ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସ କୁ ଝଟକା ।ଉତ୍ତରପ୍ରଦେଶରେ ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସ କୁ ବାଏ ବାଏ କଲେ,କଂଗ୍ରେସର ବରିଷ୍ଠ ନେତା ତଥା ତିନିଥର ବିଧାୟକ ଅଜୟ କପୁର ।ସେ ଆଜି ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଅଜୟ କପୁର ବିଜେପିରେ ଯୋଗ ଦେବାପରେ କହିଛନ୍ତି କି, ଆଜି ପୁନର୍ବାର ଜନ୍ମ ପାଇଲି ।ମୁଁ ଦେଶର ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରିବାରରେ ଯୋଗ ଦେଇ ଅତ୍ଯନ […]
ସଂଜୟ ଶତପଥୀ(କଟକ): କଟକ ଲୋକସଭା କ୍ଷେତ୍ରରେ ବିକଶିତ ଭାରତ ପ୍ରଚାର ଗାଡ଼ି ।ଯଶ୍ଵସୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନହିତକର, ଲୋକାଭିମୁଖୀ ଓ ଜନକଲ୍ୟଣକାରୀ କାର୍ଯ୍ୟ ବିଷୟରେ ପ୍ରତି ଘରେ ଘରେ ପହଞ୍ଚାଇବା ପାଇଁ ବିକଶିତ ଭାରତ ପ୍ରଚାର ଗାଡ଼ି ଚୌଦ୍ଵାର କଟକ ବିଧାନସଭା ର ବରିଷ୍ଠ ବିଜେପି ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରଯୁକ୍ତ ନୟନ କିଶୋର ମହାନ୍ତି କଲେଜ ଛକ ସ୍ଥିତ ସୁବାଷ ବୋଷ ଙ୍କ […]
ଆଦିତ୍ଯ ବେହେରା(ଭୁବନେଶ୍ବର): ପଦ୍ମଶ୍ରୀ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି। ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ […]
ଆଦିତ୍ଯ ବେହେରା(ଭୁବନେଶ୍ବର): ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ, ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ବଢାଇ ଦେଇଛନ୍ତି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ […]
ସଂଜୟ ଶତପଥୀ(କଟକ): ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ କଟକ ଜିଲ୍ଲା ର ଅଗ୍ରଣୀ ଅନୁଷ୍ଠାନ ପୂଣ୍ୟତୋୟା ଭାରତବର୍ଷ ପକ୍ଷରୁ ବିଶ୍ବ ମହିଳା ଦିବସ ମହାସମାରୋହରେ ୪୨ ମୈାଜାସ୍ଥିତ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ର ସଭାନେତ୍ରୀ ସୁଶ୍ରୀ ସ୍ବୟଂଶ୍ରୀ ରାୟଙ୍କ ପୈାରହିତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବିଶିଷ୍ଟ ସମାଜସେବୀ ଶ୍ରୀ ସନ୍ତୋଷ ଦେବତା ଓ ବନ୍ତେଶ୍ବର ସେବା ସମିତିର ସମ୍ପାଦକ ଶ୍ରୀ ଅମିତାଭ ବିଶ୍ବାଳ ପ୍ରାରମ୍ଭରେ […]
ନୂଆଦିଲ୍ଲୀ:ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟତ ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ ମିଳିଛି। ଖବର ଅନୁଯାୟୀ, ଦେଶରେ ସାଧାରଣ ନିର୍ବାଚନ ହେବାକୁଥିବାବେଳେ ଓଡ଼ିଶାରେ ମେଣ୍ଟ ରାଜନୀତି ଜୋର ଧରିଛି। ଗତ ୬ତାରିଖ ଦିନ ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ଦିଲ୍ଲୀ ଯାଇଥିବାବେଳେ ଦିଲ୍ଲୀରୁ ବଡ଼ ନେତା ଓଡିଶା […]
ଆଦିତ୍ଯ ବେହେରା(ଭୁବନେଶ୍ୱର): ୦୨/୦୩/୨୦୨୪-ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ମହାଶିବ ରାତ୍ରିର ପର୍ବ ଅବସରରେ ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଏକ ସମନ୍ୱୟ କମିଟି ବୈଠକ ସର୍କିଟ ହାଉସ୍ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ଏବଂ ପ୍ରଶାସନିକ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଏ ବର୍ଷର ମହାପ୍ରଭୁଙ୍କ ଜାଗର ଯାତ୍ରାକୁ ମହାଆଡ଼ମ୍ବରରେ ଶାନ୍ତିଶୃଙ୍ଖଳାର ସହ […]
ବାସ୍ତବ ବ୍ୟୁରୋ: ଆଜି ଚଣ୍ଡିଖୋଲରେ ପ୍ରାୟ ୨୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ, ରାଜ୍ୟପାଳଙ୍କ ଉପସ୍ଥିତିରେ ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ଚଣ୍ଡିଖୋଲରେ […]
ବାସ୍ତବ ବ୍ୟୁରୋ: ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଣ୍ଡିଖୋଲରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ସେହି ସମୟ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଜି କଟକ-ଭୁବନେଶ୍ୱର ପୁଲିସ୍ କମିଶନର ସଞ୍ଜୀବ ପଣ୍ଡା ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ପୁଲିସ୍ କମିଶନରଙ୍କ କହିବା ଅନୁସାରେ ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ୍ […]


