ବାସ୍ତବ ବ୍ୟୁରୋ : ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ସମ୍ବଲପୁର ଗସ୍ତରେ ଆସୁଛନ୍ତି । ରେମେଡ ପଡିଆରେ ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେଇ ଜନ ସାଧାରଣଙ୍କୁ ଉଦବୋଧନ ଦେବେ ମୋଦି। ସମ୍ବଲପୁର IIMର ଲୋକାର୍ପଣ ସହ ଅନ୍ୟ କେତେକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ବିଜେପି ନେତା ଓ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଲୋକସେବା […]
ବାସ୍ତବ ବ୍ୟୁରୋ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦୫୩୬କୋଟି ଟଙ୍କାର ରେଳବାଇ ଆବଣ୍ଟନ ହୋଇଛି। ଆଜି କେନ୍ଦ୍ର ସରକାରଙ୍କ ଅନ୍ତରୀଣ ବଜେଟ ଉପସ୍ଥାପିତ ହେବାପରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ଆଜି ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଛନ୍ତି ଯେ,ରେଳବାଇ କ୍ଷେତ୍ରରେ ଓଡ଼ିଶାକୁ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୧୦୫୩୬କୋଟି ଟଙ୍କା ବରାଦ ହୋଇଛି […]
ନିରଞ୍ଜନ ମିଶ୍ର(କାନପୁର):୩୦/୧ ଆଜି କାନପୁର ଆଞ୍ଚଳିକ ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଲୋଚନାଚକ୍ରରେ ଅଧ୍ୟକ୍ଷ ରଜନୀକାନ୍ତ ସାହୁ ସଭାପତିତ୍ବ କରି ସଭାକାର୍ଯ୍ୟ ପରିଚାଳନା କରିଥିଲେ, ଏବଂ ଅଧ୍ୟାପକ ସୁଜିତ କୁମାର ବେହେରା ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ ।ସଭାରେ ମୁଖ୍ୟ ଅତିଥି ଭାବେ ତାଳଚେର ସ୍ଵୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟାପକ ସତ୍ୟବ୍ରତ ପଣ୍ଡା, ମୁଖ୍ୟବକ୍ତା ଭାବେ ବାଙ୍କୀ […]
ସନ୍ତୋଷ ପାତ୍ର(ନର୍ଲା): ନର୍ଲା ବ୍ଲକ ସର୍ଗିଗୁଡା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଅବହେଳିତ ସମସ୍ୟା ବହୁଳ ବୁଦେଳପଦର୍ ଗ୍ରାମକୁ ଆଜି ଅପରାହ୍ନ ୪ ଘଣ୍ଟା ସମୟରେ ସମାଜସେବୀ ଚିତ୍ତରଞ୍ଜନ ମଣ୍ଡଳ ତଥା ରାଜ୍ୟ ବିଜେଡି ସମ୍ପାଦକ ଓ ନର୍ଲା ନିର୍ବାଚନ ମଣ୍ଡଳୀ ସଭାପତି ଅଚାନକ ଗ୍ରସ୍ତ ରେ ଆସି ବୁଦେଲପଦର୍ ଗ୍ରାମରେ ପହଞ୍ଚିଥିଲେ । ଗ୍ରାମର ସମସ୍ତ ଆବାଳ ବୃଦ୍ଧ ବନିତା ଙ୍କ ଗହଣରେ କିଛି ସମୟ ଭାବର ଆଦାନ ପ୍ରଦାନ […]
ବାସ୍ତବ ବ୍ୟୁରୋ: ଆସନ୍ତା ଫେବୃଆରୀ ୨୭ରେ ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ହେବ ରାଜ୍ୟସଭା ନିର୍ବାଚନ। ଏଥିନିମନ୍ତେ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ। ଏହି ୩ ସାଂସଦ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବ। ଏହି ନିର୍ବାଚନ ପାଇଁ ନିର୍ବାଚନ ପାଇଁ ଫେବୃଆରୀ ୮ରେ […]
ବଲାଙ୍ଗୀର(ବିମଲ ଯୋଶୀ):ବଲାଙ୍ଗୀର କଂଗ୍ରେସ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଆଗାମୀ ନିର୍ବାଚନ ଲଢିବେନାହିଁ। ତେବେ ରାଜନୀତି ଛାଡିବେ ନାହିଁ ବୋଲି ସ୍ପଷ୍ଟ କରିଦେଇଛନ୍ତି ନରସିଂହ । ସେ ବଲାଙ୍ଗୀରରେ ଡାକିଥିବା ଜନତା ଦରବାରରେ ଏହି ଘୋଷଣା କରିଛନ୍ତି । ଆଗାମୀ ୫ ତାରିଖରେ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି । ଏହି ଅଧିବେଶନରେ କେଉଁ ପ୍ରସଙ୍ଗ ଉଠାଯିବ,ସେ ନେଇ ଲୋକଙ୍କ ସହ ଆଲୋଚନା କରିବାକୁ ବଲାଙ୍ଗୀରର […]
ବାସ୍ତବ ବ୍ୟୁରୋ : ୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ନୀତୀଶଙ୍କ ଏହି ଶପଥ ଗ୍ରହଣ ସମାରୋହରେ ବିଜେପି ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ […]
ବାସ୍ତବ ବ୍ୟୁରୋ: ଲୋକସଭା ନିର୍ବାଚନ ପୂର୍ବରୁ ୨୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଦାୟିତ୍ୱ ବରିଷ୍ଠ ନେତାଙ୍କୁ ଦେଇଛି ପଦ୍ମଦଳ । ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଉତ୍ତର ପ୍ରଦେଶ ଦାୟିତ୍ୱ। ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ […]
ବାସ୍ତବ ବ୍ୟୁରୋ: ଜାନୁଆରି ୨୭ ଅର୍ଥାତ ଆସନ୍ତାକାଲି ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବ। ମା’ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ। ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର। ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି। ଏହା କୋଟି […]
ସଂଜୟ ଶତପଥୀ(କଟକ): ଭାରତୀୟ ଜନତା ଯୁବା ମୋର୍ଚ୍ଚା ତରଫରୁ ସାରା ଭାରତରେ ଆୟୋଜିତ ହେଉଥିବା ନବ ମତଦାତା ସମ୍ମିଳନୀ ରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲାଇଭ ଉଦବୋଧନ ଦେଇଥିଲେ . ଓଡିଶାରେ ୪୦୦ ଟି ସ୍ଥାନରେ ଏବଂ କଟକରେ ବାଇମୁଣ୍ଡି ଓ ବାରବାଟି ମଣ୍ଡଳ ତରଫରୁ ଏହି ଭବ୍ୟ କାର୍ଯ୍ୟକ୍ରମ କଟକ ନଗର ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ହରିଚନ୍ଦନ ନାୟକଙ୍କ ନେତୃତ୍ୱରେ ବିଡାନାସୀ,ଶ୍ରୀରାମ ମଣ୍ଡପରେ ଏବଂ ଗୋପାଳଜୀଉ […]


