ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]
ବାସ୍ତବ ବ୍ୟୁରୋ: ଗୁରୁବାର ଦିନ କେନ୍ଦ୍ରୀୟ ଆଫ୍ରିକୀୟ ଦେଶ କଙ୍ଗୋର ପୂର୍ବାଞ୍ଚଳରେ ଭୀଷଣ ବୃଷ୍ଟିପାତଜନିତ ଆକସ୍ମିକ ବନ୍ୟା ଏବଂ ପାହାଡ଼ସ୍ଖଳନଜନିତ ମୃତ୍ୟୁସଂଖ୍ୟ ୨୦୦ ଅତିକ୍ରମ କରିଯାଇଥିବା କଥା ଦକ୍ଷିଣ କିବୁ ପ୍ରଦେଶର ସ୍ଥାନୀୟ ସରକାରୀ ଅଧିକାରୀମାନେ କହିଛନ୍ତି। କାଲେହେର ପ୍ରଶାସକ ଟୋମାସ୍ ବ୍ୟାଙ୍କେଜ୍ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ, ଶନିବାରସୁଦ୍ଧା ୨୦୩ଟି ଶବ ଉଦ୍ଧାର କରାଯାଇଛି। ନିଖୋଜ ହୋଇଯାଇଥିବା ଆହୁରି ଅନେକଙ୍କୁ ଠାବ କରିବା ଲାଗି ଉଦ୍ୟମ ଜାରି ରହିଛି। ଶହ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୫୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]
ବାସ୍ତବ ବ୍ୟୁରୋ:ମେ ତୃତୀୟ ସପ୍ତାହରେ ମାଟ୍ରିକ ଏବଂ ମେ ଶେଷ ସପ୍ତାହ ସୁଦ୍ଧା + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିବାର ସମ୍ଭାବନା ଥିବା କଥା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ। ମନ୍ତ୍ରୀ କହିଛନ୍ତି, ଯଦିଓ ପରୀକ୍ଷାଫଳ ତାରିଖ ନିର୍ଦ୍ଧାରିତ ହୋଇନାହିଁ, କିନ୍ତୁ ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ। ଏଦିଗରେ ବୋର୍ଡ ଓ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟ କରୁଛନ୍ତି। […]
ସଂଜୟ ଶତପଥୀ(କଟକ): ବହୁ ପୁରାତନ ଆଧ୍ୟାତ୍ମିକ ପୀଠ କଟକ ଶେଖ୍ ବଜାର ର ଶ୍ରୀ ରଘୁନାଥ ଜୀଉଙ୍କ ବିଜେ ପୀଠସ୍ଥଳୀ ଲାଲାମଠ ଠାରେ ପବିତ୍ର ହିନ୍ଦୁ ଧର୍ମର ପ୍ରଚାର ଓ ସନାତନ ଧର୍ମ ର ପ୍ରସାର ଉଦ୍ଦେଶ୍ୟରେ ଏକଦିବସୀୟ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଙ୍କ ର ଲୀଳା ସ୍ଥାନୀୟ ଯୁବକମାନଙ୍କ ଦ୍ୱାରା ପ୍ରସିଦ୍ଧ ନାଟ୍ୟ ନିର୍ଦ୍ଦେଶକ ଶ୍ରୀ ଅନିରୁଦ୍ଧ ସେନାପତି ଙ୍କ ନିର୍ଦ୍ଦେଶନାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଟକର […]
ସଂଜୟ ଶତପଥୀ(କଟକ): ଆତ୍ମବିଦ୍ୟା ବିହାର ଓଡ଼ିଶା ଆନୁକୁଲ୍ୟରେ ଦୁଇ ଦିନିଆ ସନ୍ଧ୍ୟା କାଳୀନ ଆତ୍ମଜ୍ଞାନ ଯଜ୍ଞ ଶନିବାର ମହାନଦୀବିହାର ସ୍ଥିତ ମହାନଦୀଭବନ ଠାରେ ମହାସମାରୋହରେ ଉଦଘାଟିତ ହୋଇଯାଇଛି । ଏହି ଭବ୍ୟ ସନ୍ଧ୍ୟାରେ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଆତ୍ମଜ୍ଞାନ ବିଶାରଦ ସ୍ବାମୀ ଶୁଦ୍ଧାନନ୍ଦଜୀ ଆତ୍ମଜ୍ଞାନ ଯଜ୍ଞରେ ଭାବରସ ମୁଖବାଣୀ ପ୍ରଦାନ କରି ଆମେ କେହି ଆରମ୍ଭରୁ ନଥିଲୁ କି ଶେଷଯାଏ ରହିବା ନାହିଁ, କିନ୍ତୁ ମର ସ୍ୱରୂପ ସୁଖ ସ୍ୱରୂପ […]
ବାସ୍ତବ ବ୍ୟୁରୋ: ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟ ପ୍ରଭାବରେ ସେହି ଅଞ୍ଚଳରେ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଏହା ପରେ ଏହି ଅବପାତ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୩୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୧,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୬୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼। ଆସନ୍ତାକାଲି କଟକ ଜୁଡିସିଆଲ ଏକାଡେମିରେ ହେବାକୁ ଥିବା ନ୍ୟାସନାଲ କନ୍ଫରେନସ ଅନ ଡିଜିଟାଇଜେସନ ପେପରଲେସ କୋର୍ଟ ସମ୍ମିଳନୀରେ ସେ ଯୋଗ ଦେବେ। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ହାଇକୋର୍ଟର ବିଚାରପତିମାନେ ଯୋଗ ଦେବାର କାର୍ଯ୍ୟକ୍ରମ […]
ବାସ୍ତବ ବ୍ୟୁରୋ : କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। କେନ୍ଦୁପତ୍ର ହିତାଧିକାରୀଙ୍କୁ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି । ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । […]


