ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିଲେ ବି ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୭୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]

ବାସ୍ତବ ବ୍ୟୁରୋ: ସାମୁଦ୍ରିକ ବାତ୍ୟା ‘ମୋକା’ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୭ କିଲୋମିଟର୍‌ ବେଗରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଉତ୍ତର-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆଜି ଭୋର୍‌ ୫.୩୦ରେ ଉତ୍ତରପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗର ସୂଚନାରୁ ଜଣାପଡ଼ିଛି। ସ୍ଥଳଭାଗରୁ ହିସାବ କଲେ ସାମୁଦ୍ରିକ ବାତ୍ୟା ‘ମୋକା’ ଏବେ ପୋର୍ଟ ବ୍ଲେୟାର୍‌ର ଉତ୍ତର-ଉତ୍ତରପଶ୍ଚିମରୁ ପ୍ରାୟ ୭୯୦ କିଲୋମିଟର୍‌, […]

ବାସ୍ତବ ବ୍ୟୁରୋ : ଆଇପିଏଲ ୨୦୨୩ର ୫୮ତମ ମ୍ୟାଚରେ ହାଇଦ୍ରାବାଦକୁ ୭ ଓ୍ବିକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜାୟାଣ୍ଟସ । ହାଇଦ୍ରାବାଦ ଦ୍ବାରା ରଖାଯାଇଥିବା ୧୮୩ରନର ଲକ୍ଷ୍ୟକୁ ଲକ୍ଷ୍ନୌ ୧୯.୩ ତମ ଓଭରରେ ୩ ଓ୍ବିକେଟ ହରାଇ ୧୮୫ ରନ କରି ହାସଲ କରିନେଇଥିଲା । ଦଳ ପକ୍ଷରୁ ପ୍ରେରକ ମଙ୍କଡ୍ ୬୪ରନ ଓ ମାର୍କସ ଷ୍ଟୋଇନିସ ୪୦ରନ କରିଥିଲେ । ସେହିପରି ନିକୋଲାସ ପୁରନ୍ ୪୪ରନ କରିଥିଲେ […]

ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ରେ ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୧୭,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୨୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]

ବାସ୍ତବ ବ୍ୟୁରୋ: ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ। ଆଜି ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି।  ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ […]

ବାସ୍ତବ ବ୍ୟୁରୋ : ଆଜି(ଶୁକ୍ରବାର) ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡକ୍ଚର ମୋହନ ଭାଗବତ । ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ ଅନୁଷ୍ଠିତ ସଂଘର ଶିକ୍ଷାବର୍ଗ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବା ସହ ଏଠାରେ ୪ ଦିନ ଅବସ୍ଥାନ କରିବେ। ଏଠାରେ କୌଣସି […]

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୦୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୦,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ […]

ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେସନ୍‌’ର (ସିବିଏସ୍‌ଇ) ୧୨ଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଦ୍ବାଦଶ ଶ୍ରେଣୀର ପାସ୍‌ ହାର ୮୭.୩୩% ହୋଇଥିବା କଥା ‘ସିବିଏସ୍‌ଇ’ କହିଛି। ଚଳିତ ବର୍ଷ ପରୀକ୍ଷାରେ ଛାତ୍ରୀମାନେ ଛାତ୍ରମାନଙ୍କ ଅପେକ୍ଷା ୬.୦୧% ଅଧିକ ରଖିଛନ୍ତି। କିନ୍ତୁ, ଗତବର୍ଷ ତୁଳନାରେ  ଉଭୟ ପୁଅ ଓ ଝିଅମାନଙ୍କ ପାସ୍‌ ହାର କମ୍‌ ହୋଇଛି। ଗତବର୍ଷ ୯୧.୨୫% ଛାତ୍ର ପାସ୍‌ […]

ବାସ୍ତବ ବ୍ୟୁରୋ: ଆଜି ‘ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେସନ୍‌’ (ସିବିଏସ୍‌ଇ) ୧୦ମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ସାମଗ୍ରିକ ପାସ୍‌ ପ୍ରତିଶତ ୯୩.୧୨ ହୋଇଥିବା କଥା ‘ସିବିଏସ୍ଇ’ କହିଛି। ଶିକ୍ଷାର୍ଥୀମାନଙ୍କ ଉଦ୍ଦେଶ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, “ଅନେକ ବନ୍ଧୁ ଆଶାନୁସାରେ ଫଳ ପାଇ ନ ଥିବେ। ମନଊଣା ନ କରିବା ପାଇଁ ସେମାନଙ୍କୁ ମୋର ନିବେଦନ। ଗୋଟିଏ ପରୀକ୍ଷା ଜଣେ ବ୍ୟକ୍ତିର ଦକ୍ଷତା ପ୍ରତିପାଦିତ […]

Pin It on Pinterest