ବାସ୍ତବ ବ୍ୟୁରୋ: ରାଜ୍ୟରେ ଅସହ୍ୟ ତାତି ଓ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୯ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ […]
ବାସ୍ତବବ୍ୟୁରୋ: ତାମିଲନାଡ଼ୁର ପୂର୍ବତନ ପୁଲିସ୍ ମହାନିର୍ଦ୍ଦେଶକ (ଡିଜିପି) ରାଜେଶ ଦାସଙ୍କୁ ବିଲ୍ଲୁପୁରମର ଏକ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ତା’ସହିତ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଯୌନ ଉତ୍ପୀଡ଼ନ ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଜଣେ ମହିଳା ପୁଲିସ୍ ଆଇପିଏସ୍ ଅଧିକାରୀ ତାଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଥିଲେ। ୨୦୨୧ ମସିହା ଫେବ୍ରୁଆରୀ […]
ବାସ୍ତବ ବ୍ୟୁରୋ: ଗୁଜରାଟରେ ତାଣ୍ଡବ ରଚିଲା ‘ବିପର୍ଯ୍ୟୟ’ । ଗୁଜରାଟ ରାଜ୍ୟର କଚ୍ଛ ଏବଂ ସୌରାଷ୍ଟ୍ର ଅଞ୍ଚଳରେ ପ୍ରବଳ ପବନ ଓ ପ୍ରବଳ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଯେଉଁ ଆଶଙ୍କା କରାଯାଉଥିଲା ତାଠୁ ଅଧିକ କ୍ଷୟକ୍ଷତି ହେଇଛି । ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ମାଣ୍ଡଭି, ରାଜକୋଟ, କଚ୍ଚ, ଦ୍ୱାରାକ, ଜାମନଗର, ପୋରବନ୍ଦର ସବୁଠୁ ଅଧିକ ପ୍ରଭାବିତ ହୋଇଛି । ବାତ୍ୟାରେ ଶତାଧିକ ବିଦ୍ୟୁତ ଖୁଣ୍ଟ […]
ବାସ୍ତବବ୍ୟୁରୋ: ନବେ ଦଶକରେ ପ୍ରସିଦ୍ଧି ଲାଭ କରିଥିବା ଲୋକପ୍ରିୟ କୋଶଲୀ-ସମ୍ବଲପୁରୀ ଗୀତ ଏ ପାନ୍ବାଲା ବାବୁର ଗାୟକ ତଥା ଲେଖକ, ସଙ୍ଗୀତଜ୍ଞ ଏବଂ ବିଶିଷ୍ଟ କଣ୍ଠଶିଳ୍ପୀ ଅନିଲ ହରିପାଲ(୫୮)ଙ୍କ ଗୁରୁବାର ପରଲୋକ ଘଟିଛି। ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ବୁଧବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୯୯୦ ଡିସେମ୍ବର ୨୦ତାରିଖରେ ରିଲିଜ୍ ହୋଇଥିଲା ଚର୍ଚ୍ଚିତ କୋଶଲୀ-ସମ୍ବଲପୁରୀ ଗୀତ ଏ ପାନ୍ବାଲା ବାବୁ। ରାତାରାତି ଏହି […]
ସଂଜୟ ଶତପଥୀ(କଟକ): ଶ୍ରୀ ଶ୍ରୀ ବଳଦେବଜୀଉ ଭାଷା ସାହିତ୍ୟ ମଞ୍ଚ ଓ ଶ୍ରୀ ଶ୍ରୀ ଅନ୍ଧବର ସାଂସ୍କୃତିକ ପରିଷଦ, ବଙ୍ଗାରୀ, ଜିଲ୍ଲା -କେନ୍ଦ୍ରାପଡା ର ମିଳିତ ଆନୁକୂଲ୍ୟରେ ପବିତ୍ର ରଜସଂକ୍ରାନ୍ତି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ବଙ୍ଗାରୀଗ୍ରାମ ସ୍ଥିତ ଶ୍ରୀ ଶ୍ରୀ ଅନ୍ଧବର ପୀଠ ଠାରେ ଜିଲ୍ଲାର ବିଶିଷ୍ଟ ଶିକ୍ଷାବିତ୍ ଡଃ ଲିଙ୍ଗରାଜ ଶତପଥୀ ଙ୍କ ସଭାପତିତ୍ବରେ ରଜମହୋତ୍ସବ ଓ କୃତି ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ମହାସମାରୋହରେ […]
ବାସ୍ତବ ବ୍ୟୁରୋ: ବଢିଲା ସ୍କୁଲ ପିଲାଙ୍କ ଖରାଛୁଟି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରା ଛୁଟି ଅବଧିକୁ ବଢାଇଛନ୍ତି ସରକାର । ପୂର୍ବରୁ ଧାର୍ଯ୍ୟ ହୋଇଥିବା ତାରିଖ ପରିବର୍ତ୍ତେ ଅଧିକ ଦୁଇ ଦିନ ପାଇଁ ଖରା ଛୁଟିକୁ ବୃଦ୍ଧି କରାଯାଇଛି । ଆସନ୍ତା ୧୯ ତାରିଖ ପରିବର୍ତ୍ତେ ଜୁନ୍ ୨୧ ତାରିଖରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବ ବୋଲି ସ୍କୁଲ ଓ ଗଣଶିକ୍ଷା […]
ଜାଜପୁର(ବସ୍ତବବ୍ୟୁରୋ): ୧୬/୬/୨୩-ଓଡ଼ିଶାର ପ୍ରସିଦ୍ଧ ଗଣପର୍ବ ରଜ ଅବସରରେ, ସାମାଜିକ ସଂଗଠନ “ଜାତୀୟ ମାନବାଧିକାର ସାମ୍ମୁଖ୍ୟ” ଓ ଦୈନିକ ସମ୍ବାଦପତ୍ର “ଅନେକ ସୂଚନା” ର ମିଳିତ ପ୍ରୟାସରେ ଯାଜପୁର ଜିଲ୍ଲାର କୋରେଇ ବ୍ଲକ ଅନ୍ତର୍ଗତ ବୈତରଣୀ ରୋଡ ସ୍ଥିତ ବରୁଣେଇ କଲ୍ୟାଣ ମଣ୍ଡପ ରେ ରଜ ସଂକ୍ରାନ୍ତି ଅବସରରେ “ରଜ ମହୋତ୍ସବ-୨୦୨୩” ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଓ ଓଡ଼ିଆ ଙ୍କ ଅସ୍ମିତା,କଳା, ସଂସ୍କୃତି, ପରମ୍ପରା କୁ ଉଜ୍ଜୀବିତ କରିବା ପାଇଁ ମା’, […]
ବ୍ରଜବିହାରୀ ଶଢଙ୍ଗୀ(ଭଞ୍ଜନଗର):ଗଞ୍ଜାମ ଜିଲ୍ଲା ସୋରଡ଼ା ପୋଲିସ କୁ ମିଳିଛି ବଡ଼ ସଫଳତା l ସୋରଡା ଥାନା ଇଲାକା ରେ ଲଗାତାର ଘଟୁଥିବା ଡକାୟତ ଘଟଣା ର ପର୍ଦାଫାଶ କରିଛି ପୋଲିସ l ଗତ ୧୧ ତାରିଖ ଦିନ ସୋରଡ଼ା ବଡଦାଣ୍ଡ ସାହିରେ ରହୁଥିବା ଏନ୍. ଦିନବନ୍ଧୁ ଚୌଧୁରୀ ଙ୍କ ଦୋକାନ ଘର ଭିତରକୁ ଗ୍ରାହକ ସାଜି ଆସି ବନ୍ଧୁକ ଦେଖାଇ ୪ ଲକ୍ଷରୁ ଉର୍ଦ୍ଧ ଟଙ୍କା ସହ ୨୫୦ ଗ୍ରାମ […]
ବାସ୍ତବ ବ୍ୟୁରୋ: ଆଜି ଗୁଜରାଟ ଉପକୂଳ ଛୁଇଁବ ବାତ୍ୟା ‘ବିପର୍ଯ୍ୟୟ’। ବାତ୍ୟାଟି ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ମାଣ୍ଡଭି ଓ କରାଚି ମଧ୍ୟରେ ଥିବା ଜଖୌ ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୨୫ରୁ ୧୩୫ କିଲୋମିଟର ରହିବ। ବାତ୍ୟା ବିପର୍ଯ୍ୟୟ ସମୁଦ୍ରରେ ଦୁର୍ବଳ ହୋଇ ଅତି ଭୀଷଣ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇଥିଲେ ବି […]
ବରଗଡ଼(ନବୀନ ଦାଶ):ଭିତ୍ତିଭୂମି ସେବା ସଂଗଠନର,ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ସ୍ଥିତ ଗଞ୍ଜାଗୁଡ଼ା, ବରିହା ପାଲି, ପତ୍ରାପାଲି, ବଇଦ ପାଲି, ବଂଝା ପାଲି, କୁଦୋ ପାଲି, ଚକା ଖଲିଆ ତଥା ଖୁଜେନ୍ ଆଦି ଗ୍ରାମର ପାରମ୍ପରିକ କୃଷକ ମାନଙ୍କୁ ଦେଶୀ ବିହନ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ସଂଗଠନ ତରଫରୁ ଚାଷୀଙ୍କୁ ଧାନ, ମାଣ୍ଡିଆ, କୁଦୋ, ଗୁର୍ଜି,ମୁଗ, ରାଶି, କଲରା, ଶିମ୍ବ, ଭାଜି ଆଦି ବିଭିନ୍ନ ପ୍ରକାର ର […]


