ବାସ୍ତବ ବ୍ୟୁରୋ: ଘୋଷଣା  ହେଲା ମାଟ୍ରିକ୍ ପରୀକ୍ଷାର ତାରିଖ। ଏହା ୨୦୨୪ ଫେବ୍ରୁଆରି ୨୦ରୁ ଆରମ୍ଭ ହେବ। ମାର୍ଚ୍ଚ ୪ ତାରିଖ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା କରିଛନ୍ତି। ଆସନ୍ତା ଅକ୍ଟୋବର ମାସରେ ଫର୍ମପୂରଣ ହେବ। ସେହିପରି ମାର୍ଚ୍ଚ ୧୨ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ ହେବ। ତେବେ […]

ବାସ୍ତବ ବ୍ୟୁରୋ: ମଣିପୁର ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର ବିରୋଧରେ ବିରୋଧୀଦଳମାନେ ଆଗତ କରିଥିବା ଅନାସ୍ଥା ପ୍ରସ୍ତାବକୁ ଗ୍ରହଣ କରାଯାଇଥିବା କଥା ଆଜି ଲୋକସଭାର ବାଚସ୍ପତି କହିଛନ୍ତି। ଏହା ସହ ସବୁ ରାଜନୈତିକ ଦଳ ସହିତ ଆଲୋଚନା କରିବା ପରେ ନିୟମ ଅନୁସାରେ, ଆଲୋଚନା ପାଇଁ ନିର୍ଦ୍ଧାରଣ କରାଯାଇଥିବା ସମୟ ବିଷୟରେ ଅବଗତ କରାଇବାକୁ କହିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ସୂଚନାନୁଯାୟୀ, ଆଜି କଂଗ୍ରେସ ଓ ଭାରତ […]

ବାସ୍ତବ ବ୍ୟୁରୋ: ଆଜିଠୁ ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ପୁରୀ ବାସିନ୍ଦା ପରିଚୟପତ୍ର ଦେଖାଇ ଏହି ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି। ଏନେଇ ସେମାନେ ଖୁସିବ୍ୟକ୍ତ ମଧ୍ୟ କରିଛନ୍ତି।  ସୂଚନା ଥାଉ କି, କୋଭିଡ ସମୟରେ କେବଳ ସିଂହଦ୍ୱାର ଦେଇ ସମସ୍ତ ଭକ୍ତଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ଥିଲା। ଏବେ ସିଂହଦ୍ୱାର ଏବଂ ପଶ୍ଚିମ ଦ୍ୱାର ଭକ୍ତଙ୍କ ପାଇଁ ଖୋଲାରହିବ। ସିଂହଦ୍ୱାର ଦେଇ ଭକ୍ତଙ୍କ ପ୍ରବେଶ ବେଳେ ପ୍ରବଳ […]

ବାସ୍ତବ ବ୍ୟୁରୋ: ଆସନ୍ତାକାଲି ତିନିଦିନିଆ ଓଡ଼ିଶା ଗ୍ରସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ। ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ପରେ ସେଠାରୁ ରାଜଭବନ ଯିବେ। ଉକ୍ତଦିନ ରାଜଭବନଠାରେ ରାଜ୍ୟର ଆଦିମ ଜନଜାତି ସମୁଦାୟର ପ୍ରତିନିଧିମାନଙ୍କୁ ଭେଟିବେ ଓ ସେଠାରେ ରାତ୍ର ଯାପନ କରିବେ। ତା’ପର ଦିନ ଅଥବା ୨୬ତାରିଖରେ କଟକ ଚଣ୍ଡିମନ୍ଦିର ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ […]

ସଂଜୟ ଶତପଥୀ(କଟକ): କଟକ ଡିଷ୍ଟ୍ରିକ୍ଟ୍ ଟାଟା ମାଜିକ୍ ଅଟୋ ଆସୋସିଏସନ୍ (ସ୍କୁଲ ଗାଡ଼ି ସଂଘ) ର ୮ମ ବାର୍ଷିକୋତ୍ସବ ସ୍ଥାନୀୟ ବିଡାନାସୀ ମଣ୍ଟେଶ୍ବରୀ ଗଡା, ସେକ୍ଟର -୧୦,ସି.ଡି.ଏ, କଟକ ଠାରେ ସଂଘ ର ସାଧାରଣ ସମ୍ପାଦକ ଶ୍ରୀ ତୋଫାନ କୁମାର ବିଶ୍ଵାଳଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ବାରବାଟୀ -କଟକର ମାନନୀୟ ବିଧାୟକ ଇଂ ମହମ୍ମଦ ମୋକିମ୍, ସମ୍ମାନୀୟ ଅତିଥି ଭାବେ କଟକ […]

ଆଦିତ୍ଯ ବେହେରା(ଭୁବନେଶ୍ବର):ଆଜି ସଂନ୍ଧ୍ଯାରେ ରାଜଶ୍ରୀ ପରିବାରର ବରିଷ୍ଠ ସଦସ୍ୟ,ବିଶିଷ୍ଟ ଅନୁବାଦକ ତଥା ସୁନାମଧନ୍ୟ ଗାଳ୍ପିକ ଅଭିରାମ ମଣ୍ଡଳଙ୍କର ଗଳ୍ପ ସଂକଳନ “ପରାହତ ନାୟକ ” ଭୁବନେଶ୍ୱର ପୁରୁଣା ବସଷ୍ଟାଣ୍ଡ ସ୍ଥିତ ନାରାୟଣୀ ବୁକ୍ ଷ୍ଟଲ୍ ପରିସରରେ ଉନ୍ମୋଚିତ ହୋଇଯାଇଛି। ଏହି ଉନ୍ମୋଚନ ପର୍ବରେ ବିଶିଷ୍ଟ ସାହିତ୍ୟିକ ତଥ ଲବ୍ଧପ୍ରତିଷ୍ଠ କଥାକାର,କବି ଅଜୟ ସ୍ଵାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁସ୍ତକକୁ ଲୋକାର୍ପିତ କରିଥିଲେ। ରାମାଂଶୁ ପ୍ରକାଶନୀ ଦ୍ଵାରା ପ୍ରକାଶିତ ଏହି […]

ବାସ୍ତବ ବ୍ୟୁରୋ: ଲଗାଣ ବର୍ଷା ଯୋଗୁ ଗୁଜରାଟ ସ୍ଥିତି ବେହାଲ । ବର୍ଷା ଯୋଗୁ ଗୁଜରାଟରେ ବନ୍ୟା ସମସ୍ୟା ଦେଖା ଦେଇଛି । ବନ୍ୟା କେବଳ ଗ୍ରାମାଞ୍ଚଳକୁ ପ୍ରଭାବିତ କରିନି, ବରଂ ସହରାଞ୍ଚଳରେ ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ରାଜ୍ୟର ଅନ୍ୟତମ ବଡ଼ ସହର ଅହମଦାବାଦ ଏୟାରପୋର୍ଟରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି। ଏୟାରପୋର୍ଟର ଭିତର ଅଂଶ ଠାରୁ ଆରମ୍ଭ କରି ବାହାରେ ବର୍ଷା ପାଣି ସୁଅ ମାରୁଛି। ସହରର […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ସକ୍ରିୟ ମୌସୁମୀ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୩ ଦିନ ମଧ୍ୟ ରାଜ୍ୟରେ ମୌସୁମୀଜନିତ ବର୍ଷା ଜାରି ରହିବ। ମୌସୁମୀଜନିତ ନିମ୍ନ ଚାପରେଖା ଏବେ ଜୈସାଲମେରରୁ ବାହାରି ଦେସା, ରତ୍‌ଲମ୍‌, ବେତୁର, ଚନ୍ଦ୍ରପୁର, କୋଣ୍ଡାଗାଁଓ ହୋଇ ଗୋପାଳପୁରରୁ ଦକ୍ଷିଣପଶ୍ଚିମରୁ ଉତ୍ତର ଆଣ୍ଡାମାନ ସାଗର ଆଡ଼କୁ ଗତି କରୁଥିବାରୁ ଏହାର ପ୍ରଭାବରେ ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, […]

ବାସ୍ତବ ବ୍ୟୁରୋ: ପାଖେଇ ଆସୁଛି ସାଧାରଣ ନିର୍ବାଚନ । ଏହା ପୂର୍ବରୁ ରାଜ୍ୟରେ ସଂଶୋଧିତ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ନିମନ୍ତେ ଗତକାଲିଠାରୁ ଘରକୁ ଘରୁ ସର୍ଭେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏକମାସ ଧରି ଅର୍ଥାତ ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବ । ରାଜ୍ୟର ମୋଟ ୩୭୬୦୭ଜଣ ବୁଥସ୍ତରୀୟ ଅଧିକାରୀମାନେ ସମସ୍ତ ୩୦ଟି ଜିଲ୍ଲାର ୧୪୭ଟି ବିଧାନସଭା ମଣ୍ଡଳୀର ଘରକୁ ଘର ବୁଲି ଭୋଟରଙ୍କ ତଥ୍ୟ […]

Pin It on Pinterest