ବାସ୍ତବ ବ୍ୟୁରୋ: ବହୁ ଚର୍ଚ୍ଚିତ ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ଆଜି (ଶୁକ୍ରବାର) ୩ ଜଣଙ୍କୁ ଗିରଫ କରିଛି ସିବିଆଇ। ଗିରଫ ରେଳ କର୍ମଚାରୀମାନେ ହେଉଛନ୍ତି- ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାଁ ଓ ଟେକ୍ନିସିଆନ ପପୁ କୁମାର। ଜାଣିକି ଅପରାଧ ଘଟାଇବା ଓ ପ୍ରମାଣ ଲୁଚାଇବା ଅଭିଯୋଗରେ ଏହି ତିନି ଜଣଙ୍କୁ ଗିରଫ କରାଯାଇଛି। ଆଇପିସି ଧାରା ୩୦୪ ଏବଂ ୨୦୧ରେ ଏହି ୩ ଜଣଙ୍କୁ ଗିରଫ କରାଯାଇଛି। ଗତ […]

ସଂଜୟ ଶତପଥୀ(କଟକ): କଟକ ଜିଲ୍କା ଆଠଗଡ ବ୍ଲକର ମଞ୍ଚେଶ୍ୱର ଠାରେ ଥିବା ପ୍ରସିଦ୍ଧ ଧବଳେଶ୍ବର ମହାଦେବଙ୍କ ପୀଠକୁ ଯାତାୟତ ନେଇ ଲାଗିରହିଥିବା ବିବାଦର ଅନ୍ତ ଘଟିଛି । ଶ୍ରଦ୍ଧାଳୁଙ୍କ ଠାରୁ ପୂଜକ ସମସ୍ତେ ଖୁସ । ଏହି ପୀଠକୁ ଯିବା ପାଇଁ ନା ରହିବ ଡଙ୍ଗାର ଭୟ ନା ରହିବ ଝୁଲା ପୋଲ ର ଭୟ । କଂକ୍ରିଟ ସେତୁ ନିର୍ମାଣ ପରେ ବାନ୍ଧି ହେଲା ଭକ୍ତ ଓ ଭଗବାନ […]

ପ୍ରତାପ ଦାସ(ନବରଙ୍ଗପୁର):ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ବେହେଡ଼ା ପଞ୍ଚାୟତର ନୂଆଗୁଡା ଠାରେ ମହାତ୍ମା ଗାନ୍ଧୀ ଗ୍ରାମ୍ୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ରେ ସ୍ପଷ୍ଟ ଦିବାଲୋକରେ ଚାଲିଛି ବେଧଡକ ଲୁଟତରାଜ l କିନ୍ତୁ ପ୍ରଶାସନ ନିରବ lଦିନ ଦିପହରେ ଚାଲିଛି ୨ଟି ଜେସିବି ମେସିନ ଦ୍ୱାରା କାମ l କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟାରେ ନିଜ ଗ୍ରାମରେ କର୍ମ ନିଯୁକ୍ତି ସୃଷ୍ଟି କରିବାକୁ ପ୍ରୟାସ କରାଯାଉଥିବା ବେଳେ କିଛି ଯନ୍ତ୍ରୀ […]

ଦଶପଲ୍ଲା : ମାଟିତଳୁ ବାହାରିବ ଗଦା ଗଦା ସୁନା ଓ ବହୁତ ବଡ ସୁନା କଳସ । ଏଇ ଲୋଭରେ ଚାଲିଥିଲା ପୂଜାର୍ଚ୍ଚନା ଓ ତନ୍ତ୍ର ମନ୍ତ୍ର ଗୁଣି ଗାରେଡି । କାଳେଶିକଂ ନିର୍ଦ୍ଦେଶ କ୍ରମେ ଦିଆଗଲା ବୋଦା ଓ କୁକୁଡ଼ା ବଳୀ । ଏହାପରେ ଆରମ୍ଭ ହେଲା ସୁନା ଓ ସୁନା କଳସ ପାଇଁ ଖୋଳତାଡ । ହେଲେ ଏଭଳି ଅନ୍ଧ ବିଶ୍ବାସ ପୂର୍ଣ୍ଣ କାର୍ଯ୍ୟକୁ ବିରୋଧ କଲେ […]

ବାସ୍ତବ ବ୍ୟୁରୋ: ଆଜି ପ୍ରକାଶ ପାଇଛି ଚଳିତ ବର୍ଷର ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । ଦିନ ୧୧ଟା ୪୫ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମେରିଟ୍ ଲିଷ୍ଟ ପ୍ରକାଶ କରାଯାଇଛି। ପ୍ରଥମ ପର୍ଯ୍ୟାୟ କଟଅଫ୍‌ରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ଏଥର ଯୁକ୍ତ  ପ୍ରଥମ ପର୍ଯ୍ୟାୟ କଟଅଫ୍‌ରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଆଗରେ ରହିଛି। ରେଭେନ୍ସା ବିଶ୍ୱ ବିଦ୍ୟାଳୟ […]

ସଂଜୟ ଶତପଥୀ(କଟକ)ତା୫।୭ : ଆଜିର ଆଧୁନିକ ସମାଜରେ ମଣିଷର ହାତ ପାହାନ୍ତାରେ ସବୁ ସୁଖ ସୁବିଧା ଥାଇ ମଧ୍ୟ ସେ ବେଳେ ବେଳେ ନିଜକୁ ଏକୁଟିଆ ମନେକରୁଛି । ମଣିଷ ହୋଇ ମଧ୍ୟ ମଣିଷ ସାଙ୍ଗରେ ମିଶିବା ପାଇଁ ଆଗ୍ରହ ପ୍ରକାଶ କରୁନାହିଁ । ସଦା ସର୍ବଦା ଆଧୁନିକ କଥା କୁହା ଯନ୍ତ୍ର ମୋବାଇଲରେ ମଜିରହୁଛି । ଯାହା ଫଳରେ ସେ ତାର ସୁଖ ଆଉ ଦୁଃଖକୁ କାହା ସହିତ […]

ବରଗଡ(ନବୀନ ଦାଶ): ବରଗଡ଼ ଜିଲ୍ଲା ଅତାବିରା ମଧ୍ୟଦେଇ ତ୍ରୁଟିପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ଚାରି ଥାକିଆ ଲୁହୁରା ଚଟି-ସମ୍ବଲପୁର ୫୩ ନଂ ମୁଖ୍ୟ ଜାତୀୟ ରାଜପଥ ଭେଦ କରି ଯାଇଥିବା ବେଳେ ରାଜରାସ୍ତାରେ ନିଇତି ଛୋଟ ବଡ ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ଘଟଣା ଘଟି ମୁଣ୍ଡ ପରେ ମୁଣ୍ଡ ଗଡି ମୂଲ୍ୟବାନ ଜନ ଜୀବନ ନଷ୍ଟ ହେବାରେ ଲାଗିଛି।ଏହି ରାସ୍ତା ଟି ବ୍ୟସ୍ତ ବହୁଳ ହେବା ସହ ଟ୍ରାଫିକ […]

ବାସ୍ତବ ବ୍ୟୁରୋ: ଦୁର୍ଘଟଣାର ଶିକାର ହେଲେ କିଙ୍ଗ ଖାନ୍ । ଆମେରିକାର ଲସ ଆଞ୍ଜେଲିସରେ ଶାହରୁଖ ଖାନ୍ ନିଜର ଆଗାମୀ ଫିଲ୍ମର ଶୁଟିଂ ବେଳେ ନାକରେ ଆଘାତ ଲାଗିଛି । ଯେଉଁ କାରଣରୁ ନାକରୁ ପ୍ରବଳ ରକ୍ତସ୍ରାବ ହୋଇଛି । ଆହତ ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା । ନାକରୁ ପ୍ରବଳ ରକ୍ତସ୍ରାବ ରୋକିବା ପାଇଁ ଡାକ୍ତର ତାଙ୍କର ଅସ୍ତ୍ରୋପଚାର କରିଛନ୍ତି । ଅସ୍ତ୍ରୋପଚାର ପରେ ଶାହରୁଖଙ୍କ ନାକରେ […]

ବାସ୍ତବ ବ୍ୟୁରୋ: ଜୁଲାଇ ୧୩ରେ ଭାରତର ତୃତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୩ ଉତକ୍ଷେପଣ ହେବ ବୋଲି ସୂଚନା ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ। ସୂଚନାନୁଯାୟୀ, ଚନ୍ଦ୍ରଯାନ-୨ ତୁଳନାରେ ଚନ୍ଦ୍ରଯାନ-୩ରେ ବହୁ ଉନ୍ନତ ତଥା ଆଧୁନିକ ଯନ୍ତ୍ରାଂଶ ଖଞ୍ଜାଯାଇଛି ଏବଂ ଗତ ମାର୍ଚ୍ଚରୁ ହିଁ ସେଗୁଡ଼ିକର ପରୀକ୍ଷଣ ସରିଛି। କାରଣ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ଇସ୍ରୋ ପାଇଁ ରହିବ ସବୁଠୁ ବଡ଼ ଚାଲେଞ୍ଜ। ଜୁଲାଇ ୧୩ରୁ ୧୯ ଯାଏଁ ଲଞ୍ଚ ୱିଣ୍ଡୋ ଥିବା ବେଳେ, […]

ବାସ୍ତବ ବ୍ୟୁରୋ: ଆଜି (ସୋମବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହି […]

Pin It on Pinterest