ବାସ୍ତବ ବ୍ୟୁରୋ: ଗରମ ଯୋଗୁଁ ଟମାଟୋ ପଚିଯାଇ ବ୍ୟବସାୟୀଙ୍କୁ କ୍ଷତି ପହଞ୍ଚାଇଥିଲା ଆଉ ଏବେ ବର୍ଷା ଯୋଗୁଁ ଫସଲ ନଷ୍ଟ ହେବା ଯୋଗୁଁ ଆବଶ୍ୟକ ମୁତାବକ ଉତ୍ପାଦନ ହୋଇପାରୁନି । ତେଣୁ ୨୫ରୁ ୩୦ ଟଙ୍କାରେ ମିଳୁଥିବା ଟମାଟୋ ଏବେ ୧୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି । ଦେଶର ବିଭିନ୍ନ ସ୍ଥାନରେ ଦର ଶହେ ଟଙ୍କା ପହଂଚିଲାଣି । ମେଟ୍ରୋ ସିଟିରେ ମଧ୍ୟ ଟମାଟୋ ଦର ପାଖାପାଖି ୧୦୦ରୁ […]
ବାସ୍ତବ ବ୍ୟୁରୋ: ଆସନ୍ତା ଜୁଲାଇ ୩ରୁ ୮ ତାରିଖ ଯାଏଁ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ରାଜ୍ୟବ୍ୟାପି ୮୦ଟି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବା ନିମନ୍ତେ ଆବଶ୍ୟକ ଆଡମିଟ୍ କାର୍ଡ www.bseodisha.ac.inରୁ ପାଇପାରିବେ। ଏନେ ଆଜି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ବର୍ଷ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୧୩୧୧ ମାଟ୍ରିକ୍ ଫେଲ୍ ହୋଇଥିବା ଛାତ୍ରଛାତ୍ରୀଙ୍କ ସମେତ ୮୧୯୫ ଜଣ ଷ୍ଟେଟ୍ ଓପନ […]
ବାସ୍ତବ ବ୍ୟୁରୋ: ଗତ ୨୪ ତାରିଖ ଦିନ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଲିଖିତ ଅଭିଯୋଗ ଓ ତଥ୍ୟ ଆଧାରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କେନ୍ଦ୍ର କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଅନୁ ସଚିବ ରୂପେଶ କୁମାରଙ୍କ ଦ୍ୱାରା ରାଜ୍ୟ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି । ଜଣେ ଆଇଏଏସ ଅଧିକାରୀଙ୍କ ବିରୋଧରେ […]
ବାସ୍ତବ ବ୍ୟୁରୋ: ସଂପ୍ରତି ଲଘୁଚାପ ପ୍ରଭାବରେ ତମାମ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି। ଏହି କ୍ରମରେ ଆଜି (ସୋମବାର) ବିଳମ୍ବିତ ସନ୍ଧ୍ୟାରୁ ଆସନ୍ତା କାଲି (ମଙ୍ଗଳବାର) ସକାଳ ସୁଦ୍ଧା ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ […]
ବାସ୍ତବ ବ୍ୟୁରୋ: ଗତକାଲି ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍ ଓ ଘରୋଇ ବସ୍ରେ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ମଧ୍ୟରେ ୬ଜଣ ପୁରୁଷ,୪ ଜଣ ମହିଳା ଓ ୨ଜଣ ଶିଶୁ ଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୫ ଜଣ ଥିବା ଜଣାଯାଇଛି। […]
ବାସ୍ତବ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଜିପ୍ଟ ଗସ୍ତରେ ଥିବା ବେଳେ ଆଜି ତାଙ୍କୁ ମିଶରର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରାଯାଇଛି । ମିଶରର ରାଷ୍ଟ୍ରପତି ଅବ୍ଦେଲ ଫତହ ଅଲ-ସିସି କୋହିରା ଠାରେ ମୋଦୀଙ୍କୁ ‘ଅର୍ଡର ଅଫ ଦ ନାଇଲ (ମିଶରର ସର୍ବୋଚ୍ଚ ରାଜକୀୟ ସମ୍ମାନ)’ରେ ସମ୍ମାନୀତ କରିଛନ୍ତି । ସୂଚନାନୁଯାୟୀ, ଶନିବାର ଦିନ ପ୍ରଧାନମନ୍ତ୍ରୀ ମୋଦୀ ରାଜକୀୟ ଯାତ୍ରା କ୍ରମରେ ମିଶରରେ ପହଂଚିଛନ୍ତି । ଏହି କ୍ରମରେ […]
ବାସ୍ତବ ବ୍ୟୁରୋ: ଆଜି ପଶ୍ଚିମବଙ୍ଗର ବାଙ୍କୁରାରେ ପୁଣି ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ଘଟିଛି। ରବିବାର ଭୋର ୪ଟାରେ ଦୁର୍ଘଟଣା ଘଟିଥିବା ବେଳେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ମିଳିଥିବା ସୂଚନା ଅନୁସାରେ, ଦୁର୍ଘଟଣାଗ୍ରସ୍ତ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରୁ ଗୋଟିଏ ଅନ୍ୟଟିକୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଦୁଇଟି ଯାକ ଟ୍ରେନ କ୍ଷତିଗ୍ରସ୍ତ ହେବାର ସହ ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଓଣ୍ଡା ଷ୍ଟେସନରେ […]
ବାସ୍ତବ ବ୍ୟୁରୋ: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ରବିବାର ଅର୍ଥାତ ଆଜିଠାରୁ ଓଡ଼ିଶାରେ ବର୍ଷା ବଢ଼ିବ। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ […]
ବାସ୍ତବ ବ୍ୟୁରୋ: ଏବେ ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇଛି। କେବଳ ଭାରତୀୟ ପାଣିପାଗ ବିଭାଗ ନୁହେଁ, ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ୍ ବି ଏହି ଲଘୁଚାପ ସଂପର୍କରେ ସୂଚନା ଦେଇଛି । ଏଥିରେ ଲେଖାଯାଇଛି, ଉତ୍ତରପଶ୍ଚିମ ବଙ୍ଗୋପସାଗର […]
ବାସ୍ତବ ବ୍ୟୁରୋ: ମୌସୁମୀ ଆସିବାରେ ବିଳମ୍ବ ହେବା, ବର୍ଷା ସ୍ୱାଭାବିକ ଭାବେ ନହେବା, ଅନେକ ସମୟରେ ଚିନ୍ତାର କାରଣ ହେଉଛି । ଏଭଳି ସ୍ଥିତିର ମୁକାବିଲା ପାଇଁ ଦେଶର ଜଣାଣୁଣା ଶିକ୍ଷାନୁଷ୍ଠାନ କାନପୁର ଆଇଆଇଟି ପକ୍ଷରୁ କୁତ୍ରିମ ବର୍ଷାର ପରୀକ୍ଷଣ କରାଯାଇଛି । ଉତ୍ତରପ୍ରଦେଶ ବୁନ୍ଦେଲଖଣ୍ଡର ଏକ ଅଂଚଳରେ କ୍ଲାଉଡ୍ ସିଡିଂ କରିବା ସହ କୁତ୍ରିମ ବର୍ଷାର ପରୀକ୍ଷଣ କରାଯାଇଛି । ସୂଚନା ଅନୁସାରେ ଏକ ବିମାନ ଯୋଗେ ୫ହଜାର […]


