ବାସ୍ତବ ବ୍ୟୁରୋ: ଆଜି ଆଇଏଏସ ସ୍ତରରେ ଏକ ଛୋଟଧରଣର ବଦଳି କରିଛନ୍ତି ରାଜ୍ୟ ସରକାର । ଗଜପତିର ନୂଆ ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଦାୟିତ୍ୱ ମିଳିଥିବାବେଳେ ଜିଲ୍ଲାପାଳ ଥିବା ଲିଙ୍ଗରାଜ ପଣ୍ଡାଙ୍କୁ ସାମାଜିକ କଲ୍ୟାଣ ସହ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ଏଥିପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, […]

ବାସ୍ତବ ବ୍ୟୁରୋ: ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ହ୍ୱାଇଟ ହାଉସରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ ଓ ପ୍ରଥମ ମହିଳା ଜିଲ ବାଇଡେନ। ଦୁଇ ଦେଶର ଜାତୀୟ ସଂଗୀତ ସହ ୧୯ ତୋପ ସଲାମୀ ଦ୍ୱାରା ମୋଦିଙ୍କୁ ହ୍ୱାଇଟ ହାଉସରେ ସ୍ୱାଗତ କରାଯାଇଛି। ହ୍ୱାଇଟ ହାଉସ୍‌ରେ ମୋଦିଙ୍କୁ ସ୍ୱାଗତ କରି ବାଇଡେନ କହିଛନ୍ତି, “ଆମେ ଏକାଠି ଅନେକ ସମୟ ବିତାଇଛୁ। ମୁଁ ଉପ […]

କଟକ୨୨।୦୬(ନି.ପ୍ର):ପବିତ୍ର ରଥଯାତ୍ରା ଅବସରରେ ମହାନଦୀ ବିହାର ସ୍ଥିତ ମଙ୍ଗଳା ଛକ ଠାରେ ଶ୍ରୀଗୁଣ୍ଡିଚା ମହୋତ୍ସବ କମିଟି ଆନୁକୁଲ୍ୟରେ ଆଠ ଦିନ ଧରି ଆୟୋଜିତ ହେଉଥିବା ସାଂସ୍କୃତିକ ଉତ୍ସବର ତୃତୀୟ ସନ୍ଧ୍ୟା ଅନୁଷ୍ଟିତ ହୋଇଯାଇଛି । ପ୍ରାମ୍ଭରରେ ଶିଖରପୁରର ଅଗ୍ରଣୀ ନୃତ୍ୟ ଓ ସଙ୍ଗୀତ ଅନୁଷ୍ଠାନ ଓମ ସାଇ କଳକେନ୍ଦ୍ରର ସମ୍ପାଦିକା ପୁଷ୍ପିତା ମିଶ୍ରଙ୍କ ନେତୃତ୍ୱରେ ଛାତ୍ର ଛାତ୍ରୀମାନେ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ । କମିଟିର ଆବାହକ ସଞ୍ଜୟ […]

ବାସ୍ତବ ବ୍ୟୁରୋ: ଆଜି (୨୨ ଜୁନ୍‌, ଗୁରୁବାର) ରାଜ୍ୟକୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ। ଫଳରେ ଏବେ ମୌସୁମୀ ବର୍ଷାରେ ଭିଜିବ ସମଗ୍ର ରାଜ୍ୟ। ରାଜଧାନୀ ଭୁବନେଶ୍ୱରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୯୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାର କିଛି-କିଛି ଅଂଚଳରେ ବର୍ଷା ଲାଗିରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ […]

କଟକ୨୧।୦୬(ନି.ପ୍ର) : ପବିତ୍ର ରଥଯାତ୍ରା ଅବସରରେ ମହାନଦୀ ବିହାର ସ୍ଥିତ ମଙ୍ଗଳା ଛକ ଠାରେ ଶ୍ରୀଗୁଣ୍ଡିଚା ମହୋତ୍ସବ କମିଟି ଆନୁକୁଲ୍ୟରେ ଆଠ ଦିନ ଧରି ଆୟୋଜିତ ହେଉଥିବା ସାଂସ୍କୃତିକ ଉତ୍ସବର ଦ୍ଵିତୀୟ ସନ୍ଧ୍ୟା ଅନୁଷ୍ଟିତ ହୋଇଯାଇଛି । କମିଟିର ଆବାହକ ସଞ୍ଜୟ ଜେନାଙ୍କ ନେତୃତ୍ୱରେ ଦ୍ଵିତୀୟ ସନ୍ଧ୍ୟାରେ ଚୌଦ୍ଵାର କଟକର ପୂର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ଵାଳ ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶିଖରପୁର […]

ବାସ୍ତବ ବ୍ୟୁରୋ: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ପାରିତ ହୋଇଯାଇଛି। ତେବେ ଆସନ୍ତୁ ଜାଣିବା କେଉଁ କେଉଁ ପ୍ରସ୍ତାବକୁ ଅନୁମୋଦନ ମିଳିଛି ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।

ବାସ୍ତବ ବ୍ୟୁରୋ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଆସନ୍ତାକାଲି ଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତ ଆସୁଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର। ଆସନ୍ତାକାଲି ଅପରାହ୍ନ ୪ଟାରେ ଝାରସୁଗୁଡ଼ାରେ ପହଞ୍ଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ସେଠାରେ ବରଗଡ଼ ଲୋକସଭା କ୍ଷେତ୍ରର କର୍ମକର୍ତ୍ତାଙ୍କ ସହ ସେ ବୈଠକ କରିବେ। ତା’ପରେ ବୁର୍ଲା ଯାଇ ସେଠାରେ ରାତ୍ରଯାପନ କରିବେ। ୨୩ ତାରିଖରେ କଳାହାଣ୍ଡି ଜିଲ୍ଲାକୁ […]

ବାସ୍ତବ ବ୍ୟୁରୋ: ୨୧ ତାରିଖ ପରିବର୍ତ୍ତେ ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ୨୨ ତାରିଖରୁ ଖୋଲିବ ସ୍କୁଲ। ଗ୍ରୀଷ୍ମପ୍ରବାହ ପାଇଁ ୨୧ ତାରିଖ ପରିବର୍ତ୍ତେ ୨୨ରେ ସ୍କୁଲ ଖୋଲିବା ନେଇ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ସମ୍ବଲପୁରରେ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ଚାଲିବ। ସାଢ଼େ ୬ରୁ କ୍ଲାସ ଆରମ୍ଭ ହୋଇ ଦିନ ୧୦ଟା ପର୍ଯ୍ୟନ୍ତ ଚାଲିବ। ୯ଟା ୩୦ରୁ ୧୦ଟା ମଧ୍ୟରେ ପିଲାଙ୍କୁ […]

ବାସ୍ତବ ବ୍ୟୁରୋ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଟୁଇଟରରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ […]

Pin It on Pinterest