ବାସ୍ତବ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୫,୮୮୦ ଟି କରୋନା ମାମଲା ରୁଜୁ ହୋଇଛି। ଏହି ସମୟ ମଧ୍ୟରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩,୪୮୧ ଜଣ ଲୋକ ଏହି ରୋଗରୁ ଆରୋଗ୍ୟ ଲାଭ କରିଛନ୍ତି। ବର୍ତ୍ତମାନ ଦେଶରେ ୩୫,୧୭୫ ସକ୍ରିୟ ମାମଲା ରହିଛି ଏବଂ ପଜିଟିଭିଟି ହାର ୬.୯୧% କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ୪୪,୧୯୬,୩୧୮ ଜଣ କରୋନାରୁ ଆରୋଗ୍ୟ ହେବା […]
ବାସ୍ତବ ବ୍ୟୁରୋ: ଚଳିତ ବର୍ଷ ମୌସୁମୀ ସ୍ୱାଭାବିକଠାରୁ କମ୍ ରହିବ ବୋଲି ଆଶା କରାଯାଉଛି। ଭାରତର ଘରୋଇ ପାଣିପାଗ ଏଜେନ୍ସି ସ୍କାଏମେଟ୍ ପକ୍ଷରୁ ୨୦୨୩ ପାଇଁ ମୌସୁମୀ ପୂର୍ବାନୁମାନ ଜାରି କରାଯାଇଛି । ଏହି ପୂର୍ବାନୁମାନ ଅନୁଯାୟୀ, ଜୁନ୍ରୁ ସେପ୍ଟେମ୍ବର ୪ ମାସରେ ହେଉଥିବା ହାରାହାରି ୮୬୮.୮ ମିଲିମିଟର ବୃଷ୍ଟିପାତ ତୁଳନାରେ ଏବର୍ଷ ୮୧୬.୫ ମିଲିମିଟର ଅର୍ଥାତ୍ ୯୪% (ଏରର ମାର୍ଜିନ୍ +/-୫%) ସମ୍ଭାବନା ରହିଛି। ସ୍କାଏମେଟ୍ ପୂର୍ବରୁ ୨୦୨୩ […]
ସଂଜୟ ଶତପଥୀ(କଟକ): ବିଜେପି ପ୍ରତିଷ୍ଠା ଦିବସ ତଥା ସେବା ସପ୍ତାହ ପାଳନ ଅବସରରେ ଆଜି ଅପ୍ରେଲ ୯ତାରିଖରେ ସକାଳ ୮ଟା ସମୟରେ ଗଡ଼ଗଡିଆ ଘାଟଠାରେ କଟକ ନଗର ବିଜେପିର ନମାମୀ ଗଙ୍ଗେ(ନଦୀ ପୂଜନ) ଓ ସ୍ଵଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ, ନମାମୀ ଗଙ୍ଗେ ରାଜ୍ୟ ସଭାପତି ମହେଶ୍ୱର ସାହୁ, ସହ ସଂଯୋଜକ ଅଶୋକ ରଥ, ଜିଲ୍ଲା ସଂଯୋଜକ ଦୁର୍ଯ୍ୟୋଧନ ଲେଙ୍କା, […]
ସଂଜୟ ଶତପଥୀ(କଟକ): ଡିଶା ଫାର୍ମାସିଷ୍ଟ ସେବା ସଂଘ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀ ସଂଘ ର ସଭାପତି ଶ୍ରୀ ଦଶରଥ ଦାସ ଙ୍କ ସଭାପତିତ୍ବରେ କଟକ ଜିଲ୍ଲା ସ୍ବାସ୍ଥ୍ୟ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଏହି ସାମ୍ବାଦିକ ସମ୍ମିଳନୀରେ କଟକ ଜିଲ୍ଲାର ବହୁ ଗଣମାଧ୍ୟମ, ବୈଦ୍ୟୁତିକ ଗଣମାଧ୍ୟମ ଓ ଓ୍ବେବ୍ ଏବଂ ଡିଜିଟାଲ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦେଇଥିଲେ। ଏହି ସମ୍ମିଳନୀରେ ବର୍ତ୍ତମାନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଫାର୍ମାସିଷ୍ଟମାନେ ବହୁ […]
ରାକେଶ ମହାନ୍ତି(କେନ୍ଦ୍ରାପଡା): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁବିକାଶ ବିଭାଗ ତରଫରୁ ପ୍ରତି ତିନି ମାସରେ ଥରେ ପଞ୍ଚାୟତ, ବ୍ଲକ,ଜିଲ୍ଲା ସ୍ତରରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି । କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଥିବା ସଦ୍ଦଭାବନା ସଭାଗୃହ ରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ଗୀତାଞ୍ଜଳି ଶେଠୀ ଓ ଅତିରିକ୍ତ ଜିଲ୍ଲାପାଳଙ୍କ ମିଳିତ ସଭାପତିତ୍ଵରେ ତିନୋଟି କମିଟି ଯଥା ଶିଶୁ ଶ୍ରମିକ ଉଚ୍ଛେଦ ପାଇଁ ଥିବା ଜିଲ୍ଲା ସ୍ତରୀୟ […]
ରାକେଶ ମହାନ୍ତି(କେନ୍ଦ୍ରାପଡ଼ା):ଗତ ଶୁକ୍ରବାର ଦିବା ଦଶ ଘଟିକା ସମୟରେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଳକ ଅଧିନସ୍ଥ ବୋଧଗାଁ ଠାରେ ଓଡ଼ିଶାର ବିଶିଷ୍ଟ କଳାକାର ତଥା ବ୍ରଜେଶ୍ବରୀ ରାମଲୀଳା ପରିଷଦର ରାବଣ ଭୂମିକାରେ ଦିର୍ଘଦିନ ଧରି ଅଭିନୟ କରିଥିବା ସ୍ବର୍ଗତ ଦୈତ୍ୟାରି ତ୍ରିପାଠୀଙ୍କର ମୃତ୍ୟୁ ବାର୍ଷିକୀ ଅବସରରେ ପରିଷଦର ସଭ୍ଯ ସମେତ ଗ୍ରାମବାସୀ ଓ ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ, ନାଟ୍ୟକାର,କବି, କବୟତ୍ରୀ, ସମାଜସେବୀ ତଥା ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି […]
ସଂଜୟ ଶତପଥୀ(କଟକ): ପବିତ୍ର ଚୈତ୍ର ପୂର୍ଣ୍ଣିମା ଅବସରରେ କଟକ ଜଗତପୁର ର ନାନକାର ଗ୍ରାମର ଅଧୂଷ୍ଠାତ୍ରୀ ଦେବୀ ମା’ବାସୁଳେଇ ଙ୍କ ଜନ୍ମୋତ୍ସବ ମାଆଙ୍କ ପୀଠରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏକ ବୃକ୍ଷମୂଳେ ବିରାଜିତ ମାଆଙ୍କର ଏକ ମନ୍ଦିର ନିର୍ମାଣ ଲାଗି ସମସ୍ତ ଅଞ୍ଚଳବାସୀ ଅଣ୍ଟାଭିଡିଥିବା ବେଳେ, ମାଆଙ୍କର ଶ୍ରଦ୍ଧାଳୁମାନଙ୍କ ସହ ଯୋଡିହୋଇଛନ୍ତି ଜୟ ଜଗନ୍ନାଥ ଚାରଣ ଗୋଷ୍ଠୀ।ଏହି ପରିପ୍ରେକ୍ଷୀରେ ଆୟୋଜିତ ଏହି ଆଧ୍ୟାତ୍ମିକ ସମ୍ମିଳନୀର ଉଦଘାଟକ ଭାବେ ପୂଜ୍ୟ ପାଦ […]
ବାସ୍ତବ ବ୍ୟୁରୋ: ଆଜି ସନ୍ଧ୍ୟା ପ୍ରାୟ ୬ଟା ବେଳେ ଅନୁଗୁଳ ସହର ଶଙ୍କର ସିନେମା ରୋଡ୍ ସ୍ଥିତ ‘ମଙ୍ଗଳମ୍’ କପଡ଼ା ସୋ’ ରୁମ୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଏହି ସୋ’ ରୁମ୍ରେ ସନ୍ଧ୍ୟା ସମୟରେ ଗ୍ରାହକଙ୍କ ଭାରି ଭିଡ ଥିବାବେଳେରେ ହଠାତ୍ ଦୋକାନ ପ୍ରବେଶ ପଥର ବାମ ପଟେ ଖଞ୍ଜା ହୋଇଥିବା ବିଦ୍ୟୁତ୍ ପ୍ୟାନେଲ୍ ବୋର୍ଡରେ ସର୍ଟ ସର୍କିଟ୍ ହୋଇଥିଲା। ସେହିଠାରୁ ନିଆଁ ସୂତ୍ରପାତ ହୋଇ ଧୀରେ ଧୀରେ ବ୍ୟାପକ […]
ବାସ୍ତବ ବ୍ୟୁରୋ: ଆଜି ଜମ୍ମୁ ଓ କାଶ୍ମୀରର ଉଧାମପୁର ନିକଟରେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁଙ୍କ କାରକୁ ଏକ ଟ୍ରକ୍ ଧକ୍କା ଦେଇଛି। ତେବେ ଏହି ଦୁର୍ଘଟଣାରେ ଶ୍ରୀ ରିଜିଜୁଙ୍କର କିଛି କ୍ଷତି ହୋଇ ନାହିଁ। ସେହିଭଳି ଏଥିରେ ଅନ୍ୟ କେହି ମଧ୍ୟ ଆହତ ହୋଇନାହାନ୍ତି। ଟ୍ରକ୍ଟି କିରଣ ରିଜିଜୁଙ୍କ କାରକୁ ଧକ୍କା ଦେବା ପରେ ଅନ୍ୟ ଗାଡ଼ିରେ ଥିବା ସୁରକ୍ଷାକର୍ମୀମାନେ ତୁରନ୍ତ ଧାଇଁ ଯାଇ କାରର ଡୋର୍ […]
ସଂଜୟ ଶତପଥୀ(କଟକ):କଟକ ନଗର ଜିଲ୍ଲା ବିଜେପି ଓବିସି ମୋର୍ଚା ତରଫରୁ କଲେଜ଼ଚ୍ଛକ ସ୍ଥିତ ପାଟରା ସାହି ଠାରେ ମୋର୍ଚ୍ଚା ସଭାପତି ମହେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଗାଁ ଗାଁ ଚାଲ,ଘର ଘର ଚାଲ ଅଭିଯାନ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଓବିସି ବର୍ଗଙ୍କ ପାଇଁ ନଅ ବର୍ଷ ଧରି କରିଥିବା ବହୁ ବିକାଶ ମୂଳକ କାର୍ଯ୍ୟ, ଏହି ବର୍ଗ ପାଇଁ 27%ସଂରକ୍ଷଣ ସମ୍ବନ୍ଧରେ କାର୍ଯ୍ୟକର୍ତ୍ତା ମାନେ ଜନ ସଚେତନତା […]


