ବରଗଡ଼୦୨/୦୮(ନବୀନ କୁମାର ଦାଶ):ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସାଇ ମନ୍ଦିର ପରିସରରେ ଓଡ଼ିଶା ସ୍କୁଲ୍ କଲେଜ୍ ଶିକ୍ଷକ କର୍ମଚାରୀ ସନନ୍ଵୟ ସମିତି,ବରଗଡ଼ ପକ୍ଷରୁ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସମ୍ମେଳନ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲା ଓଷ୍ଠା ଉପ ସଭାପତି ରୁଦ୍ରଦେବ ପ୍ରଧାନ ଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟ କାରୀ ସଭାପତି,ଓଷ୍ଟା ନୀଳମଣି ପୁରୋହିତ,ରାଜ୍ୟ ସହ ସମ୍ପାଦକ, ଆଶୁତୋଷ ପ୍ରସାଦ ରଥ,ଜିଲ୍ଲା ସମ୍ପାଦକ ସଞ୍ଜୟ […]

ବରଗଡ଼(ନବୀନ କୁମାର ଦାଶ):ନିଆରା ରାକ୍ଷୀର ସମ୍ଭାର, ଏକ ପଦକ୍ଷେପ ଯାହାର ଉଦ୍ଦେଶ୍ୟ ଗ୍ରାମାଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ କିପରି ଭାବରେ ପ୍ରୋତ୍ସାହନ ଦେଇ ସେମାନଙ୍କ ହାତତିଅରି ରାକ୍ଷୀ ର ଉଚିତ ମୂଲ୍ୟ ପ୍ରାପ୍ତି ନିମନ୍ତେ ସୁଯୋଗ ଯୋଗାଇଦେବା। ଚଳିତ ବର୍ଷ ନିଆରା ରାକ୍ଷୀର ସମ୍ଭାର ସେଲ୍ଫି ପଏଣ୍ଟ,ଏସ ପି ଅଫିସ ପାଖ ବରଗଡ଼ରେ ତା:୦୨ ଅଗଷ୍ଟ ୨୦୨୫ ରୁ ଆରମ୍ଭ ହୋଇ ତା:୦୯ ଅଗଷ୍ଟ ୨୦୨୫ ରିଖ […]

କେନ୍ଦ୍ରାପଡ଼ା(ଜୟନ୍ତ ଶତପଥୀ): କେନ୍ଦ୍ରାପଡ଼ା, ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଲାଇଭ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ପି.ଏମ କିଶାନ ସମ୍ମାନ ନିଧି ଅନ୍ତର୍ଗତ ଚାଷୀ ମାନଙ୍କୁ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମକୁ ମାନ୍ୟବର ସାଂସଦ କେନ୍ଦ୍ରାପଡ଼ା ବୈଜୟନ୍ତ ପଣ୍ଡା,ମହାକାଳପଡା ବିଧାୟକ ଦୁର୍ଗାପ୍ରସନ୍ନ ନାୟକ, ଜିଲ୍ଲା ପରିଷଦ ସଭାପତି ଲିଳିତା ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ସୁରେଶ ଚନ୍ଦ୍ର ମଲ୍ଲିକ ସମେତ ବିଭିନ୍ନ ବିଭାଗୀୟ […]

କଟକ(ସଂଜୟ ଶତପଥୀ): ବିଶ୍ୱ ସତ୍ୟ-ସନାତନ-ଧର୍ମ ପ୍ରଚାରିଣୀ ମହାସଙ୍ଘ କଳକୀ ସେନା ପକ୍ଷରୁ ଆୟୋଜିତ ଦଶାବତାର କଥାମୃତ ଗତକାଲି ଐତିହାସିକ ଟାଉନହଲ ସଭାଗୃହରେ ଉଦଯାପିତ ହୋଇଯାଇଛି । ଅଭ୍ୟର୍ଥନା କମିଟିର ଅଧ୍ୟକ୍ଷ ତଥା ବରିଷ୍ଠ ରାଜନେତା ନୟନ କିଶୋର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଧ୍ୟାତ୍ମିକ ସଭାରେ ବିଜେପି ରାଜ୍ୟ ଉପ-ସଭାପତି ସୁନାମଧନ୍ୟ ଚିକିତ୍ସକ ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ସତସଙ୍ଗକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରି ସଦଗୁରୁଙ୍କ […]

କେନ୍ଦ୍ରାପଡ଼ା(ରାଜେଶ ମହାନ୍ତି)୦୨/୦୭:ଏଣିକି ଆଉ କାଗଜ ଫାଇଲ ଦେଖିବାକୁ ମିଳିବ ନାହିଁ ଡିଜିଟାଲ ମୋଡରେ କାର୍ଯ୍ୟ କରିବ ଜିଲ୍ଲାର ସମସ୍ତ କାର୍ଯ୍ୟାଳୟ।ବ୍ଲକ ଠାରୁ ଜିଲ୍ଲା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏହି ଡିଜିଟାଲ ବ୍ୟବସ୍ଥା ଲାଗୁ ହୋଇଛି।ଏହାକୁ ଓସ୍ଵାସ( ଓଡିଶା ଷ୍ଟେଟ ୱାର୍କ ଫ୍ଲୋ ଅଟୋମେସନ ସିଷ୍ଟମ) କୁହାଯାଏ। ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ରଘୁରାମ ଆର ଆୟାରଙ୍କ ଅଧ୍ୟକ୍ଷତା ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ସମସ୍ତ ଜିଲ୍ଲା […]

ବରଗଡ଼୦୧/୦୮(ନବୀନ କୁମାର ଦାଶ):ଗ୍ରୀଷ୍ମ ପ୍ରବାହ ଯାଇ ବର୍ତ୍ତମାନ ବର୍ଷା ମାସ ଆସିଲା ସତ କିନ୍ତୁ ରକ୍ତ ଭଣ୍ଡାର ମାନଙ୍କ ରେ ରକ୍ତ ର ଘୋର ଅଭାବ ରହିଛି।ଏହି ରକ୍ତା ଭାବ କୁ କିଛି କାଂଶ ରେ ଦୂର କରିବା ପାଇଁ ନିଷ୍ଠା ପରିବାର ତରଫ ରୁ ଗୁରୁ ଶ୍ରୀ ସତ୍ୟ ନାରାୟଣ ବହିଦାର ଙ୍କର ଜନ୍ମ ଦିନ ସ୍ମୃତି ତଥା ସମ୍ବଲପୁରୀ ଦିନ ଅବସର ରେ ବରଗଡ଼ ରକ୍ତ ଭଣ୍ଡାର […]

ବରଗଡ଼ ୦୧/୦୮(ନବୀନ କୁମାର ଦାଶ): ବରଗଡ ଜିଲ୍ଲା ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ପରିସରରେ ସତ୍ୟ ପଣ୍ଡା ଙ୍କ ଆବାହକତ୍ବରେ ଓ ଲଳିତ ବିଶୀ ଙ୍କ ସଂଯୋଜନାରେ ବରଗଡ଼ ର ସର୍ବ ପୁରାତନ ବିଦ୍ୟାଳୟ ଜର୍ଜ ହାଇସ୍କୁଲ ର ୧୯୭୫ ମେଟ୍ରିକ୍ ବ୍ୟାଚ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇ ଅଛି। ଆସନ୍ତା ଅଗଷ୍ଟ ୩୧ ତାରିଖ ରବିବାର ଦିନ ନୂଆଁଖାଇ ଭେଟ ଘାଟ ପାଇଁ ସମସ୍ତଙ୍କ ପ୍ରସ୍ତାବ […]

ବରଗଡ଼/ପଦ୍ମପୁର୦୧/୦୮(ନବୀନ କୁମାର ଦାଶ):ବରଗଡ ଜିଲା ପାଇକମାଳ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ସମ୍ପୁର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହ ବି.ଡ଼ି.ଓ. ପ୍ରଫୁଲ୍ଲ କୁମାର ଓଦୁ ଙ୍କ ଅଧ୍ୟକ୍ଷତା ରେ ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି। ସମାରୋହରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ସ୍ନେହା ଅରୁଗୁଲା ଯୋଗଦାନ କରି ପାଇକମାଳ ବ୍ଲକର ରାଜ୍ୟ ସ୍ତରରେ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଚ ପଦକ ହାସଲ କରିଥିବାରୁ ଭୂୟସୀ ପ୍ରଶଂସା […]

ବରଗଡ଼୦୧/୦୮(ନବୀନ କୁମାର ଦାଶ):ଦିବ୍ୟ ଜୀବନ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା ଓ ଗବେଷଣା କେନ୍ଦ୍ର କଳାପାଣି ଠାରେ ସମ୍ବଲପୁରୀ ଦିନ ପାଳନ ହୋଇଯାଇଛି। ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷ ସଂଗ୍ରାମ କେଶରୀ ମିଶ୍ର କାର୍ଯ୍ୟ କ୍ରମ କୁ ଉଦ୍ଘାଟନ କରି ଥଲେ।ସମଲେଶ୍ଵରୀ ‌ବନ୍ଦନା ସହ ଆରମ୍ଭ ହୋଇ,ଦିବସ ପାଳନର ତାତ୍ପର୍ଯ୍ୟ ସମ୍ଫକରୈ ବିନୟ ଭାଇ,ପ୍ରମୋଦ ଭାଇ ଉଦ୍ଵୋଧନ ଦେଇଥିଲେ।ସମସ୍ତ ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସମ୍ବଲପୁରୀ ବେଶ ପୋଷାକ ରେ […]

ବରଗଡ଼୦୧/୦୮(ନବୀନ କୁମାର ଦାଶ):ଦେଶରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା କୁ ନେଇ ଆମ୍ ଆଦମୀ ପାର୍ଟି ତରଫରୁ ଉଦବେଗ ପ୍ରକାଶ କରାଯାଇଛି।ପାର୍ଟି ସାଙ୍ଗଠନିକ ବୈଠକ ରେ ଏହି ବିଷୟରେ ଆଲୋଚନା କରାଯାଇଛି। ଗତ କିଛି ଦିନ ପୂର୍ଵ ରୁ ରାଜସ୍ଥାନ ର ଝଲାୱର ରେ ଗୋଟିଏ ସ୍କୁଲରେ ଛାତ ଭୁଶୁଡି ପଡିବାରୁ ୮ ଜଣ ଛାତ୍ର ଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ଦେଶରେ ବିଦ୍ୟାଳୟ ଗୁଡିକର ଭିତ୍ତିଭୂମି କୁ ନେଇ ପ୍ରଶ୍ନ […]

Pin It on Pinterest