ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ଯେ ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୩% ବୃଦ୍ଧି ପାଇ ୬,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୦୦ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁଯାୟୀ, ଆଜି (ଶୁକ୍ରବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୦୫୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]
ବାସ୍ତବ ବ୍ୟୁରୋ: ଏକ ଦଳ ପ୍ରସ୍ତୁତ କର, ପୁରସ୍କୃତ ହୁଅ, ବାଜି ଲଗାଅ, ନିଜର ଭାଗ୍ୟ ପରିବର୍ତ୍ତନ କର । ଏପରି ପ୍ରଲୋଭନକାରୀ ବିଜ୍ଞାପନ ବନ୍ଦ କରିଦିଆଯିବ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ନିକଟରେ ଦେଶର କିଛି ମୁଖ୍ୟସ୍ରୋତର ଇଂରାଜୀ ଓ ହିନ୍ଦୀ ଖବରକାଗଜରେ ବେଟିଂ ୱେବସାଇଟର ବିଜ୍ଞାପନ ଏବଂ ପ୍ରଚାର ବିଷୟବସ୍ତୁ ପ୍ରସାରଣ ଘଟଣାକୁ ନେଇ ତୀବ୍ର ଆପତ୍ତି ଉଠାଇଛି। ଏ ଘଟଣା ଦୃୃଷ୍ଟିଗୋଚର ହେବାପରେ […]
ବାସ୍ତବ ବ୍ୟୁରୋ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫,୩୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୩୩୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୩୩୫ […]
ବାସ୍ତବ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ ଅର୍ଥାତ୍ ଆରବିଆଇ ଆଜି (ଗୁରୁବାର) ରେପୋରେଟ ଅପରିବର୍ତ୍ତିତ ରଖିଛି। ଆରବିଆଇ ଏକ ନୂତନ ମୁଦ୍ରା ନୀତି ଘୋଷଣା କରିଛି। ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ ଏହି ସୂଚନା ଦେଇଛନ୍ତି। ଆରବିଆଇ ଏମପିସି ଏଥର ରେପୋ ରେଟରେ କୌଣସି ପରିବର୍ତ୍ତନ କରିନାହିଁ। ଦେଶରେ ମୁଦ୍ରାସ୍ଫୀତି ପରିସ୍ଥିତିକୁ ଚାହିଁ ରେପୋ ରେଟ୍ ୬.୫ ପ୍ରତିଶତ ଅପରିବର୍ତ୍ତିତ ରଖିଛି ଆରବିଆଇ। ମନିଟାରି ପଲିସି କମିଟି (ଏମ୍ପିସି) ଏହି ନିଷ୍ପତ୍ତି […]
ସଂଜୟ ଶତପଥୀ(କଟକ)୦୫/୦୪ : ଓଡ଼ିଶା ରାଜନୀତିର ପ୍ରାଣକେନ୍ଦ୍ର ହେଉଛି ଐତିହାସିକ ସହର କଟକ । ଓଡିଶାକୁ ରାଜ୍ୟ ସରକାର ଦୁର୍ନୀତିର ଗନ୍ତାଘର କରିଛନ୍ତି ତାହାକୁ ଭାରତୀୟ ଜନତା ପାର୍ଟି ଆଗାମୀ ନିର୍ବାଚନରେ ଧ୍ୱଂସ କରିବ ।ଓଡ଼ିଶାର ବିକାଶ ଓ ଉନ୍ନତି ପାଇଁ ସଦା ସର୍ବଦା କାର୍ଯ୍ୟ କରିବ ବିଜେପି । ଆଗାମୀ ୨୦୨୪ ନିର୍ବାଚନ ପାଇଁ ଆଜି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ମା’ କଟକଚଣ୍ଡୀ ମନ୍ଦିରକୁ ଯାଇ […]
ବାସ୍ତବ ବ୍ୟୁରୋ: ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଚାଲିବ । ଏହାପରେ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ଏପ୍ରିଲ ୨୩ରୁ ମେ’ ୭ ତାରିଖ ପର୍ଯ୍ୟନ୍ତ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। […]
ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୪,୪୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩,୦୦୦ ଉପରେ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୪୩୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍ […]
ବାସ୍ତବ ବ୍ୟୁରୋ: ଏ ବର୍ଷ ଫୋର୍ବସ୍ ବାର୍ଷିକ ଧନୀ ବ୍ୟକ୍ତି ତାଲିକାର ଶୀର୍ଷରେ ରହିଛନ୍ତି ଫ୍ରାନ୍ସ ର ବର୍ନାର୍ଡ ଅର୍ନାଲ୍ଟ । ଫୋର୍ବସ୍ ମଙ୍ଗଳବାର, ଏପ୍ରିଲ ୪ ରେ ବିଶ୍ୱର କୋଟିପତିଙ୍କ ୩୭ ତମ ବାର୍ଷିକ ତାଲିକା ପ୍ରକାଶ କରିଛି । ତାଲିକା ଅନୁସାରେ, ଏହି ତାଲିକାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଟପ୍ -୧୦ ରେ ସ୍ଥାନ ପାଇଛନ୍ତି। […]
ସଂଜୟ ଶତପଥୀ(କଟକ): ଓଡ଼ିଶା ସରକାରଙ୍କ ଗୃହ ବିଭାଗ ସାରା ଭାରତରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ଓ ଓଡ଼ିଶାରେ କାର୍ଯ୍ୟ କରୁଥିବା ଓଡିଶା ରାଜ୍ୟ ପୋଲିସ୍ ବିଭାଗ ସୁଦକ୍ଷ ବୋଲି ଓଡ଼ିଶା ସରକାର ଡିଣ୍ଡିମ ପିଟୁଥିବା ବେଳେ ଗୃହ ବିଭାଗ ର ସ୍ବଚ୍ଛତା ଓ ଓଡ଼ିଶା ପୋଲିସ ବିଭାଗର ଦକ୍ଷତା ର ଜ୍ଵଳନ୍ତ ଉଦାହରଣ ଦିଏ କଟକ ଜିଲ୍ଲା ଗତିରାଉତ ପାଟଣା ର ଯୁବକ ଧନେଶ୍ଵର ବେହେରାଙ୍କ ହତ୍ୟାକାଣ୍ଡ। ଖବର […]
ବାସ୍ତବ ବ୍ୟୁରୋ: ଫିନଲ୍ୟାଣ୍ଡ ହେଲା ନର୍ଥ ଆଟ୍ଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେସନ୍ (ନାଟୋ) ର ଏକ ନୂଆ ସଦସ୍ୟ । ଫିନଲ୍ୟାଣ୍ଡ ହେଉଛି ୩୧ ତମ ଦେଶ ଯିଏକି ଏହି ମିଲିଟାରୀ ଆଲିଆନ୍ସରେ ସାମିଲ ହୋଇଛି । ନାଟୋ ସେକ୍ରେଟେରୀ ଜେନେରାଲ୍ ଜେନ୍ସ ଷ୍ଟୋଲେନବର୍ଗ ଆଜି (ମଙ୍ଗଳବାର) ଘୋଷଣା କରିଛନ୍ତି ଯେ ଫିନଲ୍ୟାଣ୍ଡ ବର୍ତ୍ତମାନ ନାଟୋର ସଦସ୍ୟ ହୋଇଛି। ଅନ୍ୟପକ୍ଷରେ ରୁଷ ନାଟୋର ସମ୍ପ୍ରସାରଣକୁ ତୀବ୍ର ଅସନ୍ତୋଷ ପ୍ରକାଶ କରିଛି। କ୍ରେମଲିନ […]


