ବାସ୍ତବ ବ୍ୟୁରୋ: ରାଜ୍ୟରେ ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ବାହାରିଛି ବିଜ୍ଞପ୍ତି। ନିଯୁକ୍ତି ନେଇ ଓସେପା ୱେବସାଇଟ୍ରେ ପ୍ରକାଶ ପାଇଲା ବିଜ୍ଞପ୍ତି। ଆଶାୟୀମାନେ ଆସନ୍ତା ୧୩ରୁ ଆବେଦନ କରିପାରିବେ ଆଶାୟୀ। ଆବେଦନ ପାଇଁ ଅକ୍ଟୋବର ୧୦ ଶେଷ ତାରିଖ ରହିଛି । ସଂପୂର୍ଣ୍ଣ ଅନଲାଇନରେ ହେବ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା। କମ୍ପ୍ୟୁଟର ବେସଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଶିକ୍ଷକଙ୍କୁ ଚୟନ କରାଯିବ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ […]
ବାସ୍ତବ ବ୍ୟୁରୋ: ଟସ୍ ଜିତିଲା ପାକିସ୍ତାନ, ପ୍ରଥମେ ବୋଲିଂ କରିବାକୁ ନେଲା ନିଷ୍ପତ୍ତି । ଆଜି ଏସିଆ କପ୍ ସୁପର-୪ ମୁକାବିଲାରେ ଭାରତ-ପାକିସ୍ତାନ ମୁହାଁମୁୁହିଁ ହେଉଛନ୍ତି । ଆଉ ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ବାବର ଆଜମ୍ । ଫଳରେ କ୍ରିକେଟ୍ ପ୍ରେମୀମାନେ ପ୍ରଥମେ ଭାରତର ବ୍ୟାଟିଂ ଦେଖିବାକୁ ପାଇବେ । ଆଜି ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ ହେଇଛି । ଦୀର୍ଘ […]
ବାସ୍ତବ ବ୍ୟୁରୋ: ଆଜି ଜି-୨୦ ଶିଖର ସମ୍ମିଳନୀକୁ ସାଙ୍ଗ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା ଭାର ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ହସ୍ତାନ୍ତର କରିଛନ୍ତି। ସମ୍ମିଳନୀର ଶେଷ ବକ୍ତବ୍ୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଗତକାଲି ଆମେ ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର’ ଅଧିବେଶନରେ ବ୍ୟାପକ ଆଲୋଚନା କରିଥିଲୁ। ଆଜି ଜି-୨୦ ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତର ଦୃଷ୍ଟିକୋଣକୁ ନେଇ ଆଶାବାଦୀ ଉଦ୍ୟମ […]
ବାସ୍ତବ ବ୍ୟୁରୋ: ଦିଲ୍ଲୀରେ ଆୟୋଜିତ G-୨୦ ଶିଖର ସମ୍ମିଳନୀରେ ଆଫ୍ରିକୀୟ ୟୁନିଅନକୁ ସ୍ଥାୟୀ ସଦସ୍ୟ ଭାବରେ G-୨୦ରେ ଅନ୍ତର୍ଭୁକ୍ତ କରାଯାଇଛି । G-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଆଫ୍ରିକୀୟ ୟୁନିଅନକୁ ସ୍ଥାୟୀ ସଦସ୍ୟ ଭାବେ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ସ୍ବାଗତ ଭାଷଣରେ କହିଛନ୍ତି ଯେ “ଆପଣଙ୍କ ସମସ୍ତଙ୍କ ସହମତିରେ ଏହି ସମ୍ମିଳନୀ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ ମୁଁ ଆଫ୍ରିକୀୟ ୟୁନିଅନର ଚେୟାରମ୍ୟାନଙ୍କୁ G-୨୦ ର […]
ବାସ୍ତବ ବ୍ୟୁରୋ: ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ, ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, […]
ଜି-୨୦ ସମ୍ମିଳନୀରେ ଭାଗ ନେବାକୁ ଆଜି ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ନୂଆଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ବାଇଡେନ ସିଧା ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦ୍ବିପାକ୍ଷିକ ଆଲୋଚନାରେ ଭାଗ ନେବା ପାଇଁ। ନୂଆଦିଲ୍ଲୀରେ ରାଷ୍ଟ୍ରପତି ବାଇଡେନଙ୍କ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ବାହ୍ୟ ସ୍ତରରେ ଅର୍ଦ୍ଧସାମରିକ ବାହିନୀ ନିୟୋଜିତ ରହିବେ। ଦ୍ବିତୀୟ ସ୍ତରରେ ଭାରତର […]
ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ବିଧାୟକଙ୍କ ଦରମା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଘୋଷଣା ମୁତାବକ ଏବେ ପଶ୍ଚିମବଙ୍ଗର ବିଧାୟକମାନେ ୪୦ ହଜାର ଟଙ୍କା ମାସିକ ଅଧିକ ଦରମା ପାଇବେ । ହେଲେ ନିଜ ଦରମାର କୌଣସି ବୃଦ୍ଧି ହୋଇନଥିବା କଥା କହିଛନ୍ତି ମମତା ବାନାର୍ଜୀ । କାରଣ ଦୀର୍ଘବର୍ଷ ହେବ ମମତା ବାନାର୍ଜୀ ବିଧାୟକ କିମ୍ବା ମୁଖ୍ୟମନ୍ତ୍ରୀ ପଦରେ ଥିଲେ […]
ବାସ୍ତବ ବ୍ୟୁରୋ: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆସନ୍ତା କାଲି ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । […]
ବାସ୍ତବ ବ୍ୟୁରୋ: ଆସାମର ଏକ ପ୍ଲାଷ୍ଟିକ ଗୋଡାଉନରେ ନିଆଁ ଲାଗିଯାଇଛି। ଫଳରେ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଆଜି ଏହି ଭୟଙ୍କର ଦୁର୍ଘଟଣା ଘଟିଛି। କାମରୁପ ମେଟ୍ରୋ ଜିଲ୍ଲାରେ ଥିବା ଜୋରବାତ ପ୍ଲାଷ୍ଟିକ ଗୋଡାଉନରେ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକଙ୍କଠୁ ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ପହଁଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କିନ୍ତୁ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ପୁଲିସ କହିଛି […]
ବାସ୍ତବ ବ୍ୟୁରୋ: ଆଜି ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଏହି ଅବସରରେ ଆଜି ପୁରୀ ଶ୍ରୀମନ୍ଦିରରେ ରହିଛି ସ୍ୱତନ୍ତ୍ର ନୀତିକାନ୍ତି। ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ସ୍ୱତନ୍ତ୍ର ଭୋଗରାଗ ଲାଗି କରାଯିବ। ବିଧି ଅନୁସାରେ ସାଗ, ତରକାରୀ, ପିଠା, ଝିଲି, […]


