ବାସ୍ତବ ବ୍ୟୁରୋ: ଆଜି ପ୍ରକାଶ ପାଇଛି ଚଳିତ ବର୍ଷର ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । ଦିନ ୧୧ଟା ୪୫ରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମେରିଟ୍ ଲିଷ୍ଟ ପ୍ରକାଶ କରାଯାଇଛି। ପ୍ରଥମ ପର୍ଯ୍ୟାୟ କଟଅଫ୍‌ରେ ୪ ଲକ୍ଷ ୧୨ ହଜାର ୩୬୮ ଜଣ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ଏଥର ଯୁକ୍ତ  ପ୍ରଥମ ପର୍ଯ୍ୟାୟ କଟଅଫ୍‌ରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟ ଆଗରେ ରହିଛି। ରେଭେନ୍ସା ବିଶ୍ୱ ବିଦ୍ୟାଳୟ […]

ସଂଜୟ ଶତପଥୀ(କଟକ)ତା୫।୭ : ଆଜିର ଆଧୁନିକ ସମାଜରେ ମଣିଷର ହାତ ପାହାନ୍ତାରେ ସବୁ ସୁଖ ସୁବିଧା ଥାଇ ମଧ୍ୟ ସେ ବେଳେ ବେଳେ ନିଜକୁ ଏକୁଟିଆ ମନେକରୁଛି । ମଣିଷ ହୋଇ ମଧ୍ୟ ମଣିଷ ସାଙ୍ଗରେ ମିଶିବା ପାଇଁ ଆଗ୍ରହ ପ୍ରକାଶ କରୁନାହିଁ । ସଦା ସର୍ବଦା ଆଧୁନିକ କଥା କୁହା ଯନ୍ତ୍ର ମୋବାଇଲରେ ମଜିରହୁଛି । ଯାହା ଫଳରେ ସେ ତାର ସୁଖ ଆଉ ଦୁଃଖକୁ କାହା ସହିତ […]

ବରଗଡ(ନବୀନ ଦାଶ): ବରଗଡ଼ ଜିଲ୍ଲା ଅତାବିରା ମଧ୍ୟଦେଇ ତ୍ରୁଟିପୂର୍ଣ୍ଣ ତଥା ଅସମ୍ପୂର୍ଣ୍ଣ ଚାରି ଥାକିଆ ଲୁହୁରା ଚଟି-ସମ୍ବଲପୁର ୫୩ ନଂ ମୁଖ୍ୟ ଜାତୀୟ ରାଜପଥ ଭେଦ କରି ଯାଇଥିବା ବେଳେ ରାଜରାସ୍ତାରେ ନିଇତି ଛୋଟ ବଡ ଘଟଣା ଠାରୁ ଆରମ୍ଭ କରି ମର୍ମନ୍ତୁଦ ଘଟଣା ଘଟି ମୁଣ୍ଡ ପରେ ମୁଣ୍ଡ ଗଡି ମୂଲ୍ୟବାନ ଜନ ଜୀବନ ନଷ୍ଟ ହେବାରେ ଲାଗିଛି।ଏହି ରାସ୍ତା ଟି ବ୍ୟସ୍ତ ବହୁଳ ହେବା ସହ ଟ୍ରାଫିକ […]

ବାସ୍ତବ ବ୍ୟୁରୋ: ଦୁର୍ଘଟଣାର ଶିକାର ହେଲେ କିଙ୍ଗ ଖାନ୍ । ଆମେରିକାର ଲସ ଆଞ୍ଜେଲିସରେ ଶାହରୁଖ ଖାନ୍ ନିଜର ଆଗାମୀ ଫିଲ୍ମର ଶୁଟିଂ ବେଳେ ନାକରେ ଆଘାତ ଲାଗିଛି । ଯେଉଁ କାରଣରୁ ନାକରୁ ପ୍ରବଳ ରକ୍ତସ୍ରାବ ହୋଇଛି । ଆହତ ପରେ ତାଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିଲା । ନାକରୁ ପ୍ରବଳ ରକ୍ତସ୍ରାବ ରୋକିବା ପାଇଁ ଡାକ୍ତର ତାଙ୍କର ଅସ୍ତ୍ରୋପଚାର କରିଛନ୍ତି । ଅସ୍ତ୍ରୋପଚାର ପରେ ଶାହରୁଖଙ୍କ ନାକରେ […]

ବାସ୍ତବ ବ୍ୟୁରୋ: ଜୁଲାଇ ୧୩ରେ ଭାରତର ତୃତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୩ ଉତକ୍ଷେପଣ ହେବ ବୋଲି ସୂଚନା ଦେଇଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ୍. ସୋମନାଥ। ସୂଚନାନୁଯାୟୀ, ଚନ୍ଦ୍ରଯାନ-୨ ତୁଳନାରେ ଚନ୍ଦ୍ରଯାନ-୩ରେ ବହୁ ଉନ୍ନତ ତଥା ଆଧୁନିକ ଯନ୍ତ୍ରାଂଶ ଖଞ୍ଜାଯାଇଛି ଏବଂ ଗତ ମାର୍ଚ୍ଚରୁ ହିଁ ସେଗୁଡ଼ିକର ପରୀକ୍ଷଣ ସରିଛି। କାରଣ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ର ସଫ୍ଟ ଲ୍ୟାଣ୍ଡିଂ ଇସ୍ରୋ ପାଇଁ ରହିବ ସବୁଠୁ ବଡ଼ ଚାଲେଞ୍ଜ। ଜୁଲାଇ ୧୩ରୁ ୧୯ ଯାଏଁ ଲଞ୍ଚ ୱିଣ୍ଡୋ ଥିବା ବେଳେ, […]

ବାସ୍ତବ ବ୍ୟୁରୋ: ଆଜି (ସୋମବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦୃଷ୍ଟିହୀନ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ଵାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି +୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହି […]

ତିର୍ତ୍ତୋଲ:- ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକର ଲୋକପ୍ରିୟ ବିଡ଼ିଓ ଅଟଳ ବିହାରୀ ସ୍ୱାଇଁ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା, ଗତକାଲି ସନ୍ଧ୍ୟାରେ ବ୍ଲକ ପରିସରରେ ଅଧ୍ୟକ୍ଷ ମନୋଜ କୁମାର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱବଧାନରେ କରାଯାଇଥିଲା । ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ଜଗତସିଂହପୁର ଜିଲ୍ଲାପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଉପାଧ୍ୟକ୍ଷା ସୁଜାତା ମହାନ୍ତି,ତିର୍ତ୍ତୋଲ ତହସିଲଦାର ଅମୁଲ୍ୟ କୁମାର ସାହୁ,ମଣିଜଙ୍ଗା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ […]

ନିରଞ୍ଜନ ବସ୍ତିଆ(ନିଶ୍ଚିନ୍ତକୋଇଲି): ଗତକାଲି ବିଳମ୍ବିତ ରାତିରେ ସାଲେପୁର ଓ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି। ଖବର ଅନୁଯାୟୀ କୌଣସି ସୂତ୍ରରୁ ଖବର ଅବକାରୀ ବିଭାଗ ନେମାଳ ଥାନା ଗୋପିନାଥପୁର ଗାଁ ର ସୁଦାମ ଚରଣ ସିଂହ ତିନୋଟି ବସ୍ତାରେ ୬୨ କିଲୋ ଗଞ୍ଜେଇ ସ୍ଥାନୀୟ ଅଂଚଳକୁ ଚାଲାଣ କରୁଥିବା ବେଳେ ମାଡ଼ି ବସିଲା ଅବକାରୀ […]

ଭବାନିପାଟଣା: ଗ୍ରାହକ ସେବକେନ୍ଦ୍ର କରି ଗାଁ ଲୋକଙ୍କ ଲକ୍ଷାଧିକ ଟଙ୍କା ନେଇ ଚମ୍ପଟ ମାରିଛନ୍ତି ଗୋଟିଏ ପରିବାର । ଏଭଳି ଏକ ଘଟଣା ଘଟିଛି ।କଳାହାଣ୍ତି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ମୋହନଗୁଡା ଗ୍ରାମରେ ଏକ ଗ୍ରାହକ ସେବାକେନ୍ଦ୍ର କରି ଲୋକଙ୍କଠୁ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି ଗୋଟିଏ ପରିବାର । ମୋହନଗୁଡା ଗାଁର ହରିଶଚନ୍ଦ୍ର ରାଉତ ଏବଂ ତାଙ୍କ ମାଆ ଶରସ ରାଉତଙ୍କ ସହ ଆଉ ଦୁଇ […]

ବାସ୍ତବ ବ୍ୟୁରୋ: ଶନିବାର ପାହାନ୍ତାରେ ପଶ୍ଚିମବଙ୍ଗସ୍ଥିତ ‘ଆଇଆଇଟି’-ଖଡ଼ଗପୁରର ଲାଲ୍‌ ବାହାଦୁର ଶାସ୍ତ୍ରୀ ହଲ୍‌ ଅଫ୍‌ ରେସିଡେନ୍‌ସ୍‌ (ଏଲ୍‌ବିଏସ୍‌ ହଲ୍‌) ନାମରେ ଜଣାଶୁଣା ‘କମନ୍‌ରୁମ୍‌’ରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସମ୍ବାଦ ସରବହରା ସଂସ୍ଥାନ ‘ପିଟିଆଇ’ ରିପୋର୍ଟ କରିଛି। ଅଗ୍ନିକାଣ୍ଡ ସମୟରେ ଉତ୍ତୋଳିତ ଭିଡିଓରେ ଦେଖାଯାଉଛି, ହୁତୁହୁତୁ ହୋଇ ଜଳୁଥିବା ‘ଏଲ୍‌ବିଏସ୍‌ ହଲ୍‌’ରୁ ପ୍ରବଳ ଧୂଆଁ ବାହାରୁଛି। ସୂଚନାନୁଯାୟୀ, ଗତ ରାତି ପ୍ରାୟ ୩ଟା ବେଳେ ‘ଆଇଆଇଟି’ର ଲାଲ୍‌ ବାହାଦୁର ଶାସ୍ତ୍ରୀ ହଲ୍‌ରେ […]

Pin It on Pinterest