ବାସ୍ତବ ବ୍ୟୁରୋ: କେନ୍ଦ୍ର ସରକାର ଦେଶରେ ଜନ୍ମ ଓ ମୃତ୍ୟୁ ପଞ୍ଜିକରଣ ସମୟରେ ଆଧାର ଅଥେଣ୍ଟିକେସନ କୁ ଅନୁମତି ଦେଇଛନ୍ତି । ତେବେ ଆଉ ଏଭଳି ପଞ୍ଜିକରଣ ପାଇଁ ଆଧାରକାର୍ଡ ବାଧ୍ୟତାମୂଳକ ହେବ ନାହିଁ । ଜୁନ ୨୭ ତାରିଖରେ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ଯେ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରଣାଳୟ ଜନ୍ମ ଏବଂ ମୃତ୍ୟୁ ପଞ୍ଜିକରଣ ସମୟରେ ପ୍ରଦାନ କରାଯାଇଥିôବା ପରିଚୟ ବିବରଣୀକୁ ପ୍ରମାଣୀକରଣ […]

ବାସ୍ତବ ବ୍ୟୁରୋ: ଆଜି ‘କ୍ବାକ୍ବାରେଲି ସାଇମଣ୍ଡ୍‌ସ୍‌’ (କ୍ୟୁଏସ୍‌) ରିଲିଜ୍‌ କରିଥିବା ‘ୱାର୍ଡଲଡ୍‌ ୟୁନିଭର୍ସିଟି ରାଙ୍କିଙ୍ଗ୍‌’ରେ ସମଗ୍ର ବିଶ୍ବର ୧୫୦ଟି ଶ୍ରେଷ୍ଠ ବିଶ୍ବବିଦ୍ୟାଳୟରୁ ‘ଆଇଆଇଟି-ବମ୍ବେ’ ଅନ୍ୟତମ ବୋଲି ଉଲ୍ଲେଖ ଅଛି। ମୁମ୍ବାଇର ‘ଦି ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି’ ବା ‘ଆଇଆଇଟି-ବମ୍ବେ’ ମଧ୍ୟ ଅଫିସିଆଲ୍‌ ଷ୍ଟେଟ୍‌ମେଣ୍ଟ୍‌ ଜାରି କରି ଏ କଥା ସୂଚନା ଦେଇଛି। ପ୍ରଥମ କରି ସର୍ବୋଚ୍ଚ ରାଙ୍କ୍‌କୁ ଉଠିଥିବାରୁ ‘କ୍ୟୁଏସ୍‌’ର ସଂସ୍ଥାପକ ତଥା ‘ସିଇଓ’ ନନ୍‌ଜିଓ କ୍ବାକ୍ବାରେଲି ମଧ୍ୟ […]

ବାସ୍ତବ ବ୍ୟୁରୋ : ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଯଜ୍ଞରେ ପୁଷ୍ପାଞ୍ଜଳି ଦେବା ସହ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ। ବେଦ, ମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ରକ୍ଷେତ୍ର । ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ। ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ ଅନୁସାରେ […]

ବ୍ରଜବିହାରୀ ଶଢଙ୍ଗୀ(ଞ୍ଜନଗର): ପାରିବାରିକ କଳହକୁ କେନ୍ଦ୍ରକରି ଦେଢ଼ ବର୍ଷର ଶିଶୁକୁ ବିଷଦେଇ ନିଜେ ବିଷ ପିଇ ଆତ୍ମହତ୍ୟା କଲା ମା ଏଭଳି ଏକ ଦୁଖଦଃ ଘଟଣା ଦେଖିବାକୁ ମିଳିଛି ବାଲିପଦର ନିକଟ ପୋଚାଲୁଣ୍ଡି ଗ୍ରାମରେ l ପରିବାର ଲୋକେ କହିବା ଅନୁସାରେ ପୋଚାଲୁଣ୍ଡି ଗ୍ରାମର କୃଷ୍ଣ ଚନ୍ଦ୍ର ବିଶୋଇ ମନ୍ଦାର ଗ୍ରାମର ଆରତୀ ବିଶୋଇ (23)ଙ୍କୁ ବୈଦେହିକ ନୀତିରୀତିରେ ଗତ ତିନିବର୍ଷ ହେବ ବିହାହ କରିଥିଲେ l ବିବାହର କିଛି […]

ବାସ୍ତବ ବ୍ୟୁରୋ: ଗରମ ଯୋଗୁଁ ଟମାଟୋ ପଚିଯାଇ ବ୍ୟବସାୟୀଙ୍କୁ କ୍ଷତି ପହଞ୍ଚାଇଥିଲା ଆଉ ଏବେ ବର୍ଷା ଯୋଗୁଁ ଫସଲ ନଷ୍ଟ ହେବା ଯୋଗୁଁ ଆବଶ୍ୟକ ମୁତାବକ ଉତ୍ପାଦନ ହୋଇପାରୁନି । ତେଣୁ ୨୫ରୁ ୩୦ ଟଙ୍କାରେ ମିଳୁଥିବା ଟମାଟୋ ଏବେ ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି । ଦେଶର ବିଭିନ୍ନ ସ୍ଥାନରେ ଦର ଶହେ ଟଙ୍କା ପହଂଚିଲାଣି । ମେଟ୍ରୋ ସିଟିରେ ମଧ୍ୟ ଟମାଟୋ ଦର ପାଖାପାଖି ୧୦୦ରୁ […]

ବାସ୍ତବ ବ୍ୟୁରୋ: ଆସନ୍ତା ଜୁଲାଇ ୩ରୁ ୮ ତାରିଖ ଯାଏଁ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ରାଜ୍ୟବ୍ୟାପି ୮୦ଟି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବା ନିମନ୍ତେ ଆବଶ୍ୟକ ଆଡମିଟ୍ କାର୍ଡ www.bseodisha.ac.inରୁ ପାଇପାରିବେ। ଏନେ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ବର୍ଷ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୧୩୧୧ ମାଟ୍ରିକ୍‌ ଫେଲ୍ ହୋଇଥିବା ଛାତ୍ରଛାତ୍ରୀଙ୍କ ସମେତ ୮୧୯୫ ଜଣ ଷ୍ଟେଟ୍‌ ଓପନ […]

 ବାସ୍ତବ ବ୍ୟୁରୋ: ଗତ ୨୪ ତାରିଖ ଦିନ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଲିଖିତ ଅଭିଯୋଗ ଓ ତଥ୍ୟ ଆଧାରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାରଙ୍କ ଦ୍ୱାରା ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି । ଜଣେ ଆଇଏଏସ ଅଧିକାରୀଙ୍କ ବିରୋଧରେ […]

ବାସ୍ତବ ବ୍ୟୁରୋ: ସଂପ୍ରତି ଲଘୁଚାପ ପ୍ରଭାବରେ ତମାମ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି। ଏହି କ୍ରମରେ ଆଜି (ସୋମବାର) ବିଳମ୍ବିତ ସନ୍ଧ୍ୟାରୁ ଆସନ୍ତା କାଲି (ମଙ୍ଗଳବାର) ସକାଳ ସୁଦ୍ଧା ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ […]

ବାସ୍ତବ ବ୍ୟୁରୋ: ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍ ଓ ଘରୋଇ ବସ୍‌ରେ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା  ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି।  ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୫ ଜଣ ଥିବା ଜଣାଯାଇଛି। […]

ବାସ୍ତବ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟ ଗସ୍ତରେ ଥିବା ବେଳେ ଆଜି ତାଙ୍କୁ ମିଶରର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରାଯାଇଛି । ମିଶରର ରାଷ୍ଟ୍ରପତି ଅବ୍ଦେଲ ଫତହ ଅଲ-ସିସି କୋହିରା ଠାରେ ମୋଦୀଙ୍କୁ ‘ଅର୍ଡର ଅଫ ଦ ନାଇଲ (ମିଶରର ସର୍ବୋଚ୍ଚ ରାଜକୀୟ ସମ୍ମାନ)’ରେ ସମ୍ମାନୀତ କରିଛନ୍ତି । ସୂଚନାନୁଯାୟୀ, ଶନିବାର ଦିନ ପ୍ରଧାନମନ୍ତ୍ରୀ ମୋଦୀ ରାଜକୀୟ ଯାତ୍ରା କ୍ରମରେ ମିଶରରେ ପହଂଚିଛନ୍ତି । ଏହି କ୍ରମରେ […]

Pin It on Pinterest