ବାସ୍ତବ ବ୍ୟୁରୋ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦି କମ୍ପାନିଅନ୍‌ ଅଫ୍‌ ଦି ଅର୍ଡର୍‌ ଅଫ୍‌ ଫିଜି’ ପ୍ରଦାନ କରାଯାଇଛି। ବୈଶ୍ବିକ ନେତୃତ୍ବ ଲାଗି ଫିଜିର ପ୍ରଧାନମନ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ ‘ଦି କମ୍ପାନିଅନ୍‌ ଅଫ୍‌ ଦି ଅର୍ଡର୍‌ ଅଫ୍‌ ଫିଜି’ ପ୍ରଦାନ କରିଛନ୍ତି। ଏଯାବତ୍‌ ମାତ୍ର ସ୍ବଳ୍ପ କେତେଜଣ ଅଣ-ଫିଜୀୟ ଏହି ସମ୍ମାନ ପାଇଛନ୍ତି। କୌଣସି ଅଣ-ଫିଜି ନାଗରିକଙ୍କ […]

ବାସ୍ତବ ବ୍ୟୁରୋ: ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ବିଜେପି । ମେ’ ୬ ତାରିଖରେ ବାରିପଦା ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେବା ବେଳେ ୯ ମିନିଟ୍‌ ପାଇଁ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ବିଜେପି […]

ମନୋଜ ମହାନ୍ତି(ଭୁବନେଶ୍ବର): ସବୁ କଳ୍ପନା ଜଳ୍ପନାର ଅନ୍ତ, କାଲି ସକାଳ ୯ଟା ୫୦ରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଶପଥ ନେବେ ନୂଆ ମନ୍ତ୍ରୀ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି।ହେଲେ ନୂଆ ମନ୍ତ୍ରୀମାନଙ୍କ ନାମ ଏଯାଏ ଅସ୍ପଷ୍ଟ । ଆସନ୍ତାକାଲି ଠିକ୍ ସକାଳ ୯ଟା ୫୦ମିନିଟ୍ ରେ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ।ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ […]

ବାସ୍ତବ ବ୍ୟୁରୋ: ସ୍ପେନର ରାଜଧାନୀ ଜରଗୋଜା ଏୟାରବେସରେ ଏକ ଏଫ୍/ଏ-୧୮ ହର୍ନେଟ୍ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ବିମାନରେ ନିଆଁ ଲାଗିଯାଇଥିଲା। ଏହାର ଏକ ଭିଡିଓ ଟ୍ୱିଟରରେ ଖୁବ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖାଯାଉଛି ଯେ ଲଢୁଆ ବିମାନଟି ଖସିପଡ଼ିବା ପରେ ସେଥିରେ ବଡ଼ ବିସ୍ଫୋରଣ ହେଉଛି । ଏହି ଭିଡିଓରେ ଦେଖିବାକୁ ମିଳୁଛି ଯେ ଆମେରିକା ନିର୍ମିତ ଏଫ୍-୧୮ ହର୍ନେଟ୍ ଲଢୁଆ ବିମାନ ବହୁତ ଉଚ୍ଚତାରୁ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦୦ ତଳେ ଓ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୫୬ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ […]

ନବୀନ ଦାଶ(ବରଗଡ଼):-୨୧.୫:-ଛତିଶଗଡ଼ ପରେ ଓଡ଼ିଶାରେ ମହାନଦୀ ଟ୍ରିବ୍ୟୁନାଲ ଟିମ୍।ଜଳବିବାଦ ମାମଲାରେ କ୍ଷେତ୍ର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି ଟ୍ରିବ୍ୟୁନାଲ ଟିମ୍।ଟିମରେ ଅଛନ୍ତି ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି।ଟ୍ରିବ୍ୟୁନାଲର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ୍ ଏଏମ୍ ଖାନଵାଲିକରଙ୍କ ନେତୃତ୍ବରେ ଆସିଥିବା ଏହି ଟିମ୍‌ରେ ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ରବି ରଞ୍ଜନ,ଦିଲ୍ଲୀ ହାଇକୋର୍ଟର ବିଚାରପତି ଇନ୍ଦ୍ରମିତ କୌର କୋଚରଙ୍କ ସମେତ ରେଜିଷ୍ଟ୍ରାର, ୨ ଆସେସର ରହିଥିଲେ।ଏହା ସହିତ ଛତିଶଗଡ଼ ଓ […]

ଜୟନ୍ତ ଶତପଥୀ(ଡେରାବିଶ):୧୮/୦୫/୦୨୩- 5T ସଚିବ ଭିକେ ପାଣ୍ଡିଆନ ଙ୍କ କେନ୍ଦ୍ରାପଡ଼ା ଗ୍ରସ୍ତ ସମୟରେ ପ୍ରଥମ ଦିବସ ପାଟକୁରା ନିର୍ବାଚନ ମଣ୍ଡଳୀ ର ବିଭିନ ଧାର୍ମିକ ପୂଜା ସ୍ଥଳୀ ଓ ସ୍କୁଲ କଲେଜ ପରିଦର୍ଶନ କରିଥିଲେ ।ନିଜ ପ୍ରତିଶୃତି ମୁତାବକ 5T ସଚିବ ପ୍ରଥମେ ସ୍କୁଲ ଓ କଲେଜ କୁ ଅନୁଦାନ ରାଶି ଯୋଗାଇବା ପରେ ପାଟକୁରା ନିର୍ବାଚନ ମଣ୍ଡଳୀ ର ତିନି ବ୍ଲକ ଡେରାବିଶ, ମାର୍ଶାଘାଇ ଓ ଗରଦପୁର ବ୍ଲକ […]

ବାସ୍ତବ ବ୍ୟୁରୋ: ଆଜି ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଓ ବରିଷ୍ଠ ଆଇନଜୀବୀ ଭେଙ୍କଟରମଣ ବିଶ୍ୱନାଥନ ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ଉଭୟଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ବିଶ୍ୱନାଥନ ଆଇନଜୀବୀରୁ ସିଧାସଳଖ ବିଚାରପତି ହୋଇଥିବା ବେଳେ ଜଷ୍ଟିସ ପ୍ରଶାନ୍ତ କୁମାର ମିଶ୍ର ଆନ୍ଧ୍ର ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଏହି ଦୁଇ ଜଣଙ୍କୁ ମିଶାଇ ସୁପ୍ରିମକୋର୍ଟରେ ବିଚାରପତିଙ୍କ […]

ବାସ୍ତବ ବ୍ୟୁରୋ: ଗତ ବର୍ଷ ଅଗଷ୍ଟ ମାସରେ ୭୯୬ଟି ASO ପଦବୀ ପାଇଁ ପରୀକ୍ଷା କରି ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଯେଉଁ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା ତାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଏହା ସହିତ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ଓପିଏସ୍‌ସିକୁ ନିର୍ଦ୍ଦେଶ ଦେଇଛନ୍ତି। ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ସାନି ମେରିଟ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୦ତାରିଖରେ ରାଜ୍ୟର ରାଜନୀତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ଏହି ବୈଠକରେ ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ଓ ରାଜ୍ୟରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା ହେବ । ମୋଦି ସରକାରଙ୍କ ୯ବର୍ଷ ପୂର୍ତ୍ତି ସଫଳତା […]

Pin It on Pinterest