ନମୋଗୁରୁ ହୋତା(ସୁବର୍ଣ୍ଣପୁର): ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ଛଅଗୋଟି ବ୍ଲକର ୪୩ଟି 5T ରୂପାନ୍ତରଣ ହାଇସ୍କୁଲର ଲୋକାର୍ପଣ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ୧୧ଟି 5T ହାଇସ୍କୁଲ ଲୋକାର୍ପିତ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ଜିଲ୍ଲାର ବିଭିନ୍ନ ବ୍ଲକରେ ୪୧ଟି 5T ହାଇସ୍କୁଲ ରୂପାନ୍ତରଣର ଲୋକାର୍ପଣ ହୋଇସାରିଛି । ଗୁରୁବାର ମୁଖ୍ୟମନ୍ତ୍ରୀ ଭିଡିଓ କନଫରେସିଂ ଜରିଆରେ ସୋନପୁର ବ୍ଲକ ସାଗରପାଲି […]
ବାସ୍ତବ ବ୍ୟୁରୋ: ଆସନ୍ତା ୬ ତାରିଖରେ ଓଡ଼ିଶା ଉପକୂଳ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହେବ। ଏସଂପର୍କରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ. ଆର. ବିଶ୍ୱାସସୂଚନା ଦେଇ କହିଛନ୍ତି, ଏହି ଘୂର୍ଣ୍ଣିବଳୟଟି ୭ରେ ଲଘୁଚାପ ଓ ୮ରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। […]
ଜୟନ୍ତ ଶତପଥୀ(ଡେରାବିଶ): ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ଚାନ୍ଦୋଳ ଗ୍ରାମରେ, ପ୍ରଭୁ ଶ୍ରୀ ନୃସିଂହ ଠାକୁରଙ୍କ ଜନ୍ମ ଉତ୍ସବ ମହା ଆଡମ୍ବର ସହ ପାଳନ ହୋଇଯାଇଛି । ପ୍ରତ୍ୟୁଷରୁ ପ୍ରଭୁଙ୍କର ସ୍ନାନ, ମଙ୍ଗଳ ଆଳତୀ, ଧୂପ, ଦୀପ ଓ ନୈବିଦ୍ୟ ଲାଗି ହୋଇଥିଲା, ପରେ ଠାକୁରଙ୍କ ଜନ୍ମ ଉତ୍ସବ ଓ ହୋମ ଯଂଜ୍ଞ, ରୀତି, ନୀତି ଅନୁସାରେ ପୁରୋହିତ ଙ୍କ ଦ୍ୱାରା ସମାପନ ହୋଇଥିଲା।ନିକଟସ୍ଥ ଦଶଗୋଟି ପଞ୍ଚାୟତ ରେ ନୃସିଂହ […]
ବାସ୍ତବ ବ୍ୟୁରୋ: ଆଜି(ଗୁରୁବାର) ସକାଳେ ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ ଜିଲ୍ଲା ଅନ୍ତର୍ଗତ ମାର୍ୱା ତହସିଲ୍ ଅଞ୍ଚଳର ମାଛନା ଗାଁ’ରେ ଗୋଟାଏ ସେନା ହେଲିକପ୍ଟର୍ ଦୁର୍ଘଟଣାଗ୍ରସ୍ତ ହୋଇଛି।ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର୍ରେ ପ୍ରାୟ ୩ଜଣ ଲୋକ ଥିଲେ। ସେନାର ଗୋଟାଏ ‘ଏଏଲ୍ଏଚ୍ ଧ୍ରୁବ ହେଲିକପ୍ଟର୍’ ଜମ୍ମୁ ଓ କଶ୍ମୀରର କିସ୍ତୱାଡ଼ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆହତ ହୋଇଥିଲେ ବି ପାଇଲଟ୍ମାନେ ନିରାପଦ ଅଛନ୍ତି ଓ ସେମାନଙ୍କର ଚିକିତ୍ସା ଚାଲିଛି ବୋଲି ସେନା ଅଧିକାରୀମାନେ […]
ବାସ୍ତବ ବ୍ୟୁରୋ: ବୁଧବାର ଦିନ ଅର୍ଥାତ ଗତକାଲି ମଣିପୁରରେ ଅନୁସୂଚିତ ଜନଜାତି ପାହ୍ୟା ପାଇଁ ଅଣଆଦିବାସୀ ମଣିପୁରୀମାନଙ୍କ ଦାବି ବିରୋଧରେ ଚୁରାଚାନ୍ଦପୁର ଅଞ୍ଚଳର ତୋର୍ବୁଙ୍ଗ୍ରେ ‘ଅଲ୍ ଟ୍ରାଇବାଲ୍ ଷ୍ଟୁଡେଣ୍ଟ୍ ୟୁନିୟନ୍ ମଣିପୁର’ (ଏଟିଏସ୍ୟୁଏମ୍) ଡାକରା ଦେଇଥିବା ‘ଟ୍ରାଇବାଲ୍ ସଲିଡାରିଟି ମାର୍ଚ’ ସମୟରେ ହିଂସାକାଣ୍ଡ ବ୍ୟାପିବାରୁ ଜିଲ୍ଲାର କେତେକ ପ୍ରଭାବିତ ଅଞ୍ଚଳରେ ସେନା ଓ ଆସାମ ରାଇଫଲ୍ ଯବାନମାନଙ୍କୁ ମୁତୟନ କରାଯାଇଥିଲା। ହଜାର ହଜାର ପ୍ରତିବାଦକାରୀ ଭାଗ ନେଇଥିବା ଏହି ରାଲି […]
ବାସ୍ତବ ବ୍ୟୁରୋ: ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସଚିବାଳୟ ତରଫରୁ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି କି, ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁର, ପାହାଡ଼ପୁର ଏବଂ ବାରିପଦାରେ କେତେକ କାର୍ଯ୍ୟକ୍ରମରେ ଯୋଗ ଦେବେ । ୪ ତାରିଖ ସକାଳ ୭ଟାରେ ରାଷ୍ଟ୍ରପତି ମୁର୍ମୁ ପାଲାମ ବିମାନ ବନ୍ଦରରୁ ଭାରତୀୟ ବାୟୁସେନା ବିମାନରେ […]
ବାସ୍ତବ ବ୍ୟୁରୋ: ଆଜି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ମେ’୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୭ ତାରିଖ ବେଳକୁ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଲଘୁଚାପଟି କ୍ରମେ ଘନୀଭୂତ ହୋଇ ୮ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଆଇଏମଡି ଡିଜିଙ୍କ ସୂଚନା ଅନୁସାରେ, ଲଘୁଚାପଟି କ୍ରମେ ଘନୀଭୂତ ହୋଇ ୮ ତାରିଖରେ ଅବପାତର ରୂପ ନେବା […]
ଜୟନ୍ତ ଶତପଥୀ(ଡେରାବିଶ): ଲୋକଙ୍କ ପାଖରେ ସବୁ ପ୍ରକାର ସୁବିଧା ପହଞ୍ଚିବା ଲକ୍ଷରେ ପ୍ରଶାସନ ପ୍ରତି ପଞ୍ଚାୟତ ରେ ଏହି କାର୍ଯ୍ୟକ୍ରମ ଆୟୋଜକ କରୁଅଛି, ଅସହାୟ, ବୃଦ୍ଧ, ବୃଦ୍ଧା ମାନେ ପଇସା ଓ ବୟାସଧିକ ହେତୁ ବ୍ଲକ ପର୍ଯ୍ୟନ୍ତ ଯାଇ ପାରନ୍ତି ନାହିଁ ତେଣୁ ଏହି କାର୍ଯ୍ୟକ୍ରମ ଦ୍ୱାରା ସୁଫଳ ପାଇ ପାରୁଛନ୍ତି । ଏହି କାର୍ଯ୍ୟକ୍ରମରେ, ସମୁଦାୟ ଅଣା ଅଶି ଜଣ ଅଭିଯୋଗକାରୀ ଆବେଦନ କରିଥିଲେ, ସର୍ବାଧିକ ଅଭିଯୋଗ ପ୍ରଧାନମନ୍ତ୍ରୀ […]
ବାସ୍ତବ ବ୍ୟୁରୋ: ଆଗାମୀ ୬ ତାରିଖ ବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ପୂର୍ବାନୁମାନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ପାଗ ମେଘୁଆ ରହିବା ସହ ବିଭିନ୍ନ […]
ବାସ୍ତବ ବ୍ୟୁରୋ: ଏନସିପି ମୁଖ୍ୟ ଶରଦ ପାୱାର ଦୁଇ ଦଶଂଧି ଧରି ରହିଥିବା ଦଳ ଏନସିପିର ଜାତୀୟ ସଭାପତି ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ସାମ୍ବାଦିକମାନଙ୍କୁ ସୂଚନା ଦେଇ ଶରଦ କହିଛନ୍ତି, ‘ମୁଁ ଏନ୍ସିପିର ସଭାପତି ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି।’ ସେ ଏହି ଘୋଷଣା କରିବା ପରେ ତାଙ୍କୁ ଉପସ୍ଥିତ ଜନତା ଖୁସିରେ ପାଟି ଚିଲାଇ ଶୁଭେଚ୍ଛା ଜଣାଇଥିଲେ। ତେବେ ଶରଦ ଏକଥା ସ୍ପଷ୍ଟ କରିଛନ୍ତି ଯେ […]


