ବାସ୍ତବ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପାଇଁ ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ କମିଟି ଚିଠି ଲେଖୁ ବୋଲି ସେ କହିଛନ୍ତି । ରତ୍ନଭଣ୍ଡାର କେବେ ଖୋଲିବ ସରକାର ନିଷ୍ପତି ନେବେ ବୋଲି କହିଥିଲେ । ସେପଟେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇଥିଲା ଏବଂ ଖୋଲିବାକୁ ସେ ନିବେଦନ କରିଛନ୍ତି […]

ବାସ୍ତବ ବ୍ୟୁରୋ: ଆଜି ଭୋରରୁ ରାଜସ୍ଥାନ ଓ ମଣିପୁର ଠାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରାଜସ୍ଥାନର ଜୟପୁରରେ ୩ ଥର ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ମଣିପୁରରେ ଥରେ ଏହା ଅନୁଭୂତ ହୋଇଥିବା ଜଣାଯାଇଛି। ଫଳରେ ଭୟଭୀତ ହୋଇ ଲୋକେ ଘର ଛାଡ଼ି ଖୋଲା ପଡ଼ିଆକୁ ପଳାଇଲେ। ଭୂମିକମ୍ପ ଯୋଗୁ ଉଭୟ ରାଜ୍ୟ ଧନଜୀବନ ହାନୀ ହୋଇଥିବା ନେଇ କୌଣସି ସୂଚନା ମିଳିନି । ଜାତୀୟ ଭୂମିକମ୍ପ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୩ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବନ୍ୟା ଜଳ ପରିଚାଳନା ପାଇଁ ଗେଟ ଖୋଲିବାକୁ ନିଷ୍ପତି ନେଇଛନ୍ତି ଡ୍ୟାମ କର୍ତୃପକ୍ଷ । ତେଣୁ ଏହା ପୂର୍ବରୁ ମହାନଦୀ ଉପକୂଳରେ ବସବାସ କରୁଥିବା ସର୍ବସାଧାରଣଙ୍କୁ ଆଗୁଆ ସତର୍କ କରାଯାଇଛି […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ କ୍ଷେତ୍ର । ଏନେଇ ଟ୍ୱିଟ୍ କରି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା […]

ବାସ୍ତବ ବ୍ୟୁରୋ: ଆସନ୍ତା ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ଏସିଆ କପ୍ ଟୁର୍ଣ୍ଣାମେଣ୍ଟ । ଏଥିସହିତ ସେପ୍ଟେମ୍ବର ୨ ତାରିଖରେ ଦୁୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ-ପାକିସ୍ତାନ କ୍ରିକେଟ୍ ପଡିଆରେ ମୁହାଁମୁହିଁ ହେବେ ବୋଲି ଜୟ ଶାହା ଘୋଷଣା କରିଛନ୍ତି । ଏସିଆନ୍ କ୍ରିକେଟ୍ କାଉନସିଲ୍ ତରଫରୁ ଏସିଆ କପ୍ ଖେଳସୂଚୀ ଜାରି କରାଯାଇଛି । ଆସନ୍ତା ଅଗଷ୍ଟ ୩୦ ତାରିଖରୁ ଏହା ଆରମ୍ଭ ହେଇ […]

ବାସ୍ତବ ବ୍ୟୁରୋ: ଟମାଟୋ ଦର ପୁଣି କମ୍ କଲେ କେନ୍ଦ୍ର ସରକାର । ସରକାରଙ୍କ ତରଫରୁ ସାଧାରଣ ଲୋକଙ୍କୁ ଯୋଗେଇ ଦିଆଯାଉଥିବା ସବସିଡି ଟମାଟୋ ଏଣିକି କିଲୋ ପିଛା ୮୦ ଟଙ୍କା ନୁହେଁ ବରଂ ୭୦ ଟଙ୍କାରେ ବିକ୍ରି ହେବ ବୋଲି ସରକାର ଘୋଷଣା କରିଛନ୍ତି । ଆସନ୍ତାକାଲି ଅର୍ଥାତ ଜୁଲାଇ ୨୦ ତାରିଖରୁ ଏହା ସାଧାରଣ ଲୋକଙ୍କ ପାଇଁ ଉପଲବ୍ଧ ହେବ । କେନ୍ଦ୍ର ସରକାର ଗତ ସପ୍ତାହର […]

ବାସ୍ତବ ବ୍ୟୁରୋ: ସାହାରା ଚିଟଫଣ୍ଡ ଜମାକାରୀ ଫେରି ପାଇବେ ସେମାନଙ୍କ ଟଙ୍କା।  ଆଜି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଏକ ରିଫଣ୍ଡ୍ ପୋର୍ଟାଲ(https://mocrefund.crcs.gov.in)ର ଉନ୍ମୋଚନ କରିଛନ୍ତି। ସାହାରା ରିଫଣ୍ଡ ପୋର୍ଟାଲ ବା ୱେବସାଇଟରେ ଜମାକାରୀ କିଭଳି ଟଙ୍କା ଫେରିପାଇବେ ସେ ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ରହିଛି। ଏହା ଦ୍ୱାରା ପ୍ରାୟ ୧୦ କୋଟି ଜମାକାରୀ ଉପକୃତ ହେବେ ବୋଲି ଆଶା ରହିଛି। ଆବଶ୍ୟକ ସ୍ଥାନରେ ତଥ୍ୟ […]

ବାସ୍ତବ ବ୍ୟୁରୋ: ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତିଲା ଭଦ୍ରକରୁ ବାଲେଶ୍ୱର ଯାଉଥିଲା ମେମୁ ଟ୍ରେନ୍। ଆଜି ଅପରାହ୍ନରେ ବାଲେଶ୍ୱର ଜିଲ୍ଲା ନୀଳଗିରି ରୋଡ୍ ବରୁଣସିଂ ଷ୍ଟେସନ ପାଖରେ ଏହି ଘଟଣା ଘଟିଛି। ଏହି ଟ୍ରେନ୍‌ କୌଣସି କାରଣରୁ ଲୁପ ଲାଇନରେ ପଶି ଯାଇଥିଲା। ତେବେ ସିଗନାଲ କିମ୍ବା ଟ୍ରାକର ତ୍ରୁଟି ଜଣା ପଡିନଥିବା ବେଳେ ଲୋକ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ହଜାର ହଜାର ଯାତ୍ରୀଙ୍କ ଜୀବନ ବଞ୍ଚି ଯାଇଛି। ନୀଳଗିରି ରୋଡ଼ରେ ଦୁଇ […]

ବାସ୍ତବ ବ୍ୟୁରୋ: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ରମାଦେବୀ ଜୁନିୟର କଲେଜକୁ ଭୁବନେଶ୍ୱରର ୟୁନିଟ ୯ ବାଳିକା ସ୍କୁଲକୁ ଉଠିଯିବ ବୋଲି ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦଶାଳୟର ନିର୍ଦ୍ଦେଶକ। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ କଳା ଓ ବାଣିଜ୍ୟ ବିଭାଗ ସ୍ଥାନାନ୍ତର ହେବ । ୟୁନିଟ ୯ ବାଳିକା ସ୍କୁଲରେ ଲାବୋରୋଟୋରୀ ନଥିବାରୁ ଥିବାରୁ ବିଜ୍ଞାନ […]

ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶର ଭୋପାଲରୁ ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସର ଏକ କୋଚ୍‌ର ବ୍ୟାଟେରୀ ବକ୍ସରେ ସୋମବାର ସକାଳେ ନିଆଁ ଲାଗିଯାଇଥିଲା। ତେବେ ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି। କାହାରି କିଛି ହୋଇନାହିଁ। ବ୍ୟାଟେରି ସ୍ପାର୍କ କରିବାରୁ ଟ୍ରେନ୍‌ର ୧୪ ନମ୍ବର କୋଚ୍‌ରୁ ପ୍ରଥମେ ନିଆଁ ଲାଗିଥିବାର ଦେଖିବାକୁ ମିଳିଥିଲା। ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବିଭାଗର ଏକ ଦଳକୁ ତୁରନ୍ତ ଘଟଣାସ୍ଥଳକୁ ଡକା ଯାଇଥି‌ଲା। ଅଗ୍ନିଶମ କର୍ମଚାରୀ […]

Pin It on Pinterest