ବାସ୍ତବ ବ୍ୟୁରୋ: ସମ୍ବଲପୁର ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି(ଗୁରୁବାର) ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା ପରେ ହିଂସା ରୋକିବା ସହ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ଏହାଛଡ଼ା […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଅଧିକ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୦୦୦ ନିକଟବର୍ତ୍ତୀ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୫୮ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୧୫୮ […]
ବାସ୍ତବ ବ୍ୟୁରୋ: ରାଜସ୍ଥାନ ଭରତପୁରର ନଦବାଇ ଅଞ୍ଚଳରେ ମହାରାଜା ସୁରଜମଲ ଓ ଡା. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ସୃଷ୍ଟି ହୋଇଛିଥିବା ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି। ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିବା ସହ ଟେକାପଥର ମାଡ଼ କରିବାକୁ ପଛାଇ ନାହାନ୍ତି। ଏହି ହିଂସାକାଣ୍ଡ ସମୟରେ ଟେକାମାଡ଼ ଯୋଗୁ ବହୁ ପୁଲିସ୍ଙ୍କ ସମେତ ସାଧାରଣ ଲୋକେ ବି ଆହତ ହୋଇଛନ୍ତି। ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ […]
ବାସ୍ତବ ବ୍ୟୁରୋ: ଭାରତର ସର୍ବ ପୁରାତନ ଅରବପତି ତଥା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ର ଚେୟାରମ୍ୟାନ୍ ଏମିରିଟସ୍ କେଶବ ମହିନ୍ଦ୍ରାଙ୍କ ଆଜି (ବୁଧବାର) ଅର୍ଥାତ ଏପ୍ରିଲ୍ ୧୨ରେ ପରଲୋକ ହୋଇଛି। ସେ ୯୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କେଶବ ମହିନ୍ଦ୍ରା ୪୮ ବର୍ଷ ଧରି ମହିନ୍ଦ୍ରା ଆଣ୍ଡ୍ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ୍ ଥିଲେ । ୨୦୧୨ରେ ସେ ଏହି ପଦ ଛାଡିଥିଲେ। ୧୯୪୭ ମସିହାରେ ପେନସିଲଭାନିଆ […]
ବାସ୍ତବ ବ୍ୟୁରୋ: ରାଜସ୍ଥାନକୁ ମିଳିଲା ପ୍ରଥମେ ବନ୍ଦେ ଭାରତ ଏକ୍ସପ୍ରେସ। ଆଜି(ବୁଧବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ପ୍ରଥମ ତଥା ଦେଶର ୧୫ତମ ବନ୍ଦେ ଭାରତ ଏକ୍ସପ୍ରେସକୁ ଭିଡିଓ କନଫରେନ୍ସିଂ ଦ୍ୱାରା ଶୁଭାରମ୍ଭ କରିଛନ୍ତି। ବନ୍ଦେ ଭାରତ ଏକ୍ସପ୍ରେସ ଆଜି ଜୟପୁର ଓ ଦିଲ୍ଲୀ କ୍ୟାଣ୍ଟନମେଣ୍ଟ ମଧ୍ୟରେ ଯାତ୍ରା କରିଛି। ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ନିୟମିତ ସେବା ଏପ୍ରିଲ ୧୩ରୁ ଆରମ୍ଭ ହେବ। ଟ୍ରେନଟି ଆଜମେରରୁ ଦିଲ୍ଲୀ କ୍ୟାଣ୍ଟନମେଣ୍ଟ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୭,୮୦୦ ଅତିକ୍ରମ କରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ବୁଧବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୮୩୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୮୩୦ ନୂତନ […]
ବାସ୍ତବ ବ୍ୟୁରୋ: ରାଜ୍ୟରେ ଗତ ଦୁଇଦିନ ହେଲା ତାତି ବଢ଼ିଥିବାବେଳେ ଜୁନ୍ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ। ତେଣୁ ରାଜ୍ୟରେ ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ଆଜି ସ୍ବତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ ଏସ୍ଓପି ଜାରି କରିଛନ୍ତି। ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଥିବା ବେଳେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ କ’ଣ କରିବେ, କ’ଣ କରିବେନି ସେନେଇ […]
ସଂଜୟ ଶତପଥୀ(କଟକ): କଟକ ଜିଲ୍ଲା ମୂଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପଡ଼ିଥିବା ଅଳିଆ ଆବର୍ଜ୍ଜନାରୁ କଟକ ସହରର ସ୍ବାସ୍ଥ୍ୟ ସେବା କେମିତି ଚାଲିଛି ଅନୁମାନ କରାଯାଇପାରେ। ଏହି କାର୍ଯ୍ୟାଳୟ ରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଜଣେ ଦକ୍ଷ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା ବେଳେ ଏହି କାର୍ଯ୍ୟାଳୟ ରୁ ସୂଚନା ଅଧିକାର ଆଇନ ବଳରେ ମଗାଯାଇଥିବା ତଥ୍ୟ ମିଳେନା, ପ୍ରଥମ ଅପିଲ୍ ର ତାରିଖ ଧାର୍ଯ୍ୟ ହୁଏନା, ଗୋଟିଏ […]
ବାସ୍ତବ ବ୍ୟୁରୋ: ସାରା ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଏହାକୁ ଦୃଷ୍ଟିକୁ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରାଜ୍ୟରେ ୩ ଦିନ ପାଇଁ କିଛି ଜିଲ୍ଲାରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ତାପମାତ୍ରା ୩ ରୁ ୪ […]
ବାସ୍ତବ ବ୍ୟୁରୋ: ମୌସୁମୀକୁ ନେଇ ଆଇଏମଡି ର ପୂର୍ବାନୁମାନ; ଏଥର ସ୍ବାଭାବିକ ରହିବ ମୌସୁମୀ । ଆଇଏମ୍ଡି କହିଛି ଯେ ଚଳିତ ବର୍ଷ ଜୁନ୍ ରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ୮୩.୫ ସେଣ୍ଟିମିଟର ବର୍ଷା ହେବ। ଚଳିତ ବର୍ଷ ଜୁନ୍ ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକର ୯୬ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସ୍ୱାଭାବିକ ବୃଷ୍ଟିପାତ ଶ୍ରେଣୀରେ […]


