ବାସ୍ତବ ବ୍ୟୁରୋ: ଆଜି(ରବିବାର) ସକାଳ ୯ଟାରେ ହୀରାକୁଦରୁ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି । ୭ ନମ୍ବର ଗେଟ ଦେଇ ପ୍ରଥମ ବନ୍ୟାଜଳ ଛଡାଯାଇଛି। ସେକେଣ୍ଡ ପ୍ରତି ୭୫ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଥିବାବେଳେ ବର୍ତ୍ତମାନ ଗୋଟିଏ ଗେଟ ଖୋଲାଯାଇଛି । ପର୍ଯ୍ୟାୟ କ୍ରମେ ଆଉ ୪ଟି ଗେଟ ଖୋଲାଯିବ । ଉଲ୍ଲେଖ ଥାଉ କି ଶୁକ୍ରବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୫୮ଫୁଟ୍‌ରେ ପହଂଚିଥିବା ବେଳେ […]

ବାସ୍ତବ ବ୍ୟୁରୋ: ଏବେ CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢି ପାରିବା ପାଇଁ ଅପସନ ରହିବ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା। ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା […]

ବାସ୍ତବ ବ୍ୟୁରୋ: ଆଜି ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେତେଗୁଡ଼ିଏ ସରକାରୀ ବିଭାଗରେ ଚାକରି ପାଇଁ ମନୋନୀତ ହୋଇଥିବା ୭୦,୦୦୦ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଦେଶର ୪୪ଟି ସ୍ଥାନରେ ସରକାରୀ ଅଧିକାରୀ ଓ ନବ ମନୋନୀତ ପ୍ରାର୍ଥୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଆଜି ନିଯୁକ୍ତିପତ୍ର ପାଇଥିବା ପ୍ରାର୍ଥୀମାନେ ରାଜସ୍ବ ବିଭାଗ, ଅର୍ଥନୈତିକ ସେବା ବିଭାଗ, ଡାକ ବିଭାଗ, ସ୍କୁଲ୍‌ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା […]

ବାସ୍ତବ ବ୍ୟୁରୋ: ଆଜି ସକାଳ ସମୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବତ୍ତୀ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତତସଲଗ୍ନ ଓଡିଶା ଉପକୂଳରେ କେନ୍ଦ୍ରୀଭୂତ ଅଛି। ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର […]

ବାସ୍ତବ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ କମିଟି ଚିଠି ଲେଖୁ ବୋଲି ସେ କହିଛନ୍ତି । ରତ୍ନଭଣ୍ଡାର କେବେ ଖୋଲିବ ସରକାର ନିଷ୍ପତି ନେବେ ବୋଲି କହିଥିଲେ । ସେପଟେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇଥିଲା ଏବଂ ଖୋଲିବାକୁ ସେ ନିବେଦନ କରିଛନ୍ତି […]

ବାସ୍ତବ ବ୍ୟୁରୋ: ଆଜି ଭୋରରୁ ରାଜସ୍ଥାନ ଓ ମଣିପୁର ଠାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜସ୍ଥାନର ଜୟପୁରରେ ୩ ଥର ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ମଣିପୁରରେ ଥରେ ଏହା ଅନୁଭୂତ ହୋଇଥିବା ଜଣାଯାଇଛି। ଫଳରେ ଭୟଭୀତ ହୋଇ ଲୋକେ ଘର ଛାଡ଼ି ଖୋଲା ପଡ଼ିଆକୁ ପଳାଇଲେ। ଭୂମିକମ୍ପ ଯୋଗୁ ଉଭୟ ରାଜ୍ୟ ଧନଜୀବନ ହାନୀ ହୋଇଥିବା ନେଇ କୌଣସି ସୂଚନା ମିଳିନି । ଜାତୀୟ ଭୂମିକମ୍ପ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୩ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବନ୍ୟା ଜଳ ପରିଚାଳନା ପାଇଁ ଗେଟ ଖୋଲିବାକୁ ନିଷ୍ପତି ନେଇଛନ୍ତି ଡ୍ୟାମ କର୍ତୃପକ୍ଷ । ତେଣୁ ଏହା ପୂର୍ବରୁ ମହାନଦୀ ଉପକୂଳରେ ବସବାସ କରୁଥିବା ସର୍ବସାଧାରଣଙ୍କୁ ଆଗୁଆ ସତର୍କ କରାଯାଇଛି […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ଏନେଇ ଟ୍ୱିଟ୍ କରି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା […]

ବାସ୍ତବ ବ୍ୟୁରୋ: ଆସନ୍ତା ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଏସିଆ କପ୍ ଟୁର୍ଣ୍ଣାମେଣ୍ଟ । ଏଥିସହିତ ସେପ୍ଟେମ୍ବର ୨ ତାରିଖରେ ଦୁୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ-ପାକିସ୍ତାନ କ୍ରିକେଟ୍ ପଡିଆରେ ମୁହାଁମୁହିଁ ହେବେ ବୋଲି ଜୟ ଶାହା ଘୋଷଣା କରିଛନ୍ତି । ଏସିଆନ୍ କ୍ରିକେଟ୍ କାଉନସିଲ୍ ତରଫରୁ ଏସିଆ କପ୍ ଖେଳସୂଚୀ ଜାରି କରାଯାଇଛି । ଆସନ୍ତା ଅଗଷ୍ଟ ୩୦ ତାରିଖରୁ ଏହା ଆରମ୍ଭ ହେଇ […]

ବାସ୍ତବ ବ୍ୟୁରୋ: ଟମାଟୋ ଦର ପୁଣି କମ୍ କଲେ କେନ୍ଦ୍ର ସରକାର । ସରକାରଙ୍କ ତରଫରୁ ସାଧାରଣ ଲୋକଙ୍କୁ ଯୋଗେଇ ଦିଆଯାଉଥିବା ସବସିଡି ଟମାଟୋ ଏଣିକି କିଲୋ ପିଛା ୮୦ ଟଙ୍କା ନୁହେଁ ବରଂ ୭୦ ଟଙ୍କାରେ ବିକ୍ରି ହେବ ବୋଲି ସରକାର ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଜୁଲାଇ ୨୦ ତାରିଖରୁ ଏହା ସାଧାରଣ ଲୋକଙ୍କ ପାଇଁ ଉପଲବ୍ଧ ହେବ । କେନ୍ଦ୍ର ସରକାର ଗତ ସପ୍ତାହର […]

Pin It on Pinterest