ଭୁବନେଶ୍ୱର/୨୮/୦୩ : ଭୁବନେଶ୍ୱର ଉପଖଣ୍ଡ ଵିକାଶ ମଞ୍ଚ ଆହ୍ଵାନ କ୍ରମେ ରବିବାର ଦିନ ଏକ ଏକତା ସମାବେଶ, ଶୁଭଶ୍ରୀ ଭିଲା ସଭା କକ୍ଷରେ ଆୟୋଜିତ ହୋଇଯାଇଛି। ସୁନ୍ଦରପଦା ଵିଏମସି ସୀମା ଠାରୁ ନେଇ ପଧାନ ସାହି ଗ୍ରାମ ପଞ୍ଚାୟତ ପର୍ଯ୍ୟନ୍ତ ଗଢି ଉଠିଥିଵା ଆପାର୍ଟମେଣ୍ଟ ଵାସିନ୍ଦା ମାନେ ଏକଜୁଟ ହୋଇ ଭୁବନେଶ୍ୱର କୁ ସଂଯୋଗ୍ କରୁଥିବା କପିଳପ୍ରସାଦ- ଜଟଣୀ ରୋଡ ସମ୍ପ୍ରସାରଣ କାର୍ଯ୍ୟ ଦୀର୍ଘ ଦିନଧରି ଅହେତୁକ ଵିଳମ୍ବ କରା […]

ସଂଜୟଶତପଥୀ(କଟକ): ପୈ।ରାଣିକ ମତବାଦର କାଞ୍ଚି ଅଭିଯାନ ହେଉ ବା ରାଜା ବଳିଙ୍କର ପାତାଳ ଗମନ ହେଉ ଅଥବା ମାଳିକା ବର୍ଣ୍ଣିତ ହେଉ କଟକ ଜିଲ୍ଲାର ଉରାଳୀ ଗ୍ରାମରେ ବିଗତ ୪୦୦ ବର୍ଷ ପୂର୍ବରୁ ସ୍ବୟଂ ବିରାଜମାନ ପ୍ରଭୁ ଶ୍ରୀ ଦଧୂବାମନଜୀଉଙ୍କର ସ୍ଵନକ୍ଷତ୍ର ଉତ୍ସବ ମହାସମାରୋହରେ ପାଳିତ ହେଉଛି। ତ୍ରିଦିବସୀୟ ଏହି ଆଧ୍ୟାତ୍ମିକ କାର୍ଯ୍ୟକ୍ରମରେ ସ୍ଥାନୀୟ ଗ୍ରାମବାସୀଙ୍କ ଦ୍ବାରା ପବିତ୍ର କଳସ ଯାତ୍ରା,ଅଧୂବାସ, ହୋମଯଜ୍ଞ ଓ ଉପଚାର ପୂଜା ପ୍ରଭୁ ନୀଳାଦ୍ରିନାଥଙ୍କ […]

ଦେବକିନ୍ତ ମହାନ୍ତି(ଚାନ୍ଦବାଲି)-ସ୍ଥାନୀୟ ମତୋ ହାଇସ୍କୁଲର ୧୯୯୪ ବ୍ଯାଚର ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଏକ ବନ୍ଧୁମୀଳନ ଉତ୍ସବ ସ୍କୁଲ ପରିଶରରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ୧୯୯୪ ବ୍ଯାଚର ବିଭିନ୍ନ ଅନୁଷ୍ଠାନରେ ବହୁ ପ୍ରତିଷ୍ଠିତ ପୂର୍ବତନ ଛାତ୍ରଛାତ୍ରୀ ମାନେ ନିଜ ନିଜର ବାଲ୍ଯ ବନ୍ଧୁ ମାନଙ୍କୁ ଏକାଠି ପାଇ ଖୁସିରେ ବିଭୋର ହୋଇଯାଇଥିଲେ । ତତ୍କାଳୀନ ବରିଷ୍ଠ ଅବସରପ୍ରାପ୍ତ ଶିକ୍ଷକ ପଞ୍ଚାନନ ପଲ୍ଲାଇ, ବିର୍ଷ୍ଣୁମୋହନ ମହାପାତ୍ର,ବୈକୁଣ୍ଠ ରଥ,ସନ୍ଥଚରଣ ନାୟକ,ଅର୍ଜୁନ ସାହୁ,ନନ୍ଦ କିଶୋର ବଳଙ୍କ […]

ବାସ୍ତବ ବ୍ୟୁରୋ: ଏମପି ପଦ ଯିବା ପରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟ୍‌କା। ରାହୁଲ ଗାନ୍ଧୀଙ୍କୁ ନିଜର ସରକାରୀ ବଙ୍ଗଳା ଛାଡ଼ିବାକୁ ନୋଟିସ୍‌। ଏକ ମାସ ମଧ୍ୟରେ ତାଙ୍କ ସରକାରୀ ବାସଭବନ ଖାଲି କରିବାକୁ ପଡିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ ଲେନ୍‌ ସ୍ଥିତ ସରକାରୀ ବଙ୍ଗଳାରେ ରହୁଛନ୍ତି। ୨୦୦୪ରୁ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୯ ତାରିଖରେ ଅଶୋକାଷ୍ଟମୀ ପାଇଁ ଖୋର୍ଦ୍ଧା ଜିଲ୍ଲା ସମସ୍ତ ସରକାରୀ ଅନୁଷ୍ଠାନ ଛୁଟି ରହିବ। ଆଜି (ସୋମବାର) କେନ୍ଦ୍ରାଞ୍ଚଳ ଆରଡିସି ପକ୍ଷରୁ ଏହି ଘୋଷଣା କରାଯାଇଛି। ଲୋକାଲ ହଲିଡେ ପାଇଁ ସେହିଦିନ (ବୁଧବାର) ଖୋର୍ଦ୍ଧା ଜିଲ୍ଲାର ସବୁ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ ବୋଲି କେନ୍ଦ୍ରାଞ୍ଚଳ ଆରଡିସି କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଛି। ଅଶୋକାଷ୍ଟମୀ ଅବସରରେ ପ୍ରଭୁ ଲିଙ୍ଗରାଜଙ୍କ ଋକୁଣା […]

ବାସ୍ତବ ବ୍ୟୁରୋ: ବିଜେଡି ପକ୍ଷରୁ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଜିଲ୍ଲାସ୍ତରରେ ସାଙ୍ଗଠନିକ ସ୍ଥିତି ସୁଦୃଢ କରିବାକୁ ୨୫ଜଣ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଇଛି। ଆଜି ଏନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଥିରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ସର୍ବାଧିକ ୪ ଜିଲ୍ଲାର ଦାୟିତ୍ବ ମିଳିଥିବା ବେଳେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଓ ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର […]

ବାସ୍ତବ ବ୍ୟୁରୋ: ୮୭ ବର୍ଷୀୟ ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମା ଚୀନ୍‌କୁ ଦେଇଛନ୍ତି ଏକ ବଡ଼ ଝଟକା । ସେ ଆମେରିକାରେ ଜନ୍ମିତ ଏକ ୮ ବର୍ଷର ମୋଙ୍ଗୋଲିଆ ଶିଶୁକୁ ତିବ୍ଦତୀୟ ବୌଦ୍ଧ ଧର୍ମର ତୃତୀୟ ସର୍ବୋଚ୍ଚ ଧର୍ମଗୁରୁ ବନେଇ ଦେଇଛନ୍ତି। ଉକ୍ତ ପିଲାଟି ଯାଆଁଳା ପିଲାମାନଙ୍କ ମଧ୍ୟରୁ ଜଣେ। ଦଲାଇ ଲାମା ଏହି ଶିଶୁକୁ ଦଶମ ଖଲଖା ଜେଟସନ୍ ଧମ୍ପା ରିନ୍ପୋଚେଙ୍କ ପୁନର୍ଜନ୍ମ ବୋଲି କହିଛନ୍ତି। ନୂତନ ଧର୍ମଗୁରୁଙ୍କୁ […]

ସଂଜୟ ଶତପଥୀ(କଟକ): ସମଗ୍ର ଓଡ଼ିଶାରେ‌ ବିଦ୍ଯୂତ୍ ଶକ୍ତି ଯୋଗାଉଥିବା ତଥା ଏକ ଘରୋଇ କମ୍ପାନୀ ଟାଟା ପାୱାର କମ୍ପାନୀର ମନୋମୁଖୀ ଶାସନ ବିରୁଦ୍ଧରେ କମ୍ପାନୀ ଅଧୀନରେ କାର୍ଯ୍ୟରତ ସମସ୍ତ ଠିକା କର୍ମଚାରୀମାନେ କଳାବ୍ୟାଚ ପରିଧାନ କରି ପ୍ରତିବାଦର ସ୍ବର ଉତ୍ତୋଳନ କରିବା ସହ ଆଗାମୀ ଦିନରେ ଏହି ଆନ୍ଦୋଳନ ଆହୁରି ତୀବ୍ରତର ହେବ ବୋଲି ଠିକା କର୍ମଚାରୀସଂଘର କର୍ମକର୍ତ୍ତା ମତବ୍ୟକ୍ତ କରିଛନ୍ତି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ, ଟାଟା ପାୱାର […]

ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାନୁଯାୟୀ ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୮୯୦ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୦୦ରୁ ଯଥେଷ୍ଟ ଅଧିକ । ସୂଚନାଯୋଗ୍ୟ, ଗତବର୍ଷ ଅକ୍ଟୋବର ୨୮ ତାରିଖ ଦିନ ଦେଶରେ ଦୈନିକ କୋଭିଡ୍‌ ସଂକ୍ରମଣ ୨,୨୦୮ ହୋଇଥିବା ରେକର୍ଡ କରାଯାଇଥିଲା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ରବିବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା […]

Pin It on Pinterest