […]


