ବ୍ରଜବିହାରୀ ଶଢଙ୍ଗୀ(ଭଞ୍ଜନଗର): ଭଞ୍ଜନଗର ମା ଠାକୁରାଣୀଙ୍କ ଐତିହାସିକ ଯାତ୍ରା ୨୧ ଦିନ ବ୍ୟାପି ଯାତ୍ରା ର ଶେଷ ଦିନ ଆଜି।୨୧ ଦିନ ମଧ୍ୟରେ ମା ଭଞ୍ଜନଗର ବିଭିନ୍ନ ସାହି ବୁଲି ଭକ୍ତଙ୍କ ପୂଜା ପାଇଥିଲେ।ପ୍ରତ୍ୟକଦିନ ବହୁ ପଟୁଆର ସବୁ ବାହାରି ନଗର ଭ୍ରମଣ ହୋଇଥିଲା। ସହରର ବିଭିନ୍ନ ଜାଗାରେ ମିନା ବଜାର, ଦୋଳି, ଅପେରା ସବୁ ହୋଇଥିଲା ।ଭଞ୍ଜନଗର ସହର ର ପାଖେ ପାଖି ଗ୍ରାମ ମାନଙ୍କରୁ ଜନସମାଗମ ହୋଇ […]
ବାସ୍ତବ ବ୍ୟୁରୋ: ଆଜି କେନ୍ଦ୍ରୀୟ ଲୋକସେବା ଆୟୋଗ (UPSC) ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ୨୦୨୨ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୯୩୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ଟପ୍-୪ରେ ୪ଜଣ ଯୁବତୀ ଥିବା ଦେଖାଯାଇଛି। ଈଶିତା କିଶୋର ଟପ୍ପର ହୋଇଥିବା ବେଳେ ଦ୍ବିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହରାତି ଏନ୍ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ରା ରହିଛନ୍ତି। ଅନ୍ତିମ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୭୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା […]
ବାସ୍ତବ ବ୍ୟୁରୋ: ଆଜି ରିଜର୍ଭ ବ୍ୟାଙ୍କ୍ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ କହିଛନ୍ତି,ଅଚଳ ନୁହେଁ ୨୦୦୦ ଟଙ୍କିଆ ନୋଟ୍ । ଆମେ ପ୍ରସାରଣରୁ (ବଜାରରୁ) ୨୦୦୦ ଟଙ୍କିଆ ନୋଟ୍ ପ୍ରତ୍ୟାହାର କରି ନେଉଥିଲେ ବି ଏହା ସଚଳ ମୁଦ୍ରା ହୋଇ ରହିବ। ରିଜର୍ଭ ବ୍ୟାଙ୍କ୍ର ପୂର୍ବ ନିର୍ଦେଶ ମୁତାବକ କେହି ୨୦୦୦ ଟଙ୍କିଆ ନୋଟ୍ ଗ୍ରହଣ କରିବାକୁ ମନା କରିପାରିବେ ନାହିଁ। ୨୦୦୦ ଟଙ୍କିଆ ନୋଟ୍ ସଚଳ ହୋଇଥିବାରୁ ବ୍ୟବସାୟ ପ୍ରତିଷ୍ଠାନ […]
ପ୍ରମୋଦ ନାୟକ(ଭୁବନେଶ୍ବର): ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଲେ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି | ଏହି ସମୟରେ ଲୋକସେବା […]
ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦି କମ୍ପାନିଅନ୍ ଅଫ୍ ଦି ଅର୍ଡର୍ ଅଫ୍ ଫିଜି’ ପ୍ରଦାନ କରାଯାଇଛି। ବୈଶ୍ବିକ ନେତୃତ୍ବ ଲାଗି ଫିଜିର ପ୍ରଧାନମନ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ ‘ଦି କମ୍ପାନିଅନ୍ ଅଫ୍ ଦି ଅର୍ଡର୍ ଅଫ୍ ଫିଜି’ ପ୍ରଦାନ କରିଛନ୍ତି। ଏଯାବତ୍ ମାତ୍ର ସ୍ବଳ୍ପ କେତେଜଣ ଅଣ-ଫିଜୀୟ ଏହି ସମ୍ମାନ ପାଇଛନ୍ତି। କୌଣସି ଅଣ-ଫିଜି ନାଗରିକଙ୍କ […]
ବାସ୍ତବ ବ୍ୟୁରୋ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ବିଜେପି । ମେ’ ୬ ତାରିଖରେ ବାରିପଦା ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେବା ବେଳେ ୯ ମିନିଟ୍ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି […]
ମନୋଜ ମହାନ୍ତି(ଭୁବନେଶ୍ବର): ସବୁ କଳ୍ପନା ଜଳ୍ପନାର ଅନ୍ତ, କାଲି ସକାଳ ୯ଟା ୫୦ରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ନେବେ ନୂଆ ମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି।ହେଲେ ନୂଆ ମନ୍ତ୍ରୀମାନଙ୍କ ନାମ ଏଯାଏ ଅସ୍ପଷ୍ଟ । ଆସନ୍ତାକାଲି ଠିକ୍ ସକାଳ ୯ଟା ୫୦ମିନିଟ୍ ରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ।ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ […]
ବାସ୍ତବ ବ୍ୟୁରୋ: ସ୍ପେନର ରାଜଧାନୀ ଜରଗୋଜା ଏୟାରବେସରେ ଏକ ଏଫ୍/ଏ-୧୮ ହର୍ନେଟ୍ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ବିମାନରେ ନିଆଁ ଲାଗିଯାଇଥିଲା। ଏହାର ଏକ ଭିଡିଓ ଟ୍ୱିଟରରେ ଖୁବ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖାଯାଉଛି ଯେ ଲଢୁଆ ବିମାନଟି ଖସିପଡ଼ିବା ପରେ ସେଥିରେ ବଡ଼ ବିସ୍ଫୋରଣ ହେଉଛି । ଏହି ଭିଡିଓରେ ଦେଖିବାକୁ ମିଳୁଛି ଯେ ଆମେରିକା ନିର୍ମିତ ଏଫ୍-୧୮ ହର୍ନେଟ୍ ଲଢୁଆ ବିମାନ ବହୁତ ଉଚ୍ଚତାରୁ […]


