ବାସ୍ତବ ବ୍ୟୁରୋ: ଆଗକୁ ନିର୍ବାଚନ ଥିବାରୁ ଖାଉଟିଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ଉଜ୍ଜଳା ଯୋଜନା ଆଧାରରେ ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏନେଇ ଆଜି କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଚଳିତ ମାସ ଅଗଷ୍ଟ ପହିଲାରୁ ପେଟ୍ରୋଲିୟନ କମ୍ପାନୀ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୧୦୦ ଟଙ୍କା ହ୍ରାସ କରିଥିଲେ । ତେବେ […]
ବାସ୍ତବ ବ୍ୟୁରୋ: ଘୋଷଣା ହେଲା ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମ୍ ପରୀକ୍ଷା ତାରିଖ । ଆସନ୍ତା ଅକ୍ଟୋବର ୧୫ ତାରିଖରେ ପ୍ରିଲିମ୍ ପରୀକ୍ଷା ଦେବେ ଓଡିଶା ସିଭିଲ୍ ସର୍ଭିସ ଆଶାୟୀ । ଏନେଇ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ତେବେ ଏ ସମ୍ପର୍କିତ ବିସ୍ତୃତ ତଥ୍ୟ ଆଗାମୀ ଦିନରେ ୱେବସାଇଟ୍ ଜରିଆରେ ଓପିଏସସି ଜଣାଇଦେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ତା […]
ନବୀନ ଦାଶ(ବରଗଡ଼):-ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅଧିନରେ ଟୋପ-ଖଲିଆ ପାଲି କୁତୁରୀ ଟିକ୍ରା ଆନ୍ଧ୍ରପଡ଼ା ରେ ଥିବା ରେଡ୍ଡୀ ଏଜେନ୍ସି ରେ ୱେଲଡିଂ ମେସିନ ସଜାଡିବାକୁ ଯାଇ ଜଣେ ୨୭ବର୍ଷୀୟାନ ଯୁବକ ମୁନୁ କୁମାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ପ୍ରକାଶ ଥାଉ କି ରାଞ୍ଚି ପଲାମୁ ଗାଆଁ ରୁ ଦୀର୍ଘ ଦିନରୁ ମୁନୁ କୁମାର ଆସି ଅତାବିରା ଟେମ୍ପୁ ଷ୍ଟାଣ୍ଡ ନିକଟରେ ଏକ ଇଲେକ୍ଟ୍ରିକାଲ […]
ବାସ୍ତବ ବ୍ୟୁରୋ: ପରଲୋକରେ ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ଡ.ଜୟନ୍ତ ମହାପାତ୍ର । କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ରାତି ୯ଟାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଡ. ମହାପାତ୍ର କିଛି ଦିନ ହେଲା ଅସୁସ୍ଥ ଥିଲେ। ଜ୍ବରରେ ପଡ଼ିବା ସହ ତାଙ୍କ ହୃତ୍ସ୍ପନ୍ଦନରେ ସମସ୍ୟା ଦେଖାଦେଇଥିଲା। ଘରେ ରହି ସେ ଚିକିତ୍ସିତ ହେଉଥିଲେ। ହୃଦ୍ରୋଗ ବିଶେଷଜ୍ଞ ପ୍ରଫେସର୍ ଡାକ୍ତର ବିଶ୍ୱଜିତ ଦାସଙ୍କ […]
ବାସ୍ତବ ବ୍ୟୁରୋ: କଳାହାଣ୍ଡି ଜିଲାର ଉତ୍କେଲାକୁ ଚଳିତ ମାସ ୩୧ ତାରିଖରୁ ଆରମ୍ଭ ହେବ ବିମାନ ଚଳାଚଳ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ସେହିପରି କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ମଧ୍ୟ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଉପସ୍ଥିତ ରହି ପତାକା ଦେଖାଇ ଏହାର ଶୁଭାରମ୍ଭ କରିବେ। ସେହି ଦିନ ସକାଳ ୧୦ଟା ୩୫ରେ ବିମାନଟି ଭୁବନେଶ୍ୱରରୁ ଉତ୍କେଲା ଅଭିମୁଖେ ଯାତ୍ରା କରିବ। ଉତ୍କେଲା ହେବ […]
ବାସ୍ତବ ବ୍ୟୁରୋ: ଆଜି ସକାଳେ ପଶ୍ଚିମବଙ୍ଗ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଗୋଦାମର ଛାତ ଉଡିଯାଇଛି। ଏହି ସମୟରେ ଫ୍ୟାକ୍ଟ୍ରିରେ ଅନେକ କର୍ମଚାରୀ ଥିଲେ। କିଛି କର୍ମଚାରୀ ଫସି ରହିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ସମୟରେ ଉତ୍ତର ୨୪ ପ୍ରଗଣା ଦତ୍ତପୁକୁର ଅଞ୍ଚଳରେ ଏହି ବିସ୍ଫୋରଣ ଘଟିଥିଲା। […]
ବାସ୍ତବ ବ୍ୟୁରୋ: ଚନ୍ଦ୍ରଯାନ -୩ ର ସଫଳତା ଅବସରରେ ବେଙ୍ଗଳୁରୁର ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି କି ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ। ତା ସହିତ ଯେଉଁଠି ଚନ୍ଦ୍ରଯାନ ୩ ଅବତରଣ କରିଛି, ଚନ୍ଦ୍ରର ସେହି ସ୍ଥାନକୁ ଶିବଶକ୍ତି ଏବଂ ଯେଉଁଠି ଚନ୍ଦ୍ରୟାନ ୨ ଅବତରଣ କରିଥିଲା, ତାର ନାଁ ତ୍ରିରଙ୍ଗା ରଖିଛନ୍ତି ମୋଦି। ଗତ ୨୩ରେ ଚନ୍ଦ୍ରଯାନ […]
ବାସ୍ତବ ବ୍ୟୁରୋ: ଇଣ୍ଡିଆ ସ୍ମାର୍ଟସିଟି ପୁରସ୍କାର ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଶୁକ୍ରବାର ଘୋଷଣା କରାଯାଇଥିବା ଏହି ପୁରସ୍କାରରେ ଇନ୍ଦୋର ପୁଣିଥରେ ଦେଶର ଶ୍ରେଷ୍ଠ ସ୍ମାର୍ଟ ସିଟି ହେବାର ଗୌରବ ଅର୍ଜନ କରିଛି । ସେହିପରି ଏଥର ଏହି ଲିଷ୍ଟରେ ସୁରତ ଦ୍ୱିତୀୟ ସ୍ଥାନରେ ଥିବାବେଳେ, ଆଗ୍ରା ତୃତୀୟ ସ୍ଥାନରେ ରହିଛି । ଅନ୍ୟପଟେ ସ୍ମାର୍ଟ ସିଟି ମିଶନ୍ ଲାଗୁ କରିବାରେ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ହେଇଛି ମଧ୍ୟପ୍ରଦେଶ […]
ବାସ୍ତବ ବ୍ୟୁରୋ: ସୁନାମ ଧନ୍ୟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏବେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଓଡିଆ ସିନେ ଇଣ୍ଡଷ୍ଟ୍ରିର କଳାକାର ଏବଂ ଅନ୍ୟ ବ୍ୟକ୍ତିବିଶେଷ ଭେଟିଛନ୍ତି। ଏହାସହ ପ୍ରଣବଙ୍କ ଆସୁ କାମନା କରିଛନ୍ତି ସାରା ଓଡ଼ିଶାବାସୀ ଏବଂ ତାଙ୍କୁ ଭଲ ପାଉଥିବା କୋଟି କୋଟି ସଙ୍ଗୀତପ୍ରେମୀ । କିଛି ଦିନ ତଳେ ପ୍ରଣବଙ୍କୁ ଡେଙ୍ଗୁ ହୋଇଥିଲା। ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। […]
ବାସ୍ତବ ବ୍ୟୁରୋ: ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଇସ୍ରୋର ଚନ୍ଦ୍ରଯାନ-୩ ନିରାପଦରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ସବୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଇସ୍ରୋ ବୈଜ୍ଞାନିକଙ୍କ ସମସ୍ତ ପ୍ରଚେଷ୍ଠା ଓ ପରିଶ୍ରମର ଫଳ ଆଜି ଦେଶବାସୀଙ୍କୁ ମିଳିଛି । ଇସ୍ରୋ ବୈଜ୍ଞାନିକଙ୍କୁ ନେଇ ସାରା ଦେଶ ଗର୍ବ କରୁଥିବା ବେଳେ ପ୍ରଶଂସାରେ ପୋତି ପକାଇଛି ବିଶ୍ୱ । ୨୦୧୯ ରେ […]


