ସଂଜୟ ଶତପଥୀ(କଟକ): ବିଶ୍ଵ ଦୃଷ୍ଟି ଦିବସରେ,ମନୁଷ୍ୟ ଶରୀର ର ବିଶେଷ ଦରକାରୀ ଚକ୍ଷୁ ର ସଚେତନତା ବାର୍ତ୍ତା ବାଣ୍ଟିବା ଉଦ୍ଦେଶ୍ୟରେ କଟକ ର ଖାନନଗର ହାଇସ୍କୁଲ ର ଛାତ୍ରଛାତ୍ରୀ ଓ କଟକ ର ଶାନ୍ତି ଓ୍ବାକର୍ସ କ୍ଲବ୍ ର ମିଳିତ ଆନୁକୂଲ୍ୟରେ ଏକ ସଚେତନତା ରାଲି ଓ ସଚେତନତା ସଭା କାର୍ଯ୍ୟକ୍ରମ ର ଆୟୋଜନ, କଟକ ମଧୁପାଟଣାସ୍ଥିତ ସୁନାମଧନ୍ୟ ଚକ୍ଷୁ ଚିକିତ୍ସାଳୟ ଲିଙ୍କ୍ ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟର ପରିସରରେ […]

ବାସ୍ତବ ବ୍ୟୁରୋ: ମାଲକାନଗିରିରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରେ ଗଡିବ ୩୬ଟି ବସ୍ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି ଜିଲ୍ଲାରୁ ଏହି ସେବା ଆଜି ଆରମ୍ଭ ହୋଇଛି । ଏହି ବସ୍ ସେବା ଜରିଆରେ ପଂଚାୟତରୁ ବ୍ଲକ, ସଦରମହକୁମା ଓ ରାଜଧାନୀକୁ ଯିବା ସହଜ […]

ବାସ୍ତବ ବ୍ୟୁରୋ: ବିହାରର ବକ୍ସର ଜିଲ୍ଲାର ରଘୁନାଥପୁର ଷ୍ଟେସନରେ ଗତ ରାତି ଘଟିଛି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା। ଟ୍ରାକରୁ ଟ୍ରେନ୍ ବାହାରିଯିବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି। ଏଥିରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଗତ ରାତିରେ ଦିଲ୍ଲୀ ଆନନ୍ଦ ବିହାର ଷ୍ଟେସନରୁ ଗୁଆହାଟୀର କାମାକ୍ଷା ଷ୍ଟେସନ୍ ଯାଉଥିବା ନର୍ଥ ଇଷ୍ଟ ସୁପରଫାଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନ୍‌ଚ୍ୟୁତ […]

ଆଦିତ୍ଯ ବେହେରା(ଭୁବନେଶ୍ବର):୦୯୵୧୦- ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ପୁଣ୍ୟ ଜନ୍ମତିଥି ଅବସରରେ ବିଧାନସଭା ପରିସରରେ,ଆୟୋଜିତ ଜୟନ୍ତୀ ଉତ୍ସବରେ,ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକ,ଉପ ବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂ,ସଂସଦୀୟ ବ୍ୟାପାର,ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ,ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ,ଶ୍ରୀ ଅନନ୍ତ ନାରାୟଣ ଜେନା,ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥୀ ପ୍ରମୁଖ ଉପସ୍ଥିତ ରହି, ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ […]

ବାସ୍ତବ ବ୍ୟୁରୋ: ଇରାନରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରର ବି‌ରୋଧ ତଥା ସମସ୍ତଙ୍କ ପାଇଁ ମାନବିକ ଅଧିକାର ଓ ସ୍ୱାଧୀନତାର ପ୍ରଚାର ପାଇଁ କାମ କରିଥିବାରୁ ନର୍ଗିସ ମହମ୍ମଦୀଙ୍କୁ ୨୦୨୩ମସିହାରେ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରିବାକୁ ନରୱେ ନୋବେଲ କମିଟି ନିଷ୍ପତ୍ତି ନେଇଛି। ନୋବେଲ ପୁରସ୍କାର କମିଟି ଅନୁଯାୟୀ, ନର୍ଗିସ ମହମ୍ମଦୀ ବ୍ୟକ୍ତିଗତ ସ୍ତରରେ ବହୁ ଭାବରେ ସଂଗ୍ରାମ କରିଛନ୍ତି। ଅନ୍ୟ ମହିଳାଙ୍କୁ ସାହାଯ୍ୟ କରିବାକୁ ଯାଇ ସେ […]

 ୨୦୨୩ ମସିହା ପାଇଁ ସାହିତ୍ୟକ୍ଷେତ୍ରରେ ନୋବେଲ ପୁରସ୍କାର ନରଓ୍ବେର ଲେଖକ ଓ ନାଟ୍ୟକାର ଜନ୍ ଫୋସେଙ୍କୁ ପ୍ରଦାନ କରାଯିବ ବୋଲି ଷ୍ଟକହୋମଠାରେ ନୋବେଲ କମିଟି ପକ୍ଷରୁ ଘୋଷଣା କରାଯାଇଛି । ତାଙ୍କ ନାଟକ ଓ ଗଦ୍ୟ ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଏ ସମ୍ପର୍କରେ ଏକ୍ସରେ ସୂଚନା ଦେଇ ନୋବେଲ କମିଟି ପକ୍ଷରୁ କୁହାଯାଇଛି ଯେ ଫୋସେଙ୍କ ଲେଖା ସମାଜର ଦୁର୍ବ​ଳ ଓ ଅବହେଳିତ ବର୍ଗଙ୍କ […]

ବାସ୍ତବ ବ୍ୟୁରୋ: ୨୦୨୩ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ରୟାଲ୍ ସୁଇଡିସ ଏକାଡେମୀ ଅଫ୍ ସାଇନ୍ସେସ୍ ପକ୍ଷରୁ ମୋଙ୍ଗି ଜି. ବାଭେଣ୍ଡି, ଲୁଇସ୍ ଇ. ବ୍ରୁସ୍ ଏବଂ ଆଲେକ୍ସି ଆଇ. ଆକିମୋଭଙ୍କୁ ୨୦୨୩ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। କ୍ୱାଣ୍ଟମ ଡଟ୍ ଆବିଷ୍କାର ଏବଂ ସଂଶ୍ଳେଷଣ ପାଇଁ ଏହି ଗବେଷକମାନଙ୍କୁ ଏହି ପୁରସ୍କାର ପ୍ରଦାନ ପାଇଁ ଚୟନ କରାଯାଇଛି […]

ବାସ୍ତବ ବ୍ୟୁରୋ: ବୈଜ୍ଞାନିକ ପିଏରେ ଆଗୋଷ୍ଟିନି, ଫେରେଙ୍କ କ୍ରାଉସ୍‌ଜ ଏବଂ ଆନ୍‌ ଲେ’ହୁଇଲିୟରଙ୍କୁ ପଦାର୍ଥ ବିଜ୍ଞାନରେ ୨୦୨୩ ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି। ପଦାର୍ଥ ବିଜ୍ଞାନରେ ଇଲେକ୍ଟ୍ରୋନ୍‌ ଗତିଶୀଳତା ଅଧ୍ୟୟନ ପାଇଁ ଏହି ପୁରସ୍କାର ରୟାଲ ସୁଇଡିଶ ଏକାଡେମୀ ଅଫ୍‌ ସାଇନ୍‌ସ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ପଦାର୍ଥରେ ଇଲେକ୍ଟ୍ରୋନ୍‌ ଗତିଶୀଳତା କ୍ଷେତ୍ରରେ ଅଧ୍ୟୟନ ପାଇଁ ସେମାନଙ୍କୁ ନୋବେଲ୍‌ ଦିଆଯିବ। ନୋବେଲ୍‌ ଘୋଷଣା କରୁଥିବା ଟିମ୍‌ କହିଛନ୍ତି, […]

କାମାକ୍ଷାନଗର -ଜସ୍ୱଶି ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦି ଙ୍କ ଆହ୍ବାନ କ୍ରମେ ସାରା ଦେଶରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି। ଏହି ସ୍ବଚ୍ଛତା କାର୍ଯକ୍ରମ ଅବସରରେ ଢ଼େଙ୍କାନାଳ ଜିଲ୍ଲା କାମାକ୍ଷାନଗର ରେ ଥିବା ବିଭିନ୍ନ ଅନୁଷ୍ଠାନ ଯଥା – ଉପଖଣ୍ଡ ସାମ୍ବାଦିକ ସଂଘ, କଳ୍ପନା କ୍ଲବ, ସମାଜ ପାଠକ, ବିଚାର ମଞ୍ଚ, ଉପଖଣ୍ଡ ଚିକିତ୍ସାଳୟ ର ଚିକିତ୍ସକ ଏବଂ କର୍ମଚାରି ବୃନ୍ଦ ତଥା ଡ, ଆମ୍ବେଦକର ମୂଳ ନିବାସୀ ଦଳିତ […]

କଟକରେ ଅକ୍ଟୋବର ୧ତାରିଖ ବିଶ୍ୱ ପେନସନର ଦିବସ ମିଳିତ ଭାବେ ପାଳନ ଓ ସ୍ଵାସ୍ଥ୍ୟ,ବାସଗୃହ ଓ ସର୍ବନିମ୍ନ ପେନସନ ଆଦି ସାମାଜିକ ସୁରକ୍ଷା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିକଟରେ ଦାବି.… ସଂଜୟ ଶତପଥୀ(କଟକ):ପେନସନର ମାନେ ଏକ ସମ୍ମାନଜନକ ଭାବେ ଜୀବନ ଅତିବାହିତ କରିବା ପାଇଁ ଆବଶ୍ୟକ ସର୍ବନିମ୍ନ ପେନସନ, ଚିକିତ୍ସା ବ୍ୟବସ୍ଥା, ମାଗଣାରେ ଯାତାୟତ ଆଦି ମୌଳିକ ସୁବିଧା ଗୁଡିକୁ ଯୋଗାଇ ଦେବାକୁ କେନ୍ଦ୍ର ସରକାର […]

Pin It on Pinterest