ଜୟନ୍ତ ଶତପଥୀ(ଡେରାବିଶ): ଆସନ୍ତା ୩୦ତାରିଖ ମଙ୍ଗଳବାର ସକାଳ ୯ଟା ସମୟରେ, ସଂଘ ର ନିଷ୍ପତ୍ତି କ୍ରମେ ନିଖିଳ ଓଡିଶା ନିର୍ମାଣ ଶ୍ରମିକ ସଂଘ ରାଜ୍ୟ ସାଧାରଣ ସମ୍ପାଦକ ତଥା ବିଶିଷ୍ଟ ଶ୍ରମିକ ନେତା ଅଶୋକ କୁମାର ତ୍ରିପାଠୀ ଙ୍କ ନେତୃତ୍ୱ ରେ ଏକ ଗଣଧାରଣା ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ରେ ସମ୍ମୁଖ୍ୟରେ କରାଯିବ ବୋଲି, ଶ୍ରୀ ତ୍ରିପାଠୀ କହିଛନ୍ତି । 1,,ମୃତ୍ୟୁକାଳୀନ ସହାୟତା ଅନୁନ୍ୟ 5ଲକ୍ଷ ଟଙ୍କା କୁ ବୃଦ୍ଧି […]
ବାସ୍ତବ ବ୍ୟୁରୋ: ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ପ୍ରଧାନମନ୍ତ୍ରୀ ନୂଆ ସଂସଦ ଭବନ ପରିସରରେ ପହଞ୍ଚିଥିଲେ। ନୂଆ ସଂସଦ ଭବନ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପାରମ୍ପରିକ ବେଶପୋଷାକ ସାଜି ୧ ନମ୍ବର ଫାଟକ ବାଟେ ସଂସଦ ପରିସରକୁ ପ୍ରବେଶ କରିଥିଲେ। ସେଠାରେ ତାଙ୍କୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ସ୍ବାଗତ କରିଥିଲେ। ନୂଆ ସଂସଦ ଭବନ ଲୋକାର୍ପଣ ନିମନ୍ତେ ଆୟୋଜିତ ପୂଜାରେ ପ୍ରଧାନମନ୍ତ୍ରୀ ଓ […]
ସଂଜୟ ଶତପଥୀ(କଟକ): ଶନିବାର ସନ୍ଧ୍ୟାରେ କଟକ ଟାଉନ ହଲ ଠାରେ କଟକ ମହାନଗର ବିଜୁ ଯୁବ ଜନତା ଦଳ ତଥା ବାରବାଟୀ କଟକ ଯୁବ ବିଜେଡି ତରଫରୁ କଟକ ମହାନଗର ଯୁବ ସଭାପତି ସୌମ୍ୟଦୀପ ଘୋଷ ଏବଂ ବାରବାଟୀ ଯୁବ ବିଜେଡି ସଭାପତି ସୟଦ ଜଲିଲ ଙ୍କ ନେତୃତ୍ୱ ରେ ବାରବାଟୀ କଟକ ର ୱାର୍ଡ ସ୍ତରୀୟ ବୈଠକ ଏବଂ ନୂତନ ୩୨ ଗୋଟି ୱାର୍ଡ ର ଯୁବ ସଭାପତି […]
ବାସ୍ତବବ୍ୟୁରୋ(ଢେଙ୍କାନାଳ): ତା ୨୬: ୦୫ ଢେଙ୍କାନାଳ ଜିଲ୍ଲା ଗଁଅଦିଆ ବ୍ଲକ ପାଞ୍ଚକେନ୍ଦୁ ( ଟୋଲଙ୍କପାଟିଆ ) ଗ୍ରାମର ମାନସ ପାତ୍ର ବୟସ ୪୬ ବର୍ଷ ଆଜି ସନ୍ଧ୍ୟା ୬ଘଟିକା ସମୟରେ ଶୌଚ ହେବାପାଇଁ ଯାଇ ନାଳରେ ପଡି ମୃତ୍ୟୁବରଣ କରିଛନ୍ତି । ସୁଚନା ଅନୁଯାଇ, ଟୋଲଙ୍କପାଟିଆ ଗ୍ରାମଦେଇ ଯାଇଥିବା ଚତୁରୀ ନାଳରେ ମାନସ ବୁଡିଯାଇ ମୃତ୍ୟୁ ବରଣ କରିଛନ୍ତି।ଏହି ଗ୍ରାମର ସମସ୍ତ ଅଧିବାସୀ ଓ ଗୃହପାଳିତ ପଷୁ ଏହି ଚତୁରୀନଳ […]
ଜୟନ୍ତ ଶତପଥୀ(ଡେରାବିଶ): ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଦାନପୁର ପଞ୍ଚାୟତ ଭାଗବତ ପୁର ଗ୍ରାମ ରେ ଟ୍ରାକ୍ଟର ମାଟି ନେଇ ନାଳ ବନ୍ଧ କଚା ରାସ୍ତା ରେ ଯାଉଥିବା ବେଳେ ମାଟି ଧସେଇ ଯିବାରୁ ଟ୍ରାକ୍ଟରଟି ଓଲଟି ପଡିଥିଲା ।ଗାଡି ନାଳ କୁ ଛିଟିକି ପଡିବାରୁ ଗାଡି ତଳେ ଚାପି ହୋଇ ଡ୍ରାଇଭର ମନୋଜ କୁମାର ନାୟକ ଙ୍କ ମୃତୁ ହୋଇଥିବାବେଳେ,ଗାଡି ରେ ଥିବା ହେଲଫର ଗୁରୁତର ହୋଇଛି । ଡ୍ରାଇଭର […]
ବାସ୍ତବ ବ୍ୟୁରୋ: ଆସନ୍ତା ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ […]
ବାସ୍ତବ ବ୍ୟୁରୋ: ପ୍ରଖ୍ୟାତ ଅର୍ଥନୀତିଜ୍ଞ ଷ୍ଟିଭ ହାଙ୍କେ ବିଭିନ୍ନ ଦେଶର ଆର୍ଥିକ ସ୍ଥିତିକୁ ଦୃଷ୍ଟିରେ ରଖି ତାଙ୍କ ବାର୍ଷିକ ରିପୋର୍ଟ Annual Misery Index (HAMI)ରେ ଆଫ୍ରିକୀୟ ଦେଶ ଜିମ୍ବାୱେ ବିଶ୍ୱର ସବୁଠାରୁ ଦୁଃଖୀ ଦେଶ ବୋଲି ଉଲ୍ଲେଖ କରିଛନ୍ତି। ଏଠାରେ ଲୋକମାନେ ଅତ୍ୟନ୍ତ କଷ୍ଟରେ ରହୁଛନ୍ତି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ଜିମ୍ବାୱେ ଦୁଃଖୀ ତାଲିକାରେ ଯୁଦ୍ଧଗ୍ରସ୍ତ ଦେଶ ୟୁକ୍ରେନ, ସିରିୟା ଓ ସୁଦାନକୁ ମଧ୍ୟ ଅତିକ୍ରମ […]
ବାସ୍ତବ ବ୍ୟୁରୋ: ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୭,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୩୫ […]
ବାସ୍ତବ ବ୍ୟୁରୋ: ମେ ୨୯ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବିଧିବଦ୍ଧଭାବେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ଦୁଇରେ ନାମଲେଖା ଲାଗି ଆବେଦନର ଶେଷ ତାରିଖ ଜୁନ୍ ୨୦। ଏସଏଏମଏସ୍ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଜୁନ ୨୮ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ। ଜୁଲାଇ ୨୯ ତାରିଖରୁ […]
ନୂଆଦିଲ୍ଲୀ: ଉଦଘାଟନ ହେବ ନୂତନ ସଂସଦ ଭବନ ।ବିରୋଧୀଙ୍କ ଆପତ୍ତି ଅଭିଯୋଗ ମଧ୍ୟରେ ସ୍ଥିର ହେଲା ତାରିଖ । ଆସନ୍ତା ମେ’ ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ନୂତନ ସଂସଦ ଭବନକୁ ଆନୁଷ୍ଠାନିକ ଭାବେ ଉଦଘାଟନ ହେବ। ଏସଂପର୍କରେ ସଂସଦ ସଚିବାଳୟ ପକ୍ଷରୁ ଦିଆଯାଇଥିବା ସରକାରୀ ନିମନ୍ତ୍ରଣପତ୍ରରୁ ଜଣାପଡିଛି ଯେ ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଉଦାଘାଟନୀ ସମାରୋହରେ ଯୋଗଦେଇ ନୂତନ […]


