ବାସ୍ତବ ବ୍ୟୁରୋ: ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ରାଜ୍ୟରେ ଅଗଷ୍ଟ ୧୮/୧୯ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଉତ୍ତର-ପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଆଗାମୀ ୧୨ଘଣ୍ଟା […]

ବାସ୍ତବ ବ୍ୟୁରୋ: ଆଜି ବାଲେଶ୍ୱର ଜିଲ୍ଲା ସୋର ଥାନା ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ ହୋଇ ୫ ଶ୍ରମିକ ଗୁରୁତର । ଏହି ଅଘଟଣ ଯୋଗୁ ପଥର ତଳେ ଜଣେ ଶ୍ରମିକ ଚାପି ହୋଇ ଯାଇଥିବା ଜଣାଯାଇଛି। ଆଜି ସକାଳେ ବାଗୁଡ଼ି ପଥର ଖାଦାନରେ ବ୍ଲାଷ୍ଟିଂ କରାଯାଇଥିଲା। ଉକ୍ତ ସମୟରେ ସେଠାରେ ଉପସ୍ଥିତ ଥିବା ଶ୍ରମିକଙ୍କ ଉପରେ ପଥର ଖଣ୍ଡମାନ ପଡ଼ିଥିଲା। ଫଳରେ ୫ ଜଣ ଗୁରୁତର ହୋଇ ପଡ଼ିଥିଲେ। […]

ବାସ୍ତବ ବ୍ୟୁରୋ: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି । ଏହି ଅବସରରେ ବାଜପେୟୀଙ୍କ ସମାଧି ସ୍ଥଳ ‘ସଦୈବ ଅଟଳ’ରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ବହୁ ବରିଷ୍ଠ ନେତା ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଜି ଭାରତରତ୍ନ […]

ବାସ୍ତବ ବ୍ୟୁରୋ: ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଭୁବନେଶ୍ୱର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ସେ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ସକାଳୁ ସେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏହା […]

ପ୍ରମୋଦ ନାୟକ(ଭୁବନେଶ୍ୱର) : ଚଳଚିତ୍ର ନିର୍ମାତାମାନେ କଷ୍ଟ୍ୟୁମ୍ ହେଉ କିମ୍ବା ମେକ୍‌ଅପ୍‌, ଭାଷା କିମ୍ବା ସେମାନ ସୁଟ୍ କରୁଥିବା ସ୍ଥାନ, ନିଜ କାର୍ଯ୍ୟକୁ ବାସ୍ତବ ରୂପ ଦେବା ପାଇଁ ସବୁବେଳେ ଚେଷ୍ଟା କରିଥାନ୍ତି । ଯେତେବେଳେ କୌଣସି ସ୍ଥାନ କିମ୍ବା ପୃଷ୍ଠଭୂମି ପ୍ରାସଙ୍ଗିକ ହୋଇଥାଏ, ସେତେବେଳେ ଏହା ଏକ ବାସ୍ତବ ସ୍ଥାନ ହୋଇଥାଉ କି ନାହିଁ, ଦର୍ଶକ ଶୋ’, କାହାଣୀ ଓ ଚରିତ୍ର ସହିତ ଯୋଡ଼ି ହେବାକୁ ସକ୍ଷମ ହୋଇଥାନ୍ତି […]

ବାସ୍ତବ ବ୍ୟୁରୋ: ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ । ତ୍ରିରଙ୍ଗା ନେଇ ଗୋଟିଏ ଛାତ୍ର ଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରକୁ ଯିବାବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକ୍ୟୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇଥିବା ଅଭିଯୋଗ ହୋଇଛି । ଫଳରେ ଗେଟ୍ ବାହାରେ ତ୍ରିରଙ୍ଗା ଧରି ଧାରଣାରେ ବସିଛନ୍ତି । ଅନ୍ୟ ଗୋଷ୍ଠୀ କ୍ୟାମ୍ପସ ଭିତରେ ରହିଛନ୍ତି । ଘଟଣାସ୍ଥଳରେ […]

ବାସ୍ତବ ବ୍ୟୁରୋ: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ସହ ସ୍ୱାଧୀନତାର ଅମୃତ ମହୋତ୍ସବର ସମାପନ ସହ ଦେଶ ଅମୃତ ଯୁଗରେ ପ୍ରବେଶ କରିବ । ଦୁଇ ବର୍ଷ ପୂର୍ବେ ଅହମ୍ମଦାବାଦର ସାବରମତି ଆଶ୍ରମରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଐତିହାସିକ କ୍ଷଣର ଶୁଭାରମ୍ଭ ହୋଇଥିଲା […]

ବାସ୍ତବ ବ୍ୟୁରୋ: ଓଡ଼ିଶାକୁ ମିଳିବ ଆଉ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ । ରାଉରକେଲା ଓ ଭୁବନେଶ୍ୱର ମଧ୍ୟରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ ବୋଲି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ଭୁବନେଶ୍ୱର ରେଳଷ୍ଟେସନଠାରେ ଅତ୍ୟାଧୁନିକ ତେଜସ୍ ରେକଯୁକ୍ତ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସର ଶୁଭାରମ୍ଭ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି, “ଓଡ଼ିଶାରେ ଦ୍ୱିତୀୟ ବନ୍ଦେ […]

ବାସ୍ତବ ବ୍ୟୁରୋ: ଆସନ୍ତା ୧୬ରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରୀ ୧୬ ତାରିଖରେ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଏବଂ ୧୭ ତାରିଖରେ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମଧ୍ୟ ଯୋଗ ଦେବେ । ଏହି ଦୁଇ ଦିନିଆ ଗସ୍ତ ସମୟରେ ପୁରୀ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେହିପରି ଅର୍ଥ […]

ବାସ୍ତବ ବ୍ୟୁରୋ: ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର। ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ଅଗଷ୍ଟ, ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, […]

Pin It on Pinterest