ବାସ୍ତବ ବ୍ୟୁରୋ: ଡିସେମ୍ବର ପହିଲାରୁ ପୁଣି ଧାରଣା ଦେବେ ଘରୋଇ ବସ୍ ମାଲିକ । ଏହି ଧାରଣାରେ ୧ ହଜାରରୁ ଅଧିକ ବସ୍ ମାଲିକ ସାମିଲ ହେବେ । ଘରୋଇ ବସ୍ ମାଲିକମାନେ ସରକାରଙ୍କୁ ଦେଇଥିବା ଦାବି ଏହି ତାରିଖ ମଧ୍ୟରେ ପୂରଣ ନହେଲେ ସେମାନେ ଧର୍ମଘଟ କରିବାକୁ ଚେତାବନୀ ଦେଇଛନ୍ତି । ଏଥର ଆନ୍ଦୋଳନକୁ ଜୋରଦାର କରିବାକୁ ସଂଘ ନିଷ୍ପତ୍ତି ନେଇଛି । ସରକାର ଦାବି ମାନି ନଥିବାରୁ […]
ବାସ୍ତବ ବ୍ୟୁରୋ(ଭୁବନେଶ୍ବର): ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ । ୬୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି। ଡାକ୍ତରଙ୍କ ଉଦ୍ୟମ ସତ୍ୱେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ସୁଧାର ଆସିନଥିଲା । ୧୯୫୬ ଫେବ୍ରୁଆରୀ ୨୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ମହେଶ୍ୱର ମହାନ୍ତି […]
ବାସ୍ତବବ୍ୟୁରୋ(କଳାହାଣ୍ଡି): କଳାହାଣ୍ଡି ଜିଲ୍ଲାର ପାଞ୍ଚ ବିଧାନସଭା ଆସନରୁ ନର୍ଲା ଆସନ ହେଉଛି ଅନ୍ୟତମ କହିଲେ ଅତ୍ୟୁକ୍ତି ହେବ ନାହିଁ , କିନ୍ତୁ ଏହି ଆସନ ପାଇଁ ବିଜେଡି ଦଳର ଅନେକ ହେଭିୱେଟ ଦଳୀୟ କର୍ମକର୍ତ୍ତା ଓ ପ୍ରଶାସନିକ ଅଧିକାରୀ ଆଶାୟୀ ଥିବା ବେଳେ ସେଥିରୁ ବାଦ୍ ପଡ଼ି ନାହାନ୍ତି ନର୍ଲା ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୂର୍ଗା ପ୍ରସାଦ ମହାନ୍ତି, ଗତ ୦୧.୧୧ ବୁଧବାର ମାନ୍ୟବର ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଲ୍ଲା କୁ […]
ଆଦିତ୍ଯ ବେହେରା(ଭୁବନେଶ୍ୱର): ୪-୧୧-୨୩- ଆଇଆଇଟି ବନାରସ କ୍ୟାମ୍ପସ ଭିତରେ ଛାତ୍ରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ତାଙ୍କୁ ଅସଦାଚରଣ କରିବା, ମାରଧର କରିବା ସହିତ ବିବସ୍ତ୍ର କରି ତାଙ୍କର ଭିଡିଓ ଉତ୍ତୋଳନ କରିବା ଭଳି ଜଘନ୍ୟ, ବର୍ବର ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣାର ପ୍ରତିବାଦରେ ଏଆଇଡିଏସ୍ଓ ଆହ୍ୱାନରେ ଦେଶବ୍ୟାପୀ ଆଜି କଳା ଦିବସ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଂଗଠନର ଭୁବନେଶ୍ୱର ସିଟି କମିଟି ପକ୍ଷରୁ ରମାଦେବୀ ମହିଳା ବିଶ୍ଵବିଦ୍ୟାଳୟ ସମ୍ମୁଖରେ […]
ବାସ୍ତବ ବ୍ୟୁରୋ: ଓଡିଶା-ଆନ୍ଧ୍ର ସୀମାରେ ୩ଟି ଟ୍ରେନ୍ ଭିତରେ ଦୁର୍ଘଟଣା ଘଟିଛି । ତେବେ ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବାବେଳେ, ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାର ଆଲମଣ୍ଡା ଓ କାଣ୍ଟାପାଲି ମଧ୍ୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ବିଶାଖାପାଟଣାଠାରୁ ରାୟଗଡା ଆସୁଥିବା ଏକ୍ସପ୍ରେସ ଟ୍ରେନ୍ ସିଗନାଲ ନପାଇବାରୁ ଆଲମଣ୍ଡା ନିକଟରେ ଅଟକି ରହିଥିଲା । ସେତିକି […]
ଆଜି ସକାଳୁ ଏର୍ଣ୍ଣାକୁଲମ ସ୍ଥିତ କନ୍ଭେନସନ୍ ହଲରେ ଖ୍ରୀଷ୍ଟ ଧର୍ମାବଳମ୍ବିଙ୍କ ପ୍ରାର୍ଥନା ଚାଲିଥିଲା। ଏତିକିବେଳେ ଭୟଙ୍କର ବିସ୍ଫୋରଣରେ ଦୋହଲି ଉଠିଥିଲା ପୂରା କନ୍ଭେନ୍ସନ ହଲ୍। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଏହି ଆହତଙ୍କ ମଧ୍ୟରେ ଛୋଟ ଛୁଆ ମଧ୍ୟ ଅଛନ୍ତି। କେରଳର ଏର୍ଣ୍ଣାକୁଲମ କଲାମାସେରିରେ ଘଟିଛି ଏଭଳି କିଛି ଘଟଣା। ଜଣେ […]
ଜୟନ୍ତ ଶତପଥୀ(ଡେରାବିଶ): ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ୱବିଦ୍ୟାଳୟର ଭାରତପଡା ଚାନ୍ଦୋଳ ଶାଖା ପକ୍ଷରୁ,ଶାରଦୀୟ ପୂଜା ଅବସରରେ ମହାନବମୀ ଠାରୁ ଭସାଣୀ ଉତ୍ସବ ପର୍ଯ୍ୟନ୍ତ ଜୀବନ୍ତ ରଙ୍ଗମଂଚ ମାଧ୍ୟମରେ ଲୋକମାନଙ୍କୁ ଆଧ୍ୟାତ୍ମିକ ଗୁରୁ ଜ୍ଞାନ ପ୍ରଦର୍ଶିତ କରାଯାଇଥିଲା । ଏହି ଆଧ୍ୟାତ୍ମିକ ମହୋତ୍ସବର ପ୍ରଥମ ସଂନ୍ଧ୍ଯାରେ,ଚାନ୍ଦୋଳ ଗ୍ରାମପଞ୍ଚାୟତର ସମିତିସଭ୍ଯା ଶ୍ରୀମତୀ ମଞ୍ଜୁଲତା ମିଶ୍ର ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିବାବେଳେ, ସମାଜସେବୀ ବନବିହାରୀ ମହାନ୍ତି ଓ ଶାଖା ପରିଚାଳିକା […]
ବାସ୍ତବ ବ୍ୟୁରୋ: ଆଜିଠୁ ଆରମ୍ଭ ହେଇଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍ ଜାକଜମକରେ ଅନୁଷ୍ଠିତ ହେଉଛି । ଚଳିତଥର ଢେଙ୍କାନାଳରେ ୩୮ଟି ପୂଜା ମଣ୍ଡପରେ ପୂଜା ପାଇବେ ମା’ ଗଜଲକ୍ଷ୍ମୀ। ବିଭିନ୍ନ ମଣ୍ଡପରେ ଚାନ୍ଦିମେଢ ସହିତ ସୁଉଚ୍ଚ ତୋରଣ ସାଙ୍ଗକୁ ୧୦ କିଲୋମିଟର ବ୍ୟାପୀ ଆଲୋକ ସଜ୍ଜା ହେଉଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା […]
ବାସ୍ତବ ବ୍ୟୁରୋ: ହାଙ୍ଗଝୌ ପାରା ଏସିଆନ୍ ଗେମ୍ସରେ ଗୋଲଡ୍ ମେଡାଲ ଜିତିଲେ ଓଡ଼ିଆ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ। ପୁରୁଷ ଏସଏଲ୍ ଥ୍ରୀ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ପ୍ରମୋଦ ଭଗତ ହାତେଇଲେ ସ୍ୱର୍ଣ୍ଣ ପଦକ । ନିଜ ଦେଶର ନିତେଶ କୁମାରଙ୍କୁ ହରାଇ ପ୍ରମୋଦ ଭଗତ ଏହି ପଦକକୁ ନିଜ ନାଁରେ କରି ଦେଇଛନ୍ତି। ଫାଇନାଲରେ ସେ ନିତେଶଙ୍କୁ ୨୨-୨୦, ୧୮-୨୧, ୨୧-୧୯ରେ ହରାଇଛନ୍ତି । । ପ୍ରଥମ ଥର ପାଇଁ […]
ବାସ୍ତବ ବ୍ୟୁରୋ: ଉପରମୁହାଁ ପିଆଜ ଦର। ମାସକ ଭିତରେ ହେଲାଣି ଡବଲ । ପିଆଜ କିଲୋ ପିଛା ମାସେ ତଳେ ୨୫ ଟଙ୍କା ଥିବା ବେଳେ ଏବେ ତାହା ଡବଲ ହୋଇ ୫୦ ଟଙ୍କାରେ ପହଞ୍ଚିଲାଣି । କିଛି ସ୍ଥାନରେ ବ୍ୟବସାୟୀ ପିଆଜ କିଲୋ ପିଛା ୬୦ ଟଙ୍କାରେ ବିକୁଛନ୍ତି । ନାସିକରେ ପିଆଜ ମହଙ୍ଗା କାରଣରୁ ଓଡ଼ିଶାରେ ଏହାର ପ୍ରଭାବ ପଡ଼ୁଥିବା ଶୁଣିବାକୁ ମିଳିଛି। ଏବେ ସବୁ ପରିବା […]


