ଦେବକାନ୍ତ ମହାନ୍ତି(ଚାନ୍ଦବାଲି):୨୪/୦୩/୨୦୨୩।ଆରଡି ବୈତରଣୀ ଓ ସାଳନ୍ଦୀନଦୀର ତିନିତରଘାଟରେ ୨ଟି ଡଙ୍ଗା ମଧ୍ଯରେ ଦୂର୍ଘଟଣା। ନଦିରେ ଏବେ ଜୁଆରପାଣି ପ୍ରବାହିତ ହେଉଥିବାରୁ ଭରାନଦୀକୁ ଖସିପଡିଲେ ୨ଜଣ,ଜଣେ ଛୋଟ ପିଲା ଥିବା ସୂଚନା।ଚାଳକଙ୍କ କୌଶଳ ଯୋଗୁ ୨ଜଣଙ୍କୁ ଉଦ୍ଧାର କରାଯାଇ ମେଡିକାଲ ପଠାଯାଇଛି। ଦୂର୍ଘଟଣା ଡଙ୍ଗାରେ ୧୫ଜଣ ଯାତ୍ରୀଙ୍କ ସହ ୫ଟି ୨ଚକିଆ ଗାଡି ଥବା କହିଛନ୍ତି ପର୍ତକ୍ଷଦର୍ଶୀ।ଉପସ୍ଥିତ ଥିବା ଲୋକଙ୍କ କହିବା ଅନୁଯାୟୀ ଚାନ୍ଦବାଲି ଠାରୁ ଆରଡି ଅଭିମୁଖେ ଯାତ୍ରୀବାହୀ ମଟର […]
ସଂଜୟ ଶତପଥୀ(କଟକ): ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦ। କଟକର ଅନ୍ୟତମ ସମାଜସେବୀ ଅନୁଷ୍ଠାନ ରାମବିଳାଶ ଶର୍ମା ସେବା ସ୍ମୃତି ସଂସଦ ପକ୍ଷରୁ ସଂସଦର ମୂଖ୍ୟ ସମାଜସେବୀ ଶ୍ରୀ ମନୋଜ କୁମାର ଶର୍ମାଙ୍କ ନେତୃତ୍ବରେ ହିନ୍ଦୁ ନବବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଶୋଭାଯାତ୍ରା ସ୍ଥାନୀୟ ମେରିଆବଜାରରୁ ବାହାରି ବାଦାମବାଡ଼ି ରେ ପହଞ୍ଚିବା ପରେ ଅନ୍ୟ ସାମାଜିକ ଅନୁଷ୍ଠାନ ଯଥା ହିନ୍ଦୁ ସେନା, ମହାବୀର ସେନା ଓ ଅନ୍ୟାନ୍ୟ […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି):-ଚାନ୍ଦବାଲି ବ୍ଲକ ମାଧପୁର ପଂଚାୟତରେ ଗଣନାଥ ସରକାରୀ ଉଚ୍ଚ ବିଦ୍ୟାଳୟ ୫ ଟି ଯୋଜନାରେ ସାମଲି ହୋଇଛି । ବିଦ୍ୟାଳୟ ପରିସରରେ ବିକାଶ ମୂଳକ କାର୍ଯ୍ୟପାଇଁ ଆରମ୍ଭ ହୋଇଛି ମାଟି ଫିଲିଙ୍ଗ । ଏହି ମାଟି ପିଲିଙ୍ଗକୁ ନେଇ ଗୋଟିଏ ପକ୍ଷ ମନରେଗାରେ କାର୍ଯ୍ୟରେ ମେସିନ ବ୍ୟବହାର ହୋଇ ମାଟି ଫଲିଙ୍ଗ କରାଯାଉଛି ବୋଲି ଅଭିଯୋଗ ହୋଇଥିବା ବେଳେ ପ୍ରତିପକ୍ଷ ପକ୍ଷରୁ ମାଧ୍ୟରେ (ଏସଏଫସି- ) ଯୋଜନାରେ କାର୍ଯ୍ୟ […]
ସଂଜୟ ଶତପଥୀ(କଟକ): କଟକ ମହାନଗର ନିଗମ ର ଅବସ୍ଥା ଦିନକୁ ଦିନ ଅତ୍ୟନ୍ତ ଶୋଚନୀୟ ହୋଇପଡୁଥିଲା ବେଳେ କଟକ ମହାନଗର ନିଗମ ଅଧୀନରେ ଥିବା ଅଞ୍ଚଳ ମାନଙ୍କୁ ସୈ।ନ୍ଦର୍ଯୀ କରଣ କରିବା ପରିକଳ୍ପନା ନେଇ ଅଣ୍ଟା ଭିଡିଛନ୍ତି କଟକ ମହାନଗର ନିଗମ କମିଶନର ଶ୍ରୀ ନିଖିଲ୍ ପବନ କଲ୍ୟାଣ, ଯିଏକି ଜଣେ ଯୁବ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ। ନିକଟରେ କଟକ ମହାନଗର ନିଗମର ଆୟୁକ୍ତ/କମିଶନର ଭାବେ ଦାୟିତ୍ଵ ଗ୍ରହଣ […]
ଦେବକାନ୍ତ ମହାନ୍ତି(ଚାନ୍ଦବାଲି)୨୩/୦୩/୨୦୨୩।:-ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଖେରଙ୍ଗ ଗ୍ରାମପଞ୍ଚାୟତ ତଳବନ୍ଧରେ ଦ୍ୱିତୀୟ ବର୍ଷିକ ମହାବୀର ଭଲିବଲ ଟୁର୍ଣ୍ଣାମେଟ ଉଦଯାପିତ ହୋଇ ଯାଇଛି । ଆଠଟି ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଉକ୍ତ ଦିବାରାତ୍ରି ଟୁର୍ଣ୍ଣାମେଣ୍ଟ ପ୍ରତିଯୋଗିତାକୁ ଶିକ୍ଷକ ସାଧୁ ଚରଣ ନାୟକ ଉଦଘାଟନ କରିଥିଲେ । ସରପଞ୍ଚ ଜିତେନ୍ଦ୍ର ବିଶ୍ୱାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ଜିଲ୍ଲାରୁ ଆସିଥିବା ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ଆଠଟି ଦଳ ମଧ୍ୟରେ […]
ପ୍ରମୋଦ ନାୟକ(ଭୁବନେଶ୍ବର): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ଅପରାହ୍ନରେ ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କୁ ମହା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅଙ୍ଗ ବସ୍ତ୍ର ଦେଇ ସ୍ବାଗତ କରିବା ସହିତ ତିନି ରଥର କାଠ ତିଆରି ପ୍ରତିକୃତି ଉପହାର ଆକାରରେ ପ୍ରଦାନ କରିଥଲେ।ମୁଖ୍ୟମନ୍ତ୍ରୀ ଏହା ସହିତ ରୂପା ତାରକସିର କାରୁକାର୍ଯ୍ୟ ଓ ଛେନାପୋଡ଼ ମଧ୍ଯ ଉପହାର […]
ବାସ୍ତବ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ଗଜପତି, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏହି ୮ ଜିଲ୍ଲାକୁ […]
ପ୍ରମୋଦନାୟକ(ଭୁବନେଶ୍ବର): ମନମୋହନ ସାମଲ ରାଜ୍ୟ ବିଜେପିର ନୂଆ ସଭାପତି। ସେ ସମୀର ମହାନ୍ତିଙ୍କ ସ୍ଥାନରେ ଏହି ଦାୟିତ୍ବ ନିର୍ବାହ କରିବେ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ମନମୋହନ ସାମଲଙ୍କୁ ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ସଭାପତି ଭାବେ ନିଯୁକ୍ତ ହେବା ପରେ ମନମୋହନ ସାମଲ କହିଛନ୍ତି, ରାଜ୍ୟରେ ଚାଲିଥିବା ସରକାର ଅନ୍ୟାୟ, ଅତ୍ୟାଚାରରେ ବୁଡ଼ିଛି। ଅନ୍ୟାୟ, ଅତ୍ୟାଚାର ଓ ଦୁର୍ନୀତି ବିରୋଧରେ ଲଢ଼ିବ ବିଜେପି। ଓଡ଼ିଶାରେ […]
ବାସ୍ତବ ବ୍ୟୁରୋ: କ୍ରିକେଟ୍ ର ରୋମାଞ୍ଚ ଏବଂ କ୍ରିକେଟ୍ ପ୍ରେମୀଙ୍କ ଉତ୍ସାହ ଖୁବ ଶୀଘ୍ର ପାର୍ବତ୍ୟ ଉପତ୍ୟକାର ସମତଳ ଉପରୁ ଉପରକୁ ଉଠିଥିବାର ଦେଖାଯିବ, କାରଣ ତୁଷାରପାତ ସମତଳ ମଧ୍ୟରେ ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ନିର୍ମାଣ ପାଇଁ ପ୍ରସ୍ତୁତି ଚାଲିଛି । ବିଶ୍ୱର ସର୍ବୋଚ୍ଚ କ୍ରିକେଟ୍ ଷ୍ଟାଡିୟମ୍ ହିମାଚଳ ପ୍ରଦେଶର ଲାହଲ୍ ସ୍ପିତିର ସିସୁ ଠାରେ ସମୁଦ୍ର ପତ୍ତନଠାରୁ ୧୦୧୩୫ ଫୁଟ ଉଚ୍ଚରେ ନିର୍ମାଣ ହେବ । ଏହି […]
ବାସ୍ତବ ବ୍ୟୁରୋ: ମଙ୍ଗଳବାର ଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବରରେ ପହଞ୍ଚିଲା ପରେ ମମତା ବାନାର୍ଜୀଙ୍କୁ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ସ୍ବାଗତ ଜଣାଇଥିଲେ। ବିମାନବନ୍ଦରରୁ ମମତା ବାନାର୍ଜୀ ସିଧାସଳଖ ସଡ଼କପଥରେ ପୁରୀ ଅଭିମୁଖେ ଯାତ୍ରା କରିଥିଲେ। ସେ ଆଜି ଓ ଆସନ୍ତାକାଲି ପୁରୀରେ ରାତ୍ରିଯାପନ କରିବେ। ୨୩ ତାରିଖ ଦିନ ଅପରାହ୍ଣ ସାଢ଼େ ୪ଟାରେ ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ […]


