ବାସ୍ତବ ବ୍ୟୁରୋ: ଚନ୍ଦ୍ରଯାନ -୩ ର ସଫଳତା ଅବସରରେ ବେଙ୍ଗଳୁରୁର ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି କି ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ। ତା ସହିତ ଯେଉଁଠି ଚନ୍ଦ୍ରଯାନ ୩ ଅବତରଣ କରିଛି, ଚନ୍ଦ୍ରର ସେହି ସ୍ଥାନକୁ ଶିବଶକ୍ତି ଏବଂ ଯେଉଁଠି ଚନ୍ଦ୍ରୟାନ ୨ ଅବତରଣ କରିଥିଲା, ତାର ନାଁ ତ୍ରିରଙ୍ଗା ରଖିଛନ୍ତି ମୋଦି। ଗତ ୨୩ରେ ଚନ୍ଦ୍ରଯାନ […]
ବାସ୍ତବ ବ୍ୟୁରୋ: ଇଣ୍ଡିଆ ସ୍ମାର୍ଟସିଟି ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଶୁକ୍ରବାର ଘୋଷଣା କରାଯାଇଥିବା ଏହି ପୁରସ୍କାରରେ ଇନ୍ଦୋର ପୁଣିଥରେ ଦେଶର ଶ୍ରେଷ୍ଠ ସ୍ମାର୍ଟ ସିଟି ହେବାର ଗୌରବ ଅର୍ଜନ କରିଛି । ସେହିପରି ଏଥର ଏହି ଲିଷ୍ଟରେ ସୁରତ ଦ୍ୱିତୀୟ ସ୍ଥାନରେ ଥିବାବେଳେ, ଆଗ୍ରା ତୃତୀୟ ସ୍ଥାନରେ ରହିଛି । ଅନ୍ୟପଟେ ସ୍ମାର୍ଟ ସିଟି ମିଶନ୍ ଲାଗୁ କରିବାରେ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ହେଇଛି ମଧ୍ୟପ୍ରଦେଶ […]
ବାସ୍ତବ ବ୍ୟୁରୋ: ସୁନାମ ଧନ୍ୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏବେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଓଡିଆ ସିନେ ଇଣ୍ଡଷ୍ଟ୍ରିର କଳାକାର ଏବଂ ଅନ୍ୟ ବ୍ୟକ୍ତିବିଶେଷ ଭେଟିଛନ୍ତି। ଏହାସହ ପ୍ରଣବଙ୍କ ଆସୁ କାମନା କରିଛନ୍ତି ସାରା ଓଡ଼ିଶାବାସୀ ଏବଂ ତାଙ୍କୁ ଭଲ ପାଉଥିବା କୋଟି କୋଟି ସଙ୍ଗୀତପ୍ରେମୀ । କିଛି ଦିନ ତଳେ ପ୍ରଣବଙ୍କୁ ଡେଙ୍ଗୁ ହୋଇଥିଲା। ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। […]
ବାସ୍ତବ ବ୍ୟୁରୋ: ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ । ୨୦୧୯ ରେ […]
ବାସ୍ତବ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ବନକ ଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ। ଯାହା ହେଲା କଳା, ଧଳା, ନାଲି ଓ ହଳଦିଆ। […]
ସଂଜୟ ଶତପଥୀ(କଟକ):କଟକର ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନ ରେ ଆରମ୍ଭ ହୋଇଛି ବିଶିଷ୍ଟ ଆଧ୍ୟାତ୍ମିକ ଅନୁଷ୍ଠାନ ତୁଳସୀ ସାହିତ୍ୟ ସଂସଦ ପକ୍ଷରୁ ଷଟତ୍ରୀଂଶ୍ ତମ ସପ୍ତଦୀବସୀୟ ଶ୍ରୀ ରାମଚରିତ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମର ମୂଖ୍ୟ ଶ୍ରୀ ମାନସ ଦାସ (ରାମାୟଣୀ) ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସପ୍ତଦୀବସ ରେ ଓଡ଼ିଶା ର ବହୁ ବିଶିଷ୍ଟ ତଥା ଆଧ୍ୟାତ୍ମିକ ପ୍ରବକ୍ତା ଯୋଗଦେଇ ପ୍ରଭୁ ଶ୍ରୀ ରାମ […]
ବାସ୍ତବ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଆଜି (ସୋମବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର […]
ବାସ୍ତବ ବ୍ୟୁରୋ: ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାକୁ ଯାଇଥିବା ରୁଷର ଚନ୍ଦ୍ର ମିଶନ୍ ଲୁନା-୨୫ ଯାନ୍ତ୍ରିକ ତ୍ରୁଟି ଫଳରେ ଚନ୍ଦ୍ରପୃଷ୍ଠରେ ଖସିପଡ଼ିଛି । ରୁଷର ମହାକାଶ ସଂସ୍ଥା ରସକସମସ୍ ଏନେଇ ସ୍ପଷ୍ଟ କରିଛି । ରୁଷ୍ ଅଗଷ୍ଟ ୧୧ ରେ ଲୁନା-୨୫ ଲଞ୍ଚ କରିଥିଲା ଓ ତାହା ଅଗଷ୍ଟ ୨୧ରେ ଚନ୍ଦ୍ରପୃଷ୍ଠରେ ଓହ୍ଲାଇବାର ଥିଲା । ରୁଷିଆର ଲୁନା-୨୫ ମହାକାଶଯାନ ଚନ୍ଦ୍ରରେ ଦୁର୍ଘଟଣାଗ୍ରସ୍ତ ହୋଇଛି ବୋଲି ରୁଷର ସରକାରୀ ନିୟନ୍ତ୍ରିତ ସମ୍ବାଦ ସରବରାହ […]
ନୂଆଦିଲ୍ଲୀ: ୨୦.୦୮ ରାଷ୍ଟ୍ରୀୟ ପ୍ରବାସୀ ଓଡ଼ିଆ ପରିବାର (ଆର.ପି.ଓ.ପି.) ପକ୍ଷରୁ ନିକଟରେ ମହାସମାରୋହରେ ସ୍ବାଧିନତାର ଅମୃତ ମହୋତ୍ସବ ଆୟୋଜନ କରାଯାଇଛି। ଏହି ଉପଲକ୍ଷେ ଉତ୍ସବସ୍ଥଳ ତ୍ୟାଗରାଜ ନଗର ଜଗନ୍ନାଥ ମନ୍ଦିରସ୍ଥିତ ସୁଭଦ୍ରା ମଣ୍ଡପକୁ ବେଶ ସୁନ୍ଦର ଭାବେ ସଜ୍ଜା ଯାଇଥିବା ଦେଖା ଦେଇଥିଲା। ନୂଆଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ରରେ ବସବାସ କରୁଥିବା ପରିବାରର ଶତାଧିକ ସଦସ୍ୟ, କର୍ମକର୍ତ୍ତା ଓ ଶୁଭାକାଂକ୍ଷୀମାନେ ସେମାନଙ୍କର ପରିବାରବର୍ଗଙ୍କ ସହିତ ଏହି ଅବସରରେ ମନ୍ଦିର […]
ବାସ୍ତବ ବ୍ୟୁରୋ: ଆଜି ସକାଳ ପ୍ରାୟ ୭ଟା ୩୦ ବେଳେ ମୁମ୍ବାଇ- ବେଙ୍ଗାଲୁରୁ ଉଦୟନ ଏକ୍ସପ୍ରେସଟି ବେଙ୍ଗାଲୁରୁର କାନ୍ତିବୀର ସଙ୍ଗୋଲି ଷ୍ଟେସନରେ ପହଞ୍ଚିବା ପରେ ଦୁଇଟି ବଗିରେ ହଠାତ୍ ନିଆଁ ଲାଗି ଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ । ଟ୍ରେନରେ ନିଆଁ ଲାଗିବା ବେଳେ ସେଥିରେ କୌଣସି ଯାତ୍ରୀ ନଥିଲେ । ସମସ୍ତ ଯାତ୍ରୀ ଓହ୍ଲାଇବାର ପ୍ରାୟ […]


