ସଂଜୟ ଶତପଥୀ(କଟକ): କଟକ ମହାନଗର ନିଗମର ୨୧ ନମ୍ବର ଓ୍ବାର୍ଡ ର କର୍ପୋରେଟର କାର୍ଯ୍ୟାଳୟ ସ୍ଥାନୀୟ ଟାଉନ୍ ହଲ୍ ରୋଡ଼ ଠାରେ ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ବିଜୁଜନତା ଦଳ ସଭାପତି ଶ୍ରୀ ଦେବାଶିଷ ସାମନ୍ତରାୟ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ସାମନ୍ତରାୟ ଯୋଗଦେଇ ପଣ୍ଡିତଙ୍କ ମନ୍ତ୍ରୋଚ୍ଚାରଣ ମଧ୍ୟରେ ରିବନ୍ କାଟି ନୂତନ କାର୍ଯ୍ୟାଳୟ ର ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।୨୧ ନମ୍ବର ଓ୍ବାର୍ଡ […]
ବାସ୍ତବ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ଟମାଟୋ କିଲୋ ପ୍ରତି ଏବେ ୨୦୦ ଟଙ୍କା। କେବଳ ଦିଲ୍ଲୀ ନୁହେଁ ଦେଶର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଟମାଟୋ ଦର ଆକାଶ ଛୁଆଁ। ତେବେ, ଟମାଟୋର ଆକାଶ ଛୁଆଁ ଦର ବୃଦ୍ଧିକୁ ଜନ ଅସନ୍ତୋଷ ତୀବ୍ର ହେବା ପରେ ଚେତିଛନ୍ତି କେନ୍ଦ୍ର ସରକାର। ଦେଶରେ ପ୍ରବଳ ବର୍ଷା ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶର ବିଭିନ୍ନ ସ୍ଥାନରେ ଟମାଟୋର ଖୁଚୁରା ମୂଲ୍ୟ କିଲୋ […]
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୩ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ […]
ବାସ୍ତବ ବ୍ୟୁରୋ: ବାହାନଗା ଟ୍ରେନ ଟ୍ରାଜେଡିରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଜିଏମ ଅନିଲ କୁମାର ମିଶ୍ରା ସୁଚନା ଦେଇଛନ୍ତି । ବାହାନଗା ଦୁର୍ଘଟଣା ପରେ ଦକ୍ଷିଣ-ପୂର୍ବ ରେଳ ସୁରକ୍ଷା କମିସନର ରେଳବାଇ ବୋର୍ଡକୁ ଯେଉଁ ରିପୋର୍ଟ ଦେଇଥିଲେ, ସେଥିରେ ମାନବୀୟ ତ୍ରୁଟି ବିଶେଷ କରି ସିଗନାଲ, ବୈଷୟିକ ତ୍ରୁଟି ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇଥିଲା […]
ବାସ୍ତବ ବ୍ୟୁରୋ: ୬ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ନେପାଳର ମାଉଣ୍ଟ ଏଭରେଷ୍ଟ ନିକଟ ଲାମଜୁରାରେ କ୍ରାଶ୍ କରି ଯାଇଥିବା ଜଣାଯାଇଛି। ସକାଳ ପ୍ରାୟ ୧୦ଟା ୧୫ମିନିଟରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା ଓ ତାହା ନିଖୋଜ ହୋଇ ଯାଇଥିଲା। ହେଲିକପ୍ଟରଟି ୬ ଯାତ୍ରୀଙ୍କୁ ଧରି ଆଜି ସକାଳେ ସୋଲୁଖୁମ୍ବୁରୁ କାଠମାଣ୍ଡୁ ଅଭିମୁଖେ ଯାତ୍ରା କରୁଥିଲା। ଉକ୍ତ ୬ ଜଣଙ୍କ ମଧ୍ୟରେ ୫ ଜଣ ବିଦେଶୀ […]
ବାସ୍ତବ ବ୍ୟୁରୋ: ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଜଶେଲମେରରୁ ବାହାରି ସିକର, ଓରାଇ, ସୁଲତାନପୁର, ପାଟନା ଏବଂ ପଶ୍ଚିମବଙ୍ଗର ମାଲଦା ଦେଇ ପୂର୍ବଦିଗରେ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି ଏବଂ ଏହା ବାୟୁମଣ୍ଡଳରେ ୦.୯ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ବୁଧବାର ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ […]
ବାସ୍ତବ ବ୍ୟୁରୋ: ଏଣିକି ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରିପାରିବେ ନାହିଁ ବାହାର ବ୍ୟକ୍ତି । ନିୟମ ଉଲଂଘନ କରାଗଲେ ଥାନାରେ ଏତଲା ଦିଆଯିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ । ଶ୍ରୀମନ୍ଦିର ଆନନ୍ଦ ବଜାରରେ ବିଶୃଙ୍ଖଳା ଘଟଣା ସାମ୍ନାକୁ ଆସିବା ପରେ ଏଭଳି ନିଷ୍ପତି ନିଆଯାଇଛି । ଏନେଇ ସୁଆର, ମହାସୁଆର ନିଯୋଗ ପକ୍ଷରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଏସପି, ଜିଲ୍ଲାପାଳ ଓ ସୁରକ୍ଷା ପ୍ରଶାସକଙ୍କୁ ଚିଠି […]
ବାସ୍ତବ ବ୍ୟୁରୋ: ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଗତ କିଛି ବର୍ଷ ମଧ୍ୟରେ ତାଙ୍କ ପ୍ରଦର୍ଶନ ପାଇଁ ସମାଲୋଚନାର ଶିକାର ହୋଇଆସୁଛନ୍ତି। କିନ୍ତୁ ତାଙ୍କ ଲୋକପ୍ରିୟତା କମିନାହିଁ। ସୋସିଆଲ ମିଡିଆରେ ଏବେ ବି ତାଙ୍କର ପ୍ରଶଂସକଙ୍କ ସଂଖ୍ୟା ବଢ଼ୁଥିବା ସହ ଲୋକେ ତାଙ୍କ ବିଷୟରେ ଜାଣିବା ପାଇଁ ଉଇକିପିଡିଆରେ ସର୍ଚ୍ଚ କରୁଥିବା ସାମ୍ନାକୁ ଆସିଛି। ଭଲ ପ୍ରଦର୍ଶନ ନକରି ବି ଉଇକିପିଡ଼ିଆ ପୃଷ୍ଠାରେ କୋହଲି ବାକି ଖେଳାଳିଙ୍କୁ […]
ବାସ୍ତବ ବ୍ୟୁରୋ: ମୌସୁମୀ ନିମ୍ନ ଚାପ ରେଖା ଆଜି (ସୋମବାର) ରାଜସ୍ଥାନର ବିକେନାରରୁ ବାହାରି, ଉତ୍ତର-ପୂର୍ବ ରାଜସ୍ଥାନ ଉପରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଲକ୍ଷ୍ନୌ, ବିହାରର ପାଟନାରୁ ପୂର୍ବଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହା ବାୟୁମଣ୍ଡଳରେ ୩.୧ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ […]
ବରଗଡ଼(ନବୀନ ଦାଶ):ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏସି ଅନ୍ତର୍ଗତ ୱାର୍ଡ ନଂ-୯ ଲାଦେର ପାଲି ବସ୍ତି ସ୍ଥିତ ଆଇଓ ସିଏଲ୍ କଲ୍ୟାଣ ମଣ୍ଡପ ଠାରେ ଗ୍ରାମର ସ୍ବର୍ଗତ ବିବେକାନନ୍ଦ ଗଡତିଆ ଙ୍କ ସ୍ମୃତି ଅବସରରେ ଲାଦେର ପାଲି ଯୁବ ସମାଜ ପକ୍ଷରୁ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର ରେ ଗ୍ରାମର ଯୁବ ତଥା ପୁରୁଷ ମାନଙ୍କ ସହ ୪ଜଣ ମହିଳା ନନ୍ଦିନୀ ଗଡତିଆ,ବବ୍ ଲି […]


